ଓଲଟି ପଡ଼ିଲା ବସ୍‌: ୬ ଗୁରୁତର

ଯାଜପୁର ଅଫିସ,୨।୧୧: ଯାଜପୁର ଜିଲା ପାଣିକୋଇଲି ଥାନା ୧୬ନମ୍ବର ଜାତୀୟ ରାଜପଥ ସାହାପୁର ନିକଟରେ ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ଡିଭାଇଡରରେ ପିଟିହୋଇ ରାସ୍ତା ତଳକୁ ଓଲଟି ପଡିଛି । ଫଳରେ ବସ୍‌ ମଧ୍ୟରେ ଥିବା ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ସାମାନ୍ୟ ଆହତ ହୋଇଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି । ସନ୍ଧ୍ୟା ସମୟରେ ମୟୂରଭଞ୍ଜର ବେନିସାଗରରୁ ୪୦ ଯାତ୍ରୀ ନେଇ ଘରୋଇ ‘ଶାନ୍ତିଲତା’ ବସ୍‌ ଭୁବନେଶ୍ୱର ଅଭିମୁଖେ ବାହାରିଥିଲା। ସାହାପୁର ନିକଟରେ ଡିଭାଇଡରରେ ପିଟି ହୋଇ ରାସ୍ତା ତଳକୁ ଓଲଟି ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉକୁଣୀ ନେଲା କୁନି ଝିଅର ଜୀବନ, ଖପୁରୀକୁ ଆକ୍ରାନ୍ତ କରି…

ପୁରୀ,୯।୨: ପୁରୀ ଜିଲା ବଳଙ୍ଗା ଥାନା ଅନ୍ତର୍ଗତ ଚମ୍ପାଗଡ଼ ସାହିରେ ଏକ ଅଜବ ଘଟଣା ଘଟିଛି। ଉକୁଣୀ ପାଇଁ ୧୨ ବର୍ଷିୟା କୁନି ଝିଅର ମୃତ୍ୟୁ ହୋଇଛି।…

ୟୁଜିସି ବିଲ୍‌କୁ ବିରୋଧ: ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ଦାବିପତ୍ର

ପଦ୍ମପୁର,୯।୨(ପ୍ରଦୀପ୍ତ ଦାଶ): ସାରା ଦେଶରେ ୟୁଜିସି ବିଲକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଥିବାବେଳେ ଏହାର ସମ୍ପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ସୋମବାର ପଦ୍ମପୁର ବ୍ରାହ୍ମଣ ସମାଜ ତରଫରୁ…

ଜିଲାସ୍ତରୀୟ ପ୍ରେରଣା ଉତ୍ସବ, ସରାଙ୍ଗ ନବୋଦୟ ବିଦ୍ୟାଳୟ…

ପରଜଙ୍ଗ,୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ସ୍ଥିତ ପିଏମଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟ ପରିସରରେ ସୋମବାର ଜିଲାସ୍ତରୀୟ ପ୍ରେରଣା ଉତ୍ସବ ପାଳିତ ହୋଇଯାଇଛି ।…

୩୦୮୨ ସେଣ୍ଟରରେ ହେବ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର,୯।୨: ଫେବ୍ରୁଆରୀ ୧୯ରୁ ମାଟ୍ରିକ ପରୀକ୍ଷା। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଚଳିତ ବର୍ଷ ରାଜ୍ୟର ୩୦୮୨ ସେଣ୍ଟରରେ ମାଟ୍ରିକ ପରୀକ୍ଷା…

ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ

ମୋହନା,୯ା୨(ମନ୍ମଥ ମିଶ୍ର): ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ । ୨୦୦ରୁ ଅଧିକ ଆଶା କର୍ମୀ ଧାରଣାରେ ବସିଛନ୍ତି । ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ବିଜେଡିର ବଡ଼ ନିଷ୍ପତ୍ତି: ୧୩ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

କଟକ,୯ା୨(ଶିଳ୍ପା ପ୍ରିୟଦର୍ଶିନୀ): ବିଜୁ ଜନତା ଦଳ ପକ୍ଷରୁ ଆସନ୍ତା ୧୩ ତାରିଖ ପୂର୍ୱାହ୍ନ ୧୦ଟାରେ କଟକ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯିବ। ଦୋଳମୁଣ୍ଡାଇସ୍ଥିତ କଟକ ଜିଲା ବିଜେଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri