ଓଲଟିଲା ସ୍କୁଲ ବସ୍‌: ମଦ ପିଇ ଗାଡି ଚଳାଉଥିଲେ ଡ୍ରାଇଭର

ପଦ୍ମପୁର,୨୬।୯(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ସହରର ଜେନିଥ ଲାୟନ୍ସ ଗୁରୁକୁଳର ଏକ ବସ୍‌ ସୋମବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଛାତ୍ରୀଛାତ୍ରଙ୍କୁ ଛାଡିବାକୁ ଯାଉଥିବା ବେଳେ ଝାଙ୍କରପାଲି ନିକଟରେ ଭାରସାମ୍ୟ ହରାଇ ଓଲଟିପଡିଥିଲା। ଫଳରେ ବସ୍‌ରେ ଥିବା ୧୫ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଗୁରୁତର ଆହତ ହୋଇଥିବା ଜଣାପଡିଛି। ଡ୍ରାଇଭରଙ୍କ ବେପରୁଆ ଗାଡ଼ି ଚାଳନା ଯୋଗୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ଛାତ୍ରୀଛାତ୍ରମାନଙ୍କ ଅଭିଯୋଗ ମୁତାବକ, ଡ୍ରାଇଭର ଜଣକ ନିଶାଶକ୍ତ ଅବସ୍ଥାରେ ଗାଡି ଚଳାଇଥାନ୍ତି। ଏନେଇ ସ୍କୁଲରେ ଅଭିଯୋଗ କରିଥିଲେ ମଧ୍ୟ କେହି ଶୁଣି ନ ଥିବା ଛାତ୍ରୀଛାତ୍ରମାନେ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରିଷ୍ଠ କଂଗ୍ରେସ ନେତା ଅଶୋକ ସାମଲଙ୍କ ପରଲୋକ

କଟକ ଅଫିସ,୧୧ା୫: ବରିଷ୍ଠ କଂଗ୍ରେସ ନେତା ଅଶୋକ ସାମଲଙ୍କ ଗୁରୁବାର ପରଲୋକ ଘଟିଛି। ତେଲଙ୍ଗାବଜାରସ୍ଥିତ ତାଙ୍କ ବାସଭବନରେ ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୭୦ ବର୍ଷ...

‘ମନିଟରିଂ ପାଇଁ ଅବସରପ୍ରାପ୍ତ ବିଚାରପତି ଜେ.ପି. ଦାସଙ୍କୁ ହାଇକୋର୍ଟ ମନୋନୀତ କରିଛନ୍ତି’

ବଲାଙ୍ଗୀର ଅଫିସ, ୨୮ା୩:ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡର ତଦନ୍ତକୁ ମନିଟରିଂ କରିବା ପାଇଁ ଅବସରପ୍ରାପ୍ତ ବିଚାରପତି ଜେ.ପି. ଦାସଙ୍କୁ ହାଇକୋର୍ଟ ମୁଖ୍ୟ ବିଚାରପତି ମନୋନୀତ...

ମା’କେ ଝୁରି ହେଉଛନ୍‌ ଶିବାନନ୍ଦ: ସରକାରୀ ସାହାଯ୍‌ ଆଶ୍‌ରେ ପରିବାର

ଲୋଇସିଂହା, ୨୮ା୧୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଛେଲବାହାଲ ଗଁାର ପ୍ରେମାନନ୍ଦ ଦନ୍ତା(୪୫)କଁର ମାଏକିନା ଲବଙ୍ଗକଁର ମାସେ ତଲେ ମୁର୍‌ତୁ ହେଇଛେ। ଏନ୍‌ତାଥି ତାକର...

ଅଭିଯୁକ୍ତଙ୍କ ପିତା ହୃଦ୍‌ଘାତରେ ମୃତ,ତହସିଲ ସମ୍ମୁଖରେ ମୃତଦେହ ରଖି ଧାରଣା

ଧାମନଗର,୨୧।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବିଡିଓଙ୍କୁ ଗତ ୧୭ ତାରିଖରେ ଦୁର୍ବ୍ୟବହାରକରି ଫେରାର ଥିବା ଅଭିଯୁକ୍ତଙ୍କ ପିତାଙ୍କର ହୃଦ୍‌ଘାତରେ ସୋମବାର ମୃତ୍ୟୁ ଘଟିଛି। ସ୍ଥାନୀୟ ଲୋକେ...

ବ୍ୟବସାୟୀଙ୍କଠାରୁ ୪୫ ହଜାର ଲୁଟ୍‌

ତିହିଡ଼ି, ୨।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ଫତେପୁର ପଞ୍ଚାୟତ ନିଶ୍ଚନ୍ତପୁର ଗ୍ରାମର ଭାଗ୍ୟଧର ନାୟକ ନାମକ ଜଣେ ବ୍ୟବସାୟୀଙ୍କଠାରୁ ଗୁରୁବାର...

ଲାଇସେନ୍ସ ନ ଥିଲେ ମେଡିସିନ୍‌ ଦୋକାନ ବନ୍ଦ

ଅନୁଗୋଳ ଅଫିସ, ୬।୪- ଅନୁଗୋଳ ପୌରପାଳିକା ଅଧୀନରେ ଥିବା ମେଡିସିନ୍‌ ଦୋକାନ ଗୁଡ଼ିକରେ ଭିଡ଼ ବଢ଼ୁଛି। ଲୋକମାନେ ସାମାଜିକ ଦୂରତାକୁ ଉଲ୍ଲଂଘନ କରୁଛନ୍ତି। ଯେଉଁ ମେଡିସିନ...

ସ୍ବାସ୍ଥ୍ୟ ବୋଝ ଦୂର କରିବ ସ୍ମାର୍ଟକାର୍ଡ

ଢେଙ୍କାନାଳ ଅଫିସ, ୨୮ା୧୧-ଢେଙ୍କାନାଳ ଜିଲା ଗଁଦିଆ ବ୍ଲକର ବିଭିନ୍ନ ପଞ୍ଚାୟତରେ ଶନିବାର ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ କରାଯାଇଛି। ନେଉଳପୋଇ, ଯୋରନ୍ଦା, କାଲୁରିଆ, ବାଇସିଙ୍ଗା,...

ତୀର୍ଥ ଫେରନ୍ତା ୬ ଜଣ ବୟସ୍କ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ବନ୍ତ,୨୭।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ ଛୟାଳସିଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ତୀର୍ଥରୁ ଫେରିଥିବା ୬ ଜଣ ବୟସ୍କ ତୀର୍ଥଯାତ୍ରୀଙ୍କୁ ଭର୍ତ୍ତି...

Advertisement
Archives

Model This Week