ଓଲଟିଲା ଯାତ୍ରୀବାହୀ ବସ୍‌

ଚୌଦ୍ୱାର,୨୭ା୧୧(ଆଶୁତୋଷ ଦାସ): ଅନୁଗୋଳରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ପୂଜାରିଣୀ ନାମକ ଯାତ୍ରୀବାହୀ ବସ୍‌ ଚୌଦ୍ୱାର ଓଟିଏମ ଛକ ଲିବ୍ରା ଗେଟ୍‌ ସମ୍ମୁଖ ଓଭରବ୍ରିଜ୍‌ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଫଳରେ ଏଥିରେ ଥିବା ଯାତ୍ରୀମାନେ ଆହତ ହୋଇଛନ୍ତି। ବସ୍‌ (0D 05 B 4485)।

ସୂଚନାଯୋଗ୍ୟ, ଆହତଙ୍କୁ କଟକ ମେଡ଼ିକାଲକୁ ଚିକିତ୍ସା ନିମନ୍ତେ ପଠାଯାଇଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri