ଘାଟିରେ ଓଲଟିଲା ପେପର ବୋଝେଇ ଟ୍ରକ୍‌

ଦିଗପହଣ୍ଡି,୨୧।୨(ଡି.ଏନ୍‌.ଏ.): ଗଞ୍ଜାମ – ଗଜପତି ସୀମାନ୍ତ ପାଟପୁର ଥାନା ଅଧୀନ ତପ୍ତପାଣି ଘାଟି ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ଏକ ପେପର ବୋଝେଇ ଟ୍ରକ ଓଲଟି ପଡ଼ିଥିବା ବେଳେ ଏଥିରେ ଟ୍ରକ ଚାଳକ ସମେତ ହେଲପର ଗୁରୁତର ହୋଇଥିବା ଜଣାପଡ଼ିଛି।

ଖବରନୁଯାୟୀ, ରବିବାର ପୂର୍ବାହ୍ନରେ(ଓଡି ୧୮ ଏ ୧୨୭୩) ନଂ ବିଶିଷ୍ଟ ଏକ ପେପର ବୋଝେଇ ଟ୍ରକ୍‌ ରାୟଗଡ଼ାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ବେଳେ ଘାଟି ରାସ୍ତାରେ ଚାଳକ ଜଣକ ନିୟନ୍ତ୍ରଣ ହରାଇଥିଲେ। ଫଳରେ ଟ୍ରକ୍‌ଟି ଓଲଟି ପଡ଼ିଥିଲା। ଘଟଣାସ୍ଥଳରେ ପାଟପୁର ପୋଲିସ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଦିଗପହଣ୍ଡି ମେଡିକାଲରେ ଭର୍ତ୍ତି କରାଇବା ସହ ଘଟଣାର ତଦନ୍ତ ଚଳାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଣ୍ଠପଡ଼ାରେ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

ସାକ୍ଷୀଗୋପାଳ,୨୮।୪(ଡି.ଏନ୍‌.ଏ.): କରୋନା ଲଢ଼େଇରେ ସାମିଲ ହୋଇ ତୃଣମୂଳରେ କର୍ତ୍ତବ୍ୟ ସମ୍ପାଦନ କରୁଥିବା କରୋନା ଯୋଦ୍ଧାମାନଙ୍କୁ ସତ୍ୟବାଦୀ ବ୍ଲକ ପେଣ୍ଠପଡ଼ା ପଞ୍ଚାୟତ କାର୍ଯ୍ୟାଳୟରେ ମଙ୍ଗଳବାର ସମ୍ବର୍ଦ୍ଧିତ କରାଯାଇଛି।...

ରଥଯାତ୍ରା ପାଇଁ ସାସ୍ଥ୍ୟ ବିଭାଗର ବ୍ୟାପକ ପ୍ରସ୍ତୁତି

ପୁରୀ ଅଫିସ,୨୭।୬: ଆଗକୁ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ଏ ନେଇ ଜୋରଦାର ପ୍ରସ୍ତୁତି କରାଯାଉଛି। ତେବେ ରଥଯାତ୍ରାର ପ୍ରସ୍ତୁତି ପାଇଁ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ...

ପ୍ରବାସୀ ଓଡ଼ିଆଙ୍କୁ ନେଇ ପୁଣି ବାହାରିଲା ବସ୍‌: ସୁରଟରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ

ଭଞ୍ଜନଗର,୧ା୫ (ଡି.ଏନ.ଏ)-ଗୁଜୁରାଟର ସୁରଟ ଜିଲା ପ୍ରଶାସନ ଅନୁମତିକ୍ରମେ ସେଠାରୁ ଓଡ଼ିଆମାନେ ବସ୍‌ ଯୋଗେ ଗଞ୍ଜାମ ଜିଲାକୁ ନିଜ ଖର୍ଚ୍ଚରେ ଫେରୁଛନ୍ତି। ପ୍ରଥମ ପର୍ଯ୍ୟାୟରେ ୨୨୮ ଜଣଙ୍କୁ...

ଅସୁରଖୋଳା, ଶୁକପାଇକାର ପୁନରୁଦ୍ଧାର ଜରୁରୀ

ପାଟକୁରା,୨୪।୯(ଡି.ଏନ.ଏ.): ମହାନଦୀର ଶାଖା ନଦୀ ହେଉଛି ଶୁକପାଇକା। ଏହା କଟକ ଜିଲାର ନିଶ୍ଚିନ୍ତକୋଇଲି ବ୍ଲକ ପାଳଦା ପଞ୍ଚାୟତର ସାହୁକ୍ଷେତ, ବାବୁଜଙ୍ଗଠାରୁ ବାହାରି ବାବୁଜଙ୍ଗ, ସଫିପୁର, ପିଁପୁର,...

ସଙ୍ଗରୋଧ କେନ୍ଦ୍ର ପାଚେରି ଡେଇଁ ବନ୍ଧରେ ଗାଧୋଇଲେ

କବିସୂର୍ଯ୍ୟନଗର,୮ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ସହରର ମର୍ଦ୍ଦରାଜ ହାଇସ୍କୁଲ, ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର, କବିସୂର୍ଯ୍ୟ ବଳଦେବ ବିଜ୍ଞାନ ମହାବିଦ୍ୟାଳୟରେ ସଙ୍ଗରୋଧ ଗୃହ କରାଯାଇଛି। ମର୍ଦ୍ଦରାଜ ହାଇସ୍କୁଲ...

ଟ୍ରାକ୍ଟର ଡ୍ରାଇଭରଙ୍କ ସହ ପ୍ରେମ ସମ୍ପର୍କ, ୪ ମାସର ଗର୍ଭବତୀ: ଯୁକ୍ତ ୨ ଛାତ୍ରୀଙ୍କୁ ହତ୍ୟା

ନୂଆପଡ଼ା ଅଫିସ,୧୦।୧୧: ନୂଆପଡା ସଦର ଥାନା ଟାନୱାଟ ପଞ୍ଚାୟତ ରତିପାଲି ଗାଁର ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀ ନିଖୋଜ ଘଟଣାର ରହସ୍ୟ ବେନାମୀ ଚିଠି...

ନାରାୟଣପାଟଣା ଆଇଆଇସି ନିଲମ୍ବିତ

ଜୟପୁର, ୨।୨(ନି.ପ୍ର.): କୋରାପୁଟ ଜିଲା ନାରାୟଣପାଟଣା ଆଇଆଇସି ରଞ୍ଜିତ ସାହୁ ନିଲମ୍ବିତ ହୋଇଛନ୍ତି। ଲକ୍ଷ୍ମୀପୁର ଏସ୍‌ବିଆଇ ବ୍ୟାଙ୍କ ଲକର୍‌ରୁ ସୁନା ଚୋରି ଘଟଣାରେ ପୋଲିସ ପକ୍ଷରୁ...

ଏବେଠୁ ଜଳ ସଙ୍କଟ

ବାଲିଆପାଳ,୨୫।୩(ସ୍ବ.ପ୍ର.)- ଖରାଦିନ ଆରମ୍ଭରୁ ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ବାଲିଆପାଳ ପଞ୍ଚାୟତରେ ଜଳସଙ୍କଟ ଦେଖାଦେଇଛି। ଦୁଇଟି ପାନୀୟଜଳ ପ୍ରକଳ୍ପ ଥାଇ ମଧ୍ୟ ଲୋକଙ୍କୁ ପାନୀୟଜଳ ଯୋଗାଇବାରେ...

Advertisement
Archives

Model This Week