ହନ୍ତାଳଗୁଡ଼ା ଘାଟିରେ ଓଲଟିଲା ପିକ୍‌ଅପ: ୪ ଗୁରୁତର ୧୧ ଆହତ

ଚିତ୍ରକୋଣ୍ଡା,୨୪।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ହନ୍ତାଳଗୁଡ଼ା ଘାଟିରେ ଶୁକ୍ରବାର ଏକ ପିକ୍‌ଅପ୍‌ ଓଲଟି ପଡ଼ିଛି। ଏଥିରେ ୪ ଜଣ ଗୁରୁତର ହୋଇଥିବା ବେଳେ ୧୧ ଆହତ ଅଛନ୍ତି। ଯୋଡ଼ାମ୍ବ ଗ୍ରାମର ୧୫ ଜଣ ଏକ ପିକ୍‌ଅପରେ ଲାମ୍ବାସିଙ୍ଗ ଗ୍ରାମକୁ ଏକ ଦଶାହ କାର୍ଯ୍ୟରେ ଯୋଗ ଦେବାକୁ ଯାଉଥିଲା ବେଳେ ହନ୍ତାଳଗୁଡ଼ା ଘାଟିରେ ଗାଡ଼ିଟି ଘାଟିରୁ ତଳକୁ ଓଲଟି ପଡ଼ିଥିଲା। ଖବରପାଇ ସ୍ଥାନୀୟ ଲୋକେ, ପୋଲିସ୍‌ ଏବଂ ସୁରକ୍ଷାକର୍ମୀ ଡ୍ରାଇଭରଙ୍କ ସମେତ ୧୫ ଜଣଙ୍କୁ ଉଦ୍ଧାର କରି ଚିତ୍ରକୋଣ୍ଡା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ୪ ଜଣ ଗୁରୁତର ହୋଇଥିବା ବେଳେ ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ୟା ବଢ଼ାଉଛି ମାଟି ସଡ଼କ

ଛେଣ୍ଡିପଦା,୨ା୯(ସ୍ବ.ପ୍ର.):  ଗାଁର ମୁଖ୍ୟ ସମସ୍ୟା ଗମନାଗମନରେ ଅସୁବିଧା। ବର୍ଷାଦିନେ ମାଟି ରାସ୍ତାରେ ଯାତାୟାତ ଗ୍ରାମବାସୀଙ୍କ ପକ୍ଷେ ଅତି କଷ୍ଟକର। ଏପରି କି ରୋଗୀଙ୍କୁ ଡାକ୍ତରଖାନା ଯାଏ ନେବାକୁ...

ନିଷ୍କାସନ ହୋଇପାରୁନି ବର୍ଷାଜଳ: ଦୁର୍ଦ୍ଦଶାରେ ୨୦ଗଁ।ର ଗ୍ରାମବାସୀ

ଗୋପ,୨୭।୮(ଡି.ଏନ୍‌.ଏ.): ନାଗପୁର-ନୟାହାଟ ପୂର୍ତ୍ତ ବିଭାଗ ରାସ୍ତାରେ ତିନିତିଅର, ବେଦପୁର, ବାଲିକନ୍ଦଳ ଆଦି ଗ୍ରାମ ନିକଟରେ ବର୍ଷାଜଳ ନିଷ୍କାସନ ହୋଇ ନ ପାରିବାରୁ ପ୍ରାୟ ୨୦ ଗାଁର...

ପ୍ରେମିକାଙ୍କ ଘର ଫ୍ୟାନ୍‌ରେ ଝୁଲୁଛି ପ୍ରେମିକଙ୍କ ମୃତଦେହ

ବ୍ରହ୍ମଗିରି, ୨୬।୫(ଡି.ଏନ.ଏ.) : ପୁରୀ ବ୍ରହ୍ମଗିରି ଥାନା ଅନ୍ତର୍ଗତ ସାହୁପଡ଼ା ଗ୍ରାମରେ ବୁଧବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ପ୍ରେମିକାଙ୍କ ଘରେ ପ୍ରେମିକଙ୍କର...

ବାଣ ଭିଡୁଥିବା ବେଳେ ବିସ୍ଫୋରଣ: ୩ ଗୁରୁତର

କଟକ ଅଫିସ,୩।୧୧: କଟକ ଆଠଗଡ଼ ତିଗିରିଆ ଅଞ୍ଚଳରେ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କ ମଧ୍ୟରେ ଜଣେ ବ୍ୟକ୍ତି,...

ବାରଙ୍ଗ କାଚ କାରଖାନା ପ୍ରତିଷ୍ଠାତାଙ୍କ ପରଲୋକ

ନରାଜ, ୨୧।୧୧(ଡି.ଏନ୍‌.ଏ.): ବାରଙ୍ଗ କାଚ କାରଖାନାର ପ୍ରତିଷ୍ଠାତା ଯୁଗଳ କିଶୋର ଝୁନଝୁନୱାଲାଙ୍କ ୮୯ ବର୍ଷରେ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଅପରାହ୍ନରେ ତାଙ୍କ...

ଝଲସିବ ବିରଜା ମନ୍ଦିର ପରିସର

ଯାଜପୁର ଅଫିସ,୨୯ା୪: ପୁରୀ ଜଗନ୍ନାଥ ଓ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ଭଳି ଯାଜପୁର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜା ମନ୍ଦିରର ବାହ୍ୟ ପରିସର ଝଲସିବ। ଏଥିପାଇଁ...

ହାଜତ୍‌ରେ କଏଦୀ ମୃତ୍ୟୁ ଘଟଣା: ପରିବାର ଲୋକେ ଆଣିଲେ ସଙ୍ଗୀନ ଅଭିଯୋଗ

ଚିତ୍ରକୋଣ୍ଡା,୨୯।୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଉପକାରାଗାରରେ କଏଦୀ ଦାନୁ ଗୋଲୋରୀଙ୍କର ଗତ ରବିବାର ମୃତ୍ୟୁ ଘଟିଥିଲା। ଏ ନେଇ ମୃତ କଏଦୀଙ୍କ ପରିବାର ଲୋକେ ଜେଲ କର୍ତ୍ତୃପକ୍ଷଙ୍କ...

ବ୍ରହ୍ମପୁରରେ ଖୋଲିଲା ଦୁଗ୍ଧ ଏଟିଏମ୍‌

ବ୍ରହ୍ମପୁର ଅଫିସ,୪ା୭: ଗଞ୍ଜାମ – ଗଜପତି ସମବାୟ ଦୁଗ୍ଧ ଉତ୍ପାଦକ ସଂଘ ଲିମିଟେଡ୍‌ ପକ୍ଷରୁ ରାଜ୍ୟର ପ୍ରଥମ ଦୁଗ୍ଧ ବିଶୋଧିତ ଏବଂ ଭିଟାମିନ ମିଶ୍ରିତ ଏଟିଏମ...

Advertisement
Archives

Model This Week