ଓଲଟିଲା କାର୍‌, ୨ ଗୁରୁତର

ବଲାଙ୍ଗୀର ଅଫିସ,୬ା୩: ବଲାଙ୍ଗୀର-ସୋନପୁର ୫୭ ନମ୍ବର ରାଜ୍ୟ ରାଜପଥର ସାତମାଇଲଛକଠାରେ ସୋମବାର ଭୋର୍‌ରୁ ଏକ ସଡ଼କ ଦୁର୍ଘଟଣା ଘଟିଛି। କାର୍‌ଟି ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୨ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସ୍ଥାନୀୟ ଲୋକେ ଦୁର୍ଘଟଣା ବିଷୟରେ ପୋଲିସକୁ ଖବର ଦେବାରୁ ପୋଲିସ ଏବଂ ଅଗ୍ନିଶମ କର୍ମଚାରୀ ପହଞ୍ଚି କାର୍‌ ଭିତରରୁ ୨ଜଣ ଯାତ୍ରୀଙ୍କୁ ବାହାର କରି ଡାକ୍ତରଖାନା ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ କେହି ନଥିବା ସୁଯୋଗ ନେଇ ଲୁଟିନେଲେ ଦୁର୍ବୃତ୍ତ, ୩ ଲକ୍ଷ ସହ ସୁନା ଗହଣା…

କଲ୍ୟାଣସିଂହପୁର,୨୪।୪(ଦୀପକ କୁମାର ପରିଡା): ରାୟଗଡା ଜିଲାରେ ଦିନକୁ ଦିନ ଚୋରି ଓ ଲୁଟ୍ ଘଟଣା ବୃଦ୍ଧି ପାଉଛି । କଲ୍ୟାଣସିଂହପୁର ବ୍ଲକର ଦାନୁ ସାହିରେ ଘରେ କେହି…

ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ: ଧାନ ସଂଗ୍ରହ କମିଟି ବୈଠକ ପୂର୍ବରୁ ଘଟିଲା..

ବରଗଡ,୨୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ରହିଛି। ତେବେ ଏହି ବୈଠକ ପୂର୍ବରୁ…

ଯୌତୁକ ପାଇଁ ହତ୍ୟା, ସ୍ତ୍ରୀର ପେଟକୁ ଗୋଇଠା ମାରି ଜୀବନ ନେଇଗଲେ ସ୍ବାମୀ

ମୋରଡ଼ା,୨୪।୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳରେ ଯୌତୁକ ଦାବିରେ ସ୍ତ୍ରୀଙ୍କ ପେଟକୁ ଗୋଇଠା ମାରି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଜନଗଣନାରେ ବାଧା ଦେଲେ ୩ ବର୍ଷ ଜେଲଦଣ୍ଡ: ଜାରି ହେଲା ଏସ୍‌ଓପି

ଭୁବନେଶ୍ୱର,୨୪।୪ (ରବିନାରାୟଣ ଜେନା):ରାଜ୍ୟରେ ଏପ୍ରିଲ ୧୬ରୁ ଆରମ୍ଭ ହୋଇଥିବା ଜନଗଣନାକୁ କିଭଳି ଶୃଙ୍ଖଳିତ କରାଯିବ ସେନେଇ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏନେଇ ରାଜସ୍ବ ମନ୍ତ୍ରୀ…

ପ୍ରଥମେ ନର୍କ କହିଲେ ଏବେ ପ୍ରଶଂସା କଲେ, ଭାରତକୁ ସମାଲୋଚନା କରିବା ପରେ ନରମିଲା ଟ୍ରମ୍ପଙ୍କ ସ୍ବର

ଓ୍ବାଶିଂଟନ,୨୪।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କିଛି ରାଷ୍ଟ୍ରକୁ “ନର୍କଗହ୍ୱର” ବୋଲି ବର୍ଣ୍ଣନା କରିବା ନେଇ ଭାରତରେ ଏକ ବିବାଦ ଦେଖାଦେଇଛି । ଟ୍ରମ୍ପ ଏକ ବାର୍ତ୍ତାଳାପର ଏକ…

ଇଣ୍ଡିଆ ବୁକ୍ସ ଅଫ୍‌ ରେକର୍ଡସ୍‌ରେ କ୍ରିୟାଂଶ ପାତ୍ର: ଛୁଟୁଛି ଶୁଭେଚ୍ଛାର ସୁଅ

କୃଷ୍ଣପ୍ରସାଦ,୨୪ା୪(କୈଳାସ ଚନ୍ଦ୍ର ପଟ୍ଟନାୟକ):ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ପାରିକୁଦଗଡ଼ର ୨ ବର୍ଷ ୪ ମାସର କ୍ରିୟାଂଶ ପାତ୍ର ଇଣ୍ଡିଆ ବୁକ୍ସ ଅଫ୍‌ ରେକର୍ଡସ୍‌ରେ ସ୍ଥାନ ପାଇଛନ୍ତି।…

ବର୍ବରତା…ମାଆର ମୁଣ୍ଡ କାଟିଲେ; ବାପା-ଭଉଣୀଙ୍କୁ ଆକ୍ରମଣ କଲେ ଝିଅ, କଟା ମୁଣ୍ଡ ପାଖରେ ରାତିସାରା ଜଗି ବସିଲେ

ନୂଆଦିଲ୍ଲୀ,୨୪ା୪: ଆସାମର ପଶ୍ଚିମ କାର୍ବି ଆଙ୍ଗଲଙ୍ଗ ଜିଲାର ଡେରାମୁଖ ଲାଲୁଙ୍ଗ ଗାଁରୁ ଏକ ବିଭତ୍ସ ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଏଠାରେ ଜଣେ ୧୯ ବର୍ଷୀୟା ଯୁବତୀ…

ଚଳିତ ଶିକ୍ଷାବର୍ଷରେ ଏତିକି ଦିନ ସ୍କୁଲ ଖୋଲା, ଜାଣନ୍ତୁ କେଉଁ ମାସରେ କେତେ ଦିନ…

ଭୁବନେଶ୍ବର,୨୪ା୪(ସୁଚିସ୍ମିତା ସାହୁ):ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ ଚଳିତ ଶିକ୍ଷାବର୍ଷ ପାଇଁ ପ୍ରାଥମିକ ଓ ମାଧ୍ୟମିକ ବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri