ଗାଈକୁ ବଞ୍ଚାଇବାକୁ ଯାଇ ଓଲଟି ପଡ଼ିଲା ଚିତ୍ରାଳୟ ଗାଡ଼ି: ୫ ଆହତ

ଛତ୍ରପୁର,୧୫ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଓଭରବ୍ରିଜ୍‌ ନିକଟ ଜାତୀୟ ରାଜପଥଠାରେ ଏକ ଚିତ୍ରାଳୟ ଗାଡ଼ି ଓଲଟି ୫ ଜଣ କର୍ମଚାରୀ ଆହତ ହୋଇଛନ୍ତି। ଆହତମାନେ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି।

ସୂଚନାଯୋଗ୍ୟ, ରବିବାର ଓଆର୍‌ ୦୨ ଏବି ୨୩୦୪ ନମ୍ବର ବିଶିଷ୍ଟ ଚିତ୍ରାଳୟ ଗାଡ଼ି ନାରାୟଣୀଠାରୁ ତାଳପଡ଼ା ଅଭିମୁଖେ ଯାଉଥିବା ବେଳେ ହଠାତ ଛତ୍ରପୁର ଓଭରବ୍ରିଜ୍‌ ନିକଟ ଜାତୀୟ ରାଜପଥଠାରେ ଏକ ଗାଈକୁ ବଞ୍ଚାଇବାକୁ ଯାଇ ଚିତ୍ରାଳୟ ଗାଡ଼ିଟି ଭରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ଗାଡ଼ିରେ ବସିଥିବା ୫ ଜଣ ଚିତ୍ରାଳୟ ଓ ଲାଇଟ୍‌ ଆଣ୍ଡ୍‌ ସାଉଣ୍ଡ କର୍ମଚାରୀମାନେ ଆହତ ହୋଇ ଜାତୀୟ ରାଜପଥରେ ପଡ଼ିଥିଲେ। ଆହତମାନଙ୍କୁ ସ୍ଥାନୀୟ ଯୁବକମାନେ ଉଦ୍ଧାର କରି ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଆହତମାନେ ହେଲେ ପ୍ରଶାନ୍ତ କମାର(ଅଡ଼ବା), ରଞ୍ଜନ କୁମାର ପ୍ରଧାନ(ଚିକିଟି), ଏମ୍‌.ରବି (ଭୀଷ୍ମଗୀରି )ମନୋଜ ପାଇକ(ଉଦୟଗିରି )ଓ ପଓ୍ବନ ଦାସ।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...

ବିଜେଡ଼ି ପ୍ରତିଷ୍ଠା ଦିବସରେ ଆଗାମୀ ପଞ୍ଚାୟତ-ସାଧାରଣ ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନେତା

ପାଟଣା,୨୬।୧୨,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜୁ ଜନତା ଦଳ (ବିଜେଡି)ର ପାଟଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ୨୯ତମ ପ୍ରତିଷ୍ଠା ଦିବସ ସାହାରପଡ଼ା ବ୍ଲକ ମୁଖ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri