ଓଲଟିଲା ଚାଉଳ ବୋଝେଇ ଟ୍ରକ: ପାଣିରେ ଭାସୁଛି କୋଡ଼ିଏ ଟନରୁ ଉର୍ଦ୍ଧ୍ୱ ବସ୍ତା ଚାଉଳ

ବଣାଇଁ,୩୦।୬(ପ୍ରଦୀପ ତ୍ରିପାଠୀ): ଠିକାଦାରଙ୍କ ରାସ୍ତା ନିର୍ମାଣରେ ଅବହେଳା ଯୋଗୁ ବାରମ୍ବାର ଆଜି ପୁଣି ଏକ ଦୁର୍ଘଟଣା ଯୋଗୁ ବଣାଇଁ ଥାନା ଅନ୍ତର୍ଗତ ବାର୍ହାମୂଷା ଅଞ୍ଚଳରେ ଅସନ୍ତୋଷ ବୃଦ୍ଧି ପାଇଛି l ଦୁଇଦିନ ଧରି ଲଗାଣ ବର୍ଷା ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଥିବା ବେଳେ ଆଜି ସକାଳେ ସମ୍ପୃକ୍ତ ରାସ୍ତାରେ ରାଇସ ମିଲରୁ ଗୋଦାମକୁ କୋଡ଼ିଏ ଟନରୁ ଉର୍ଦ୍ଧ୍ୱ ଚାଉଳ ବୋଝେଇ ଟ୍ରକ ବାର୍ହାମୂଷାଠାରେ ଅର୍ଦ୍ଧନିର୍ମିତ ରାସ୍ତାରେ ଓଲଟି ପଡିବା ଫଳରେ କୋଡ଼ିଏ ଟନ ଚାଉଳ ପାଣିରେ ଭାସୁଛି। ସମ୍ପୃକ୍ତ ରାସ୍ତା ନିର୍ମାଣ ଅବଧି ବହୁଦିନରୁ ସରି ଥିଲେ ହେଁ ଠିକାଦାର ଓ କାର୍ଯ୍ୟ ର୍ନିବାହୀ ସଂସ୍ଥା ଗ୍ରାମ୍ୟ ଉନ୍ନୟନ ବିଭାଗ ର ଅବହେଳା ଯୋଗୁଁ ଏଭଳି ଘଟୁଥିବା ନେଇ ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି l ଘଟଣାସ୍ଥଳରେ ବଣାଇଁ ପୋଲିସ ପହଁଚି ତଦନ୍ତ ଜାରି ରଖିଛି ଓ ଘଟଣାରେ କେହି ମୃତାହତ ହୋଇ ନ ଥିବା ପୋଲିସ ସୂଚନା ଦେଇଛି l


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri