ଓଲଟିଲା ଯାତ୍ରୀବାହୀ ବସ୍‌: ୨ ମୃତ, ୫ରୁ ଊର୍ଦ୍ଧ୍ୱ ଆହତ

ପାତ୍ରପୁର,୨୦।୧(ଡି.ଏନ୍‌.ଏ.): ଯାତ୍ରୀବାହୀ ମିନି ବସ୍‌ ଓଲଟି ୨ ମୃତ ଓ ୫ରୁ ଅଧିକ ଆହତ ହୋଇଛନ୍ତି। ଏଭଳି ଅଘଟଣ ଘଟିଛି ଗଞ୍ଜାମ ଜିଲା ସୀମାନ୍ତ କାନକଟା ଘାଟିରେ । ଆହତ ବ୍ୟକ୍ତିମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକ ହେଲେ ସରସ୍ବତୀ ଶବର ଓ ସୁମତି ରଇତା। ବସ୍‌ଟି ରାୟଗଡରୁ ବୁରାତାଲ ଫେରିବା ବେଳେ ଝଗଡ଼ାପଲ୍ଲୀ ପାଖରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଘଟଣାସ୍ଥଳରେ ଖରିଆଗୁଡ଼ା ଫାଣ୍ଡି ଅଧିକାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ଶିଳ୍ପାୟନ,ଉଜୁଡୁଛି ସବୁଜିମା

ପାରାଦୀପ,୫।୬(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ଦେଇ ପ୍ରବାହିତ ମହାନଦୀ ଓ ଜଟାଧାର ନଦୀ ମଧ୍ୟସ୍ଥଳରେ ୧୯୬୨ ପୂର୍ବରୁ ଘଞ୍ଚ ଜଙ୍ଗଲ ଥିଲା। ଏଥିସହ ୫୭ଟି ନଦୀ ଯୋର...

ପ୍ରସ୍ତାବିତ ଜିନ୍ଦଲ ପ୍ରକଳ୍ପ ଉପରେ ତ୍ରିପାକ୍ଷିକ ଆଲୋଚନା

ଜଗତ୍‌ସିଂହପୁର ଅଫିସ, ୧୧।୧୧: ଜେଏସ୍‌ଡବ୍ଲ୍ୟୁ ଗ୍ରୁପ୍‌ ପକ୍ଷରୁ ୫୩,୭୦୦ କୋଟି ଟଙ୍କା ବିନିମୟରେ ପାରାଦୀପରେ ସମନ୍ବିତ ଇସ୍ପାତ ପ୍ରକଳ୍ପ କରିବାକୁ ପ୍ରସ୍ତାବ ରହିଛି। ଏ ନେଇ...

ଚେନ୍‌ ଛିଣ୍ଡାଇ ଟ୍ରକ୍‌ ଭାଙ୍ଗିଲା ନରହନ୍ତା ଦନ୍ତା: କପିଳାସ ପଠାଇ ପାରିଲାନି ବନ ବିଭାଗ

ତାଳଚେର,୨୧।୧(ନି.ପ୍ର.): ଅନୁଗୋଳ ବନଖଣ୍ଡ ତାଳଚେର ରେଞ୍ଜ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଥିବା ନରହନ୍ତା ଦନ୍ତାକୁ କପିଳାସ ଚିଡ଼ିଆଖାନା ପଠାଇବାକୁ ବନ ବିଭାଗ ସଫଳ ହୋଇପାରି ନାହିଁ।...

ଉଚ୍ଛେଦ ବେଳେ ଏନ୍‌ଫୋର୍ସମେଣ୍ଟ୍‌ ଟିମ୍‌, ବ୍ୟବସାୟୀ ହାତାହାତି

ବ୍ରହ୍ମପୁର ଅଫିସ୍‌,୮।୫: ବ୍ରହ୍ମପୁର ସହରରେ ଦିନକୁ ଦିନ ଉଠା ଦୋକାନୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସହରର ମୁଖ୍ୟ ଛକଠାରୁ ଆରମ୍ଭ କରି ଡାକ୍ତରଖାନା ଭଳି ସମ୍ବେଦନଶୀଳ...

ଘାରିଲା ମଙ୍କିପକ୍ସ ସଂକ୍ରମଣ ଚିନ୍ତା

ଢେଙ୍କାନାଳ ଅଫିସ, ୨୭।୭ – ମଙ୍କିପକ୍ସକୁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଗ୍ଲୋବାଲ୍‌ ହେଲ୍‌ଥ ଏମର୍ଜେନ୍ସି ଭାବେ ଘୋଷଣା କରାଯିବା ପରେ ଏହାକୁ ନେଇ...

କାମିନୀଙ୍କୁ ବରଣମାଳା ପିନ୍ଧାଇଲେ ଚନ୍ଦନେଶ୍ୱର

ଭୋଗରାଇ,୧୧।୪(ଡି.ଏନ.ଏ.) ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଚନ୍ଦନେଶ୍ୱର ମହାଦେବଙ୍କ ବିଶ୍ୱପ୍ରସିଦ୍ଧ ଚୈତ୍ର ଚଡ଼କପର୍ବ ୪ ଅର୍ଘ୍ୟ ରବିବାର ଶେଷ ହୋଇଛି। ଦେବାଧିଦେବ ଚନ୍ଦନେଶ୍ୱରଜୀଉ ଏହି...

ଯୋଡ଼ା ଖଣି ଅଞ୍ଚଳରେ ଛଟ୍‌ ପର୍ବ ପାଳନ

ଯୋଡ଼ା, ୩।୧୧(ଡି.ଏନ୍‌.ଏ.): ସୂର୍ଯ୍ୟ ଉପାସନାର ପର୍ବ ଛଟ୍‌ ପୂଜା ଅବସରରେ କେନ୍ଦୁଝର ଯୋଡା ଖଣି ଅଞ୍ଚଳର ବିଭିନ୍ନ ସ୍ଥାନରେ ଏହି ପର୍ବ ପାଳନ କରାଯାଉଥିବା ଦେଖିବାକୁ...

୩ ବ୍ଲକ୍‌ର ୫ ଗ୍ରାମ ସିଲ୍‌

ଯାଜପୁର ଅଫିସ,୨୧ା୪: ରାଜ୍ୟରେ ସୋମବାର ଚିହ୍ନଟ ହୋଇଥିବା ୧୩ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୫ଜଣ ଯାଜପୁର ଜିଲାର ବୋଲି ଜଣାପଡ଼ିଛି। ଆକ୍ରାନ୍ତଙ୍କ ଘର ଦଶରଥପୁର ବ୍ଲକ...

Advertisement
Archives

Model This Week