Posted inଫୁରସତ

ଜନ୍ମ ହେବାମାତ୍ରେ ରାତାରାତି ଷ୍ଟାର ପାଲଟିଲେ ଯାଆଁଳା ଶିଶୁ: ଜାଣନ୍ତୁ କେମିତି

କାଲିଫର୍ନିଆରେ ଏକ ସ୍ବତନ୍ତ୍ର ଘଟଣା ଘଟିଛି। ଫାତିମା ମାଡ୍ରିଗାଲ ନାମକ ଜଣେ ମହିଳା ନାଟିଭିଡାଡ ମେଡିକାଲରେ ୧୫ ମିନିଟର ବ୍ୟବଧାନରେ ଯାଆଁଳା ଶିଶୁ ଜନ୍ମ ଦେଇଥିଲେ।ଏଥିରେ କୌଣସି ବିଶେଷତ୍ୱ ନ ଥିଲେ ମଧ୍ୟ ଏହି ଯାଆଁଳା ପିଲା ଦୁଇଟି ଭିନ୍ନ ବର୍ଷ, ଦିନ ଏବଂ ମାସରେ ଜନ୍ମ ହୋଇଥିଲେ, ଯାହା ତାଙ୍କୁ ସ୍ବତନ୍ତ୍ର କରିଛି। ଫେସବୁକରେ ହସ୍ପିଟାଲ ଦ୍ୱାରା ଶେୟାର କରାଯାଇଥିବା ଏକ ପୋଷ୍ଟରେ ଘଟଣାର ବିବରଣୀ ଦିଆଯାଇଛି।


ଆଲିନ ଟ୍ରୁଜିଲୋ ଏବଂ ଆଲଫ୍ରେଡୋ ଟ୍ରୁଜିଲୋ ମାତ୍ର ୧୫ ମିନିଟ ବ୍ୟବଧାନରେ ଜନ୍ମ ହୋଇଥିଲେ, କିନ୍ତୁ ସେମାନଙ୍କ ମାତାପିତା ଜାଣି ନ ଥିଲେ ଯେ ଏ ଦୁହେଁ ଭିନ୍ନ ଭିନ୍ନ ବର୍ଷରେ ଜନ୍ମ ହୋଇ ରାତାରାତି ଇଣ୍ଟରନେଟ ସେନ୍ସେସ ହେବାକୁ ଯାଉଛନ୍ତି। ଏହି ପରିପ୍ରେକ୍ଷୀରେ, ନାଟିଭିଡାଡ ମେଡିକାଲ ଏକ ଫେସବୁକ ପୋଷ୍ଟରେ ଲେଖିଛି, ଆଏଲିନ ୟୋଲାଣ୍ଡା ଟ୍ରୁଜିଲୋ ଜାନୁୟାରୀ ୧ ଶନିବାର ମଧ୍ୟରାତ୍ରିରେ ଦୁନିଆରେ ପ୍ରବେଶ କରିଥିଲେ। ଏହି ସମୟରେ, ତାଙ୍କର ଯାଆଁଳା ଭାଇ ଆଲଫ୍ରେଡୋ ଆଣ୍ଟୋନିଓ ଟ୍ରୁଜିଲୋ ଡିସେମ୍ବର ୩୧ର ରାତି ୧୧: ୪୫ରେ ଜନ୍ମଗ୍ରହଣ କରିଥିଲେ।
ଯଆଁଳା ଶିଶଙ୍କୁ ମା’ ଫାତିମା କହିଛନ୍ତି, ଏହା ମୋ ପାଇଁ ଏକ ବିଶେଷ କଥା ଯେ ପ୍ରଥମେ ସେମାନେ ଯାଆଁଳା ଏବଂ ଦ୍ୱିତୀୟରେ ସେମାନେ ଭିନ୍ନ ଦିନରେ ଜନ୍ମ ହୋଇଥିଲେ। ମୁଁ ଆଶ୍ଚର୍ଯ୍ୟ ଏବଂ ଖୁସି ଯେ ମୋ ଝିଅ ରାତି ଅଧରେ ଜନ୍ମ ହେଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri