ରାଜପଥରେ ଓଲଟିଲା କଣ୍ଟେନର

ଛତ୍ରପୁର,୨୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପେଟ୍ରୋଲ ପମ୍ପ୍‌ ନିକଟ ଜାତୀୟ ରାଜପଥରେ ରବିବାର ଭାରସାମ୍ୟ ହରାଇ ଏକ କଣ୍ଟେନର ଓଲଟି ପଡ଼ିଛି। ଫଳରେ ଡ୍ରାଇଭର ଜଣକ ଆହତ ହୋଇଥିବା ସୂଚନା ମିଳିଛି। ସୂଚନାନୁଯାୟୀ, ବ୍ରହ୍ମପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଟିଜି ୦୭ ୦୧୦୯ ନମ୍ବର ବିଶିଷ୍ଟ ଏକ କଣ୍ଟେନର ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱକୁ ଓଲଟି ପଡ଼ିଥିଲା। ଖବର ପାଇ ହାଇଓ୍ବେ ପାଟ୍ରୋଲିଂ ଗାଡ଼ିର ଏସ୍‌ପିଓ ସିମାଞ୍ଚଳ ସାହୁ ଓ ଡ୍ରାଇଭର ଦୀପକ କୁମାର ଆହତ ଡ୍ରାଇଭରଙ୍କୁ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri