ପ୍ରବାସୀଙ୍କୁ ନେଇ ଚାଲିଥିବା ଉନ୍ନୟନ କାର୍ଯ୍ୟ ତଦାରଖ

ଭଣ୍ଡାରିପୋଖରୀ,୧୯ା୮(ଡି.ଏନ୍‌.ଏ.): ଭଣ୍ଡାରିପୋଖରୀ ବ୍ଲକର ସରସଦା ଓ ରଣଜିତ ପଞ୍ଚାୟତରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କରିଛନ୍ତି ଭଦ୍ରକ ଜିଲା ଗ୍ରାମ୍ୟ ଉନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାସ। ପିଡିଙ୍କ ସହ ଭଣ୍ଡାରିପୋଖରୀ ବିଡିଓ ବିଜୟ କୁମାର ସାହୁ, ବ୍ଲକ ସହକାରୀ ଯନ୍ତ୍ରୀ ସିଦ୍ଧାର୍ଥ ଶଙ୍କର ଦାସ ପ୍ରମୁଖ ବିଭାଗୀୟ ଅଧିକାରୀ ଦୁଇ ପଞ୍ଚାୟତ ରେ ହେଉଥିବା ଅଙ୍ଗନବାଡ଼ି,ପ୍ରଧାନମନ୍ତ୍ରୀ ଆବାସ, ଗୁହାଳ, ଶୌଚାଳୟ କାମର ଅଗ୍ରଗତି ନେଇ ତଦାରଖ କରିଥିଲେ। ଏହି ପଞ୍ଚାୟତରେ ହେଉଥିବା କାର୍ଯ୍ୟଗୁଡିକ ପ୍ରବାସୀ ଓଡ଼ିଆମାନେ କାର୍ଯ୍ୟ ପାଉ ନ ଥିବାରୁ ତାଙ୍କୁ କାର୍ଯ୍ୟ ଦେଇ କାମ କିପରି ଚାଲିଛି ତାହା ଦେଖିଥିଲେ। କାର୍ଯ୍ୟ ଦେଖି ତୁରନ୍ତ ବକେୟା ପାଉଣା ପ୍ରଦାନ ପାଇଁ ବିଡିଓଙ୍କୁ ପିଡି ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତୀର୍ଥଯାତ୍ରାରୁ ଫେରିବା ବାଟରେ ହୃଦ୍‌ଘାତ, ଚାଲିଗଲା ବିଭୂତିଙ୍କ ଜୀବନ

କୋକସରା,୧୧।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ କେନ୍ଦୁଗୁଡା ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଗ୍ରାମର ବିଭୂତି ଭୂଷଣ ପଣ୍ଡା(୬୦) ବଦ୍ରୀନାଥ ତୀର୍ଥଯାତ୍ରା…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

କିଶନନଗର ତହସିଲରେ ନୂଆ ନିଯୁକ୍ତିକୁ ନେଇ ବିବାଦ, କାର୍ଯ୍ୟାନୁଷ୍ଠାନ ଦାବି କଲା କଂଗ୍ରେସ

କଟକ ସଦର,୧୧।୧୦(ସୁଶାନ୍ତ କୁମାର ଜେନା): କଟକ ଜିଲା କିଶନ ନଗର ତହସିଲ କାର୍ଯ୍ୟାଳୟ ରେ ଜଣେ ଅଧିକାରିଣୀ ତହସିଲଦାର ଭାବେ ଯୋଗ ଦେଉଥିବା ଖବର ରବିବାର ଗଣମାଧ୍ୟମରେ…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

୮ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରିଲାନି ଛାତ୍ରୀନିବାସ: ଭୂତକୋଠି ପାଲଟିଛି କୋଟି ଟଙ୍କାର କୋଠା

ଗୁଡ଼ାରି, ୧୦।୧୦ (ପ୍ରମୋଦ କୁମାର ପତି): ଆଦିବାସୀ ଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ଓ ସେମାନଙ୍କ ଶିକ୍ଷାକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମାତ୍ର…

ଖଡ଼ିଆଳ କଲେଜ ସାଇନ୍‌ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ

ଖଡ଼ିଆଳ,୧୧ା୧୦(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?