ଗଜରାଜ ଅପରେଶନ: ଓଲଟିଲା ଓଡ୍ରାଫ୍‌ ବୋଟ୍‌, ଗଣମାଧ୍ୟମର ଦୁଇ ପ୍ରତିନିଧି ଗୁରୁତର

କଟକ ଅଫିସ,୨୪ା୯: ଦୀର୍ଘ ସମୟ ଧରି ଫସିଯାଇଥିବା ହାତୀକୁ ଉଦ୍ଧାର କରିବାକୁ ଯାଇ ବିପଦରେ ଓଡ୍ରାଫ୍‌ ଟିମ୍‌ ବିପଦରେ ପଡ଼ିଥିଲା। ହାତୀକୁ ଉଦ୍ଧାର ଉଦ୍ୟମ ବେଳେ ମହାନଦୀ ମୁଣ୍ଡଳି ବ୍ୟାରେଜ୍‌ ନିକଟରେ ବୋଟ୍‌ଟି ଓଲଟି ପଡ଼ିଥିଲା ।

ଏକ ରବର ବୋଟ୍‌ରେ ଅପରେଶନରେ ଓଡ୍ରାଫ ଟିମ ସାମିଲ ଥିଲେ। ଏହି ଦୁର୍ଘଟଣାଗ୍ରସ୍ତ ବୋଟରେ ଏକ ବୈଦ୍ୟୁତିକ ଗଣମାଧ୍ୟମର ୨ ଜଣ ପ୍ରତିନିଧି ଥିଲାବେଳେ ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଏସ୍‌ସିବିରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରେ ଜଣେ କ୍ୟାମେରାମ୍ୟାନ୍‌ ଓ ଜଣେ ଖବରଦାତା ଥିଲେ।

ସୂଚନାଯୋଗ୍ୟ, ଶୁକ୍ରବାର ଭୋରରୁ ମୁଣ୍ଡୁଳିଠାରେ ମହାନଦୀରେ ଫସି ରହିଥିଲା ଏକ ହାତୀ। ଏହି ହାତୀକୁ କୂଳକୁ ଆଣିବାକୁ ବନ ବିଭାଗ ଅଧିକାରୀ, କର୍ମଚାରୀ ଓ ଓଡ୍ରାଫ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ପୂର୍ବତନ ମନ୍ତ୍ରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

ନବରଙ୍ଗପୁର,୩୦ା୮(ସଦାଶିବ ପ୍ରହରାଜ): ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ (୮୭)ଙ୍କ ରବିବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ…

ଧରିତ୍ରୀ ପ୍ରଭାବ: ଲକ୍ଷ୍ମୀପୁର ଗ୍ରାମରେ ଜଳିଲା ଷ୍ଟ୍ରିଟ୍ ଲାଇଟ୍

ଗଞ୍ଜାମ, ୩୦।୮ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମରେ ଦୀର୍ଘଦିନ ଧରି ଷ୍ଟ୍ରିଟ୍ ଲାଇଟ୍ ଜଳୁ ନ ଥିବା ନେଇ ଦୁଇଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri