ଓଲଟିଲା ବସ୍‌, ୧୦ରୁ ଅଧିକ ଆହତ

ସମ୍ବଲପୁର,୫ା୨: ସମ୍ବଲପୁର ଜିଲା ଚାରମାଳ ଥାନା ଅନ୍ତର୍ଗତ ନୂଆପଡ଼ା ଛକ ବୁଲାଣି ନିକଟରେ ସୋମବାର ଭୋର୍‌ରୁ ଏକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି।

ସୂଚନାଯୋଗ୍ୟ, ଶୁଭମ୍‌ ନାମକ ଯାତ୍ରୀବାହୀ ବସ୍‌ ୫୦ଜଣରୁ ଅଧିକ ଯାତ୍ରୀ ନେଇ ଭୁବନେଶ୍ୱରରୁ ହୀରାକୁଦ ଅଭିମୁଖେ ଯାଉଥିଲା। ତେବେ ନୂଆପଡ଼ା ଛକ ନିକଟରେ ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱକୁ ଓଲଟି ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ପଛରୁ ଧକ୍କା ଦେଲା ବୋଲେରୋ: ମା’ଙ୍କ ଜୀବନ ଗଲା, ପୁଅ ଗୁରୁତର

ପାଟଣା,୨୮ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଉଖୁଣ୍ଡା ରାସ୍ତାର ବାଉଁଶୁଳି ହନୁମାନ ଛକ ନିକଟରେ ଶନିବାର ରାତିରେ ଦୁର୍ଘଟଣାରେ ମା’ଙ୍କର ମୃତ୍ୟୁ ହୋଇଥିବା...

୪୬ ଛୁଇଁବ ତାତି, ୧୩ ଜିଲାକୁ ରେଡ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୮।୪: ତାତିରେ ସିଝୁଛି ସାରା ଓଡ଼ିଶା । ରାଜ୍ୟବାସୀଙ୍କୁ କଲବଲ କରୁଛି ଅସହ୍ୟ ତାତି । ସ୍ଥିତି ଏମିତି ହେଲାଣି ଯେ, ବାହାରକୁ ବି ବାହାରିକା...

ତପ୍ତପାଣି ଘାଟିରେ ଓଲଟିଲା ନଳକୂପ ଖନନ ଗାଡି, ୧୨ ଶ୍ରମିକ ଆହତ

ଗଞ୍ଜାମ,୨୮।୪: ଗଞ୍ଜାମ ଜିଲା ତପ୍ତପାଣି ଘାଟିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକ ନଳକୂପ ଖନନ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡିବାରୁ ୧୨ ଜଣ...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

୨୮ ବିଧାନସଭା ଆସନ ପାଇଁ ୨୫୬ ପ୍ରାର୍ଥତ୍ପତ୍ର କାଏମ

ଭୁବନେଶ୍ୱର,୨୮ା୪(ଅନିଲ ଦାସ)ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନପତ୍ର ଯାଞ୍ଚ ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୨୮ଟି ବିଧାନସଭା ଆସନ ପାଇଁ ୨୬୬ ଜଣ ପ୍ରାର୍ଥୀ...

ଅରିନ୍ଦମ୍‌ଙ୍କୁ ଗ୍ରହଣ କରିପାରୁନାହାନ୍ତି ଦଳୀୟ କର୍ମୀ

ସାଲେପୁର,୨୮।୪(ଅରବିନ୍ଦ ଭୂୟାଁ)ବହୁ କଳ୍ପନାଜଳ୍ପନା ପରେ ଶେଷରେ ସାଲେପୁର ବିଧାନସଭା ଆସନର ଭାଜପା ପ୍ରାର୍ଥୀଭାବେ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ତଥା କଟକର ଯୁବନେତା ଅରିନ୍ଦମ ରାୟଙ୍କ ନାମ...

ରାସ୍ତାକଡ଼ ଜଙ୍ଗଲରେ ପଖାଳ ଖାଇଲେ ପାଣ୍ଡିଆନ

ଭୁବନେଶ୍ୱର,୨୮।୪(ଅସମାପିକା ସାହୁ)ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ତୃତୀୟ ଦିନରେ ପ୍ରଚାର ମଇଦାନରେ ଓହ୍ଲାଇ କଳାହାଣ୍ଡି ଲୋକ ସଭା କ୍ଷେତ୍ରର ବିଭିନ୍ନ...

ଏଥର ଯୋଡ଼ା ପଦ୍ମ ଫୁଟିବ: ଜଗଦ୍ଦେବ

ଖୋର୍ଦ୍ଧା,୨୮ା୪(ପ୍ରଭାତ ପାଣିଗ୍ରାହୀ)ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଶନିବାର ବିଧାନସଭା ଆସନ ପାଇଁ ଅଷ୍ଟମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ୩ ଆସନ ମଧ୍ୟରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri