ଓଲଟିଲା ଯାତ୍ରୀବାହୀ ବସ୍‌

ବାରିପଦା ଅଫିସ,୧୩ା୩: ମୟୂରଭଞ୍ଜ ଜିଲା ୧୮ନଂ. ଜାତୀୟ ରାଜପଥ କୃଷ୍ଣଚନ୍ଦ୍ରପୁର ଓଭରବ୍ରିଜ ନିକଟରେ ଏକ ଘରୋଇ ବସ୍‌ ରବିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଫଳରେ ୨୦ରୁ ଊଦ୍ଧର୍‌ବ ଯାତ୍ରୀ ଆହତ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଇରଙ୍ଗପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଇନ୍ଦ୍ରାଣୀ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍‌ କୌଣସି କାରଣରୁ ଆଗ ଚକ ଫାଟି ଯିବାରୁ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା l ତେବେ ବସ୍‌ ଭିତରେ ଥିବା ଯାତ୍ରୀ ଗୁରୁତର ହୋଇଥିବା ବେଳେ ଖବର ପାଇ ବେତନଟୀ ପୋଲିସ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ଆରମ୍ଭ କରିଥିଲେ। ଆହତ ମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିବା ପରେ ବାରିପଦା ପିଆର୍‌ଏମ୍‌ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ଲାଗିଲା ନିଆଁ: ଡ୍ରାଇଭରଙ୍କ ଉପସ୍ଥିତି ବୁଦ୍ଧି ପାଇଁ ରକ୍ଷା ପାଇଲେ ଯାତ୍ରୀ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ବିଲ୍‌ କରିବା ଆଶାରେ ଶୀଘ୍ର ଶେଷ କରୁଛନ୍ତି କାମ: ଠିକ୍‌ ଢଙ୍ଗରେ ଲାଗୁନି ଷ୍ଟ୍ରିଟ୍‌ ଲାଇଟ 

ଧର୍ମଶାଳା,୨।୮(ଶିବ ପ୍ରଶାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଭିନ୍ନ ଗାଁରେ ଅନ୍ଧକାର ଦୂର କରିବା ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବା…

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ପୁରୁଷୋତ୍ତମପୁର,୮।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି…

୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ

ବଲାଙ୍ଗୀର/କଣ୍ଟାବାଞ୍ଜି,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ…

VIDEO: ଟସ୍‌ ଛାଡି ହଠାତ୍‌ କୁଆଡେ ଚାଲିଗଲେ କ୍ୟାପଟେନ ସୂର୍ଯ୍ୟକୁମାର? ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୮।୨: ଭାରତୀୟ କ୍ରିକେଟରେ, ଖେଳାଳିମାନଙ୍କ ମଧ୍ୟରେ ସମ୍ପର୍କ ପ୍ରାୟତଃ ବିଜୟ ଏବଂ ପରାଜୟକୁ ଅତିକ୍ରମ କରିଯାଏ। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସମାନ ଦୃଶ୍ୟ ଦେଖାଯାଇଥିଲା, ଯେତେବେଳେ ଅଧିନାୟକ…

ଭକ୍ତମୟ ହୋଇଛି କାଳୀଜାଈଙ୍କ ପୀଠ, ଜମୁଛି ଶହଶହ ଭକ୍ତଙ୍କ ଭିଡ଼

କୃଷ୍ଣପ୍ରସାଦ,୮।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ ‎କାଳୀଜାଈଙ୍କ ପୀଠ ପାଲଟିଛି ଭକ୍ତମୟ । ମା’ଙ୍କ ଆଶିଷ ଲାଭ କରିବା ପାଇଁ ବହୁ ଦୂରଦୂରାନ୍ତରରୁ…

ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ ଜଣାଇଲେ ଅନୁରାଗ ଠାକୁର, ୯ ବର୍ଷର ବିଳମ୍ବ ଉପରେ ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୮।୨: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଏବଂ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)ର ପୂର୍ବତନ ଅଧ୍ୟକ୍ଷ ଅନୁରାଗ ଠାକୁର, ବିସିସିଆଇରେ ପଦରେ ଲାଗିଥିବା ପ୍ରତିବନ୍ଧକ ଉଠାଇବା ନିଷ୍ପତ୍ତିରେ…

୭ ବର୍ଷର ପ୍ରଚେଷ୍ଟା ୧୦ ମିନିଟରେ ଧ୍ଵଂସ, ବନ୍ୟପ୍ରାଣୀଙ୍କ ପାଇଁ ଚାଷ କାର୍ଯ୍ୟରୁ ମନ ଫେରାଉଛନ୍ତି ଚାଷୀ

ଭଞ୍ଜନଗର,୮।୨(ବାବୁଲା ପ୍ରଧାନ): ଦେଶରେ ହୁ ହୁ ହୋଇ ଜନସଂଖ୍ୟା ବଢ଼ିବାରେ ଲାଗିଛି । ଜନସଂଖ୍ୟା ବୃଦ୍ଧି ଯୋଗୁଁ ଲୋକେ ବଞ୍ଚିବା ପାଇଁ ବିଭିନ୍ନ ଆବଶ୍ୟକତା ବଢୁଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri