ଓଲଟିଲା ଆମ୍ବୁଲାନ୍ସ

ପାରଳାଖେମୁଣ୍ଡି,୨୧ା୧୦(ଡି.ଏନ୍‌.ଏ.): ଗଜପତି ଜିଲା ଅଡବା ଥାନା ଅଧୀନ ମାଣ୍ଡିମେରା ବୁଲାଣି ରାସ୍ତାରେ ଗୁରୁବାର ଏକ ଆମ୍ବୁଲାନ୍ସ ଓଲଟି ୨ଜଣ ଆହତ ହୋଇଛନ୍ତି।

ମିଳିଥିବା ସୂଚନା ମୁତାବକ, ରାୟଗଡ଼ା ଜିଲା ଜେକେପୁରର ଗାଡି ଚାଳକ ବସନ୍ତ ତାଣ୍ଡି ଆମ୍ବୁଲାନ୍ସ ଧରି ଭୁବନେଶ୍ୱର ଯାଇଥିଲେ। ଭୁବନେଶ୍ୱରରୁ ଫେରୁଥିବା ବେଳେ ମାଣ୍ଡିମେରା ଗ୍ରାମ ନିକଟସ୍ଥ ଏକ ବୁଲାଣିଆ ରାସ୍ତାରେ ଆମ୍ବୁଲାନ୍ସର ଚକଫାଟିରୁ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡିଥିଲା। ଫଳରେ ଆମ୍ବୁଲାନ୍ସରେ ବସିଥିବା ଅନ୍ୟ ଜଣେ କର୍ମୀଙ୍କ ସହ ଚାଳକ ବସନ୍ତ ଆହତ ହୋଇଥିଲେ। ଖବର ପାଇ ନଳାଘାଟ ଫାଣ୍ଡି ପୋଲିସ ପହଞ୍ଚତ୍ ଆହତ ଦ୍ୱୟଙ୍କୁ ଉଦ୍ଧାର କରି ନିକଟସ୍ଥ ବିରିକୋଟ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲା। ଚିକିତ୍ସା ପରେ ଉଭୟଙ୍କୁ ଘରକୁ ପଠାଇ ଦିଆଯାଇଛି। ଅନ୍ୟପକ୍ଷେ ଦୁର୍ଘଟଣାଗ୍ରସ୍ତ ଆମ୍ବୁଲାନ୍ସକୁ ଜବତ କରି ନଳାଘାଟ ଫାଣ୍ଡିରେ ରଖାଯାଇଥିବା ଅଡବା ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ…

ପୁଅ ବିବାହ ଭୋଜି ଦିନ ଆତ୍ମହତ୍ୟା କରିଦେଲେ ବାପା

ଲୋଇସିଂହା,୬।୪(ସୁଶାନ୍ତ ବାରିକ): ଶନିବାର ଥିଲା ପୁଅ ବାହାଘର। ବାହାଘର ଯଥାରୀତି ସମ୍ପନ୍ନ ହେଲା। ଭୋର ସମୟରେ ବନ୍ଦାପନା କରି ନବବଧୂଙ୍କୁ ଶାଶୁଘରେ ସ୍ବାଗତ କରାଯାଇଥିଲା। ହେଲେ ପୁଅର…

ଓଡ଼ିଆ ପକ୍ଷରେ ଐତିହାସିକ, ଧାର୍ମିକସ୍ଥଳକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ପକ୍ଷରୁ ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀଙ୍କ ତତ୍ୱାବଧାନରେ ଐତହ ଓ ଧାର୍ମିକସ୍ଥଳଗୁଡ଼ିକରେ ସଫେଇ…

ଟ୍ରିବ୍ୟୁନାଲ ରାୟ ପରେ ବଂଶଧାରା ନଦୀରେ ବନ୍ଧ ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜଲା ଅନ୍ତର୍ଗତ ଚିରସ୍ରୋତା ପୁଣ୍ୟତୋୟା ବଂଶଧାରା ନଦୀ ଉପର ମୁଣ୍ଡରେ ଜଳ ଆନିକଟ ପ୍ରକଳ୍ପ ନିର୍ମାଣ କରିବା ସମ୍ପର୍କରେ ଦାବି ଉଠିଛି  ।ଏ…

‘ପାଗଳ ସହ ବିପଜ୍ଜନକ ହୋଇଗଲେଣି ଟ୍ରମ୍ପ…’, ଇରାନ ଯୁଦ୍ଧ ମଧ୍ୟରେ ରାଗିଲେ ଆମେରିକୀୟ ନେତା

ଓ୍ବାଶିଂଟନ,।୬୪: ଇରାନ ସହିତ ଚାଲିଥିବା ସଂଘର୍ଷକୁ ନେଇ ଡୋନାଲ୍ଡ ଟ୍ରମ୍ପ ନିଜେ ଆମେରିକା ଭିତରେ ସମାଲୋଚନାର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି। ଆମେରିକୀୟ କଂଗ୍ରେସ ସଦସ୍ୟ…

ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର, ଗର୍ଭବତୀ ଜଣାପଡିବା ପରେ ଧାର୍ମିକସ୍ଥଳୀ ଭଙ୍ଗାରୁଜା

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ ): ଭିନ୍ନକ୍ଷମ ନାବାଳିକାଙ୍କୁ ୪ମାସ ତଳେ ବଳାତ୍କାର କରି ଫେରାର ହୋଇଯାଇଛି ଗାଁର ଜଣେ ସଂଖ୍ଯାଲଘୁ ସମ୍ପ୍ରଦାର ଯୁବକ । ଘଟଣା ପ୍ରଘଟ…

ଐତିହାସିକ ଗୋପାଳ ବନ୍ଧ ସୌନ୍ଦର୍ଯ୍ୟକରଣ ଲାଗି ଅଣ୍ଟା ଭିଡିଲେ ନିର୍ବାହୀ ଅଧିକାରୀ: ଜବରଦଖଲକାରୀଙ୍କୁ କଡ଼ା ଚେତାବନୀ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ମଧ୍ୟରେ ପରିତ୍ୟକ୍ତ ଅବସ୍ଥାରେ ରହିଥିବା ଐତିହାସିକ ଗୋପାଳ ବନ୍ଧକୁ ନେଇ ଦୀର୍ଘଦିନ ହେଲା ସବୁବର୍ଗରୁ ଅସନ୍ତୋଷ ଲାଗିରହିଥିଲା। ତେବେ …

ମା’ ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭାଙ୍ଗି ଦୁର୍ବୃତ୍ତ…

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠରେ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଥିବାର ଅଭିଯୋଗ ହୋଇଛି। ଭୋର୍‌ ସମୟରେ ମା’ଙ୍କ ପୂଜା ପୂଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri