ଛୁଆହାତୀ ମୃତ୍ୟୁ ଘଟଣାରେ ୨ ଗିରଫ

ରାଇକିଆ,୧୬ା୧(ଡି.ଏନ.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକର ବାରବା ରେଞ୍ଜରେ ଗତ ବୁଧବାର ଏକ ଛୁଆହାତୀର ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ବନ ବିଭାଗ ରବିବାର ୨ ଜଣଙ୍କୁ ଗିରଫ କରିଛି । ସେମାନେ ହେଲେ ସୋରଡ଼ା ଅଞ୍ଚଳର ଗଙ୍ଗାଧର ବିଷୋୟୀ ଏବଂ ଡେଙ୍ଗାଖମଣ ଗ୍ରାମର ବୁଲୁ ମଲ୍ଲିକ। ଉଭୟେ ବାର୍‌ହା ଶିକାର ପାଇଁ ଡେଙ୍ଗାଖମଣ ଗ୍ରାମ ନିକଟରେ ବିଦ୍ୟୁତ୍‌ ତାର ବିଛାଇଥିଲେ। ଛୁଆ ହାତୀଟି ଉକ୍ତ ରାସ୍ତା ଦେଇ ଯିବା ବେଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଯିବାରୁ ମୃତ୍ୟୁ ଘଟିଥିଲା ବୋଲି ପ୍ରାଥମିକ ତଦନ୍ତ ପରେ ରେଞ୍ଜର ବିରଞ୍ଚି ନାରାୟଣ ପଣ୍ଡା ଦର୍ଶାଇଛନ୍ତି। ଗିରଫ ୨ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ବାରିପଦା ଅଫିସ,୨୦।୭: ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକର ସହକାରୀ ଯନ୍ତ୍ରୀ ଧରିଆ ମାଝିଙ୍କ ଘରେ ମଙ୍ଗଳବାର ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି।...

ମହିଳାଙ୍କ ଆତ୍ମହତ୍ୟା

ରାଇରଙ୍ଗପୁର,୧୧ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମର ଜଣେ ମହିଳା ବେକରେ ରଶି ଲଗାଇ ଗୁରୁବାର ଆତ୍ମହତ୍ୟା କରିଛନ୍ତି। ମୃତ ମହିଳା ହେଲେ...

ଅନୁକୂଳ ପାଣିପାଗ: ଖରିଫ ଚାଷ ପାଇଁ ଚାଷୀ ତତ୍ପର

ଉଲୁଣ୍ଡା, ୧ା୭(ଡି.ଏନ.ଏ.)  ରୋହିଣୀ ତାତେ, ମୃଗଶିରା ମାତେ, ଆରଦ୍ରା କରେ ଛନ୍‌ ଛନ୍‌, ଚାଷୀ ବଇଲା ଚଷାନୀଲୋ ଇ ବଛର କେନନ ରଖମା ଧାନ। ବିଶ୍ୱାସ...

୭ରୁ କଟକଣାରେ ଚାଲିବ ହାଇକୋର୍ଟ

କଟକ ଅଫିସ୍‌,୫।୬: ମହାମାରୀ କୋଭିଡ୍‌ ଏବଂ ରାଜ୍ୟରେ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌କୁ ଦୃଷ୍ଟିରେ ରଖି ଆସନ୍ତା ୭ ତାରିଖରୁ କେତେକ କଟକଣା ମଧ୍ୟରେ ଚାଲିବ ହାଇକୋର୍ଟ...

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ପଡ଼ୋଶୀଙ୍କ ବାରଣ୍ଡାରେ ଆଶ୍ରୟ ନେଲେ ବୃଦ୍ଧ ଦମ୍ପତି

କୋଟଗଡ଼, ୧୨। ୯(ଡି.ଏନ୍‌.ଏ.): ସରକାରଙ୍କ ତରଫରୁ ବାସହୀନଙ୍କୁ ଗୃହ ଯୋଗାଇ ଦେବା ଉଦ୍ଦେଶ୍ୟରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେଉଛି। ହେଲେ କନ୍ଧମାଳ ଜିଲା କୋଟଗଡ ବ୍ଳକ...

ବାଡ଼ ଅଛି, ଗଛ ନାହିଁ: ଉଜୁଡ଼ିଯାଉଛି ରାସ୍ତା ପାର୍ଶ୍ୱ ବନୀକରଣ

ଚମ୍ପୁଆ, ୨୮।୧୨(ଡି.ଏନ.ଏ.)-ପରିବେଶକୁ ସବୁଜ ସୁନ୍ଦର କରିବା ପାଇଁ ସରକାର ରାସ୍ତାପାର୍ଶ୍ୱ ବନୀକରଣ ଲାଗି ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ରକ୍ଷଣାବେକ୍ଷଣ ଅଭାବରୁ କିଛି...

ହିଙ୍ଗୁଳା ଲୋକ ମହୋତ୍ସବ: ମନମୋହିଲା ଶିବ ତାଣ୍ଡବ, ଗଣେଶ ବନ୍ଦନା

ତାଳଚେର,୨୦।୪(ନି.ପ୍ର.)- ଅନୁଗୋଳ ଜିଲା ତାଳଚେର ଗୋପାଳପ୍ରସାଦସ୍ଥିତ ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଅବସରରେ ଚାଲିଥିବା ୧୮ତମ ଲୋକ ମହୋତ୍ସବରେ ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖିବାକୁ ପ୍ରବଳ ଜନସମାଗମ...

୧୯ରେ ମେଘନାଦ ପାଚେରି ଚତୁଃପାର୍ଶ୍ୱରୁ ଭଙ୍ଗାଯିବ ବେଆଇନ କୋଠା

ପୁରୀ ଅଫିସ, ୧୪ା୮: ଆତଙ୍କବାଦୀଙ୍କ ଟାର୍ଗେଟରେ ରହିଛି ଶ୍ରୀମନ୍ଦିର। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ କେନ୍ଦ୍ର ଗୋଇନ୍ଦା ବିଭାଗର ଏହି ରିପୋର୍ଟ ପ୍ରଶାସନ ଆଖିରୁ...

Advertisement
Archives

Model This Week