ଓଲଟିଲା କ୍ଲୋରିନେଟ୍‌ ପାଉଡର ବୋଝେଇ ଟ୍ରକ୍‌, ଡ୍ରାଇଭର-ହେଲପର ଗୁରୁତର

କୋଟପାଡ଼,୧୧ା୩(ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ଠାରୁ ୩ କିଲୋମିଟର ଦୂର କୁହୁଡ଼ି ଗ୍ରାମ ନିକଟ ୬୩ ନମ୍ବର ଜାତୀୟ ରାଜପଥରେ ଏକ ଟ୍ରକ୍‌ ରବିବାର ରାତିରେ ଓଲଟି ପଡ଼ିଥିବା ବେଳେ ଡ୍ରାଇଭର ଓ ହେଲପର ଗୁରୁତର ହୋଇଥିବା ଜଣାପଡ଼ିଛି। ଟ୍ରକ୍‌ଟି କ୍ଲୋରିନେଟ୍‌ ପାଉଡର ବୋଝେଇ କରି ରାୟପୁର ଅଞ୍ଚଳରୁ ରାଉରକେଲା ଯାଉଥିବାବେଳେ ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱକୁ ଓଲଟି ପଡ଼ିଥିଲା। ଖବର ପାଇ କୋଟପାଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଡ୍ରାଇଭର ଓ ହେଲପରଙ୍କୁ ଉଦ୍ଧାର କରି ପ୍ରାଥମିକ ଚିକିତ୍ସା ନିମନ୍ତେ କୋଟପାଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିବାର ଜଣାପଡ଼ିଛି। ପୋଲିସ ଏହାର ଅଧିକ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

RCB ପ୍ଲେଇଂ ୧୧ରୁ ବାଦ୍‌ ପଡ଼ିଲେ ବିରାଟ କୋହଲି, କାହିଁକି ନିଆଗଲା ଏଭଳି ବଡ଼ ନିଷ୍ପତ୍ତି?

ବେଙ୍ଗାଲୁରୁ,୧୫।୪: ଆଇପିଏଲ୍‌ ୨୦୨୬ର ୨୩ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ବେଙ୍ଗାଲୁରୁର…

ଦଶମ ପରୀକ୍ଷାରେ ଚମକିଲେ ୟୁରୋ ସ୍କୁଲ ଛାତ୍ରୀଛାତ୍ର, ପ୍ରଥମ ଶ୍ରେଣୀରେ ୨୭; ୯୦ ପ୍ରତିଶତରୁ ଅଧିକ…

ଛତ୍ରପୁର,୧୫।୪(ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା ଛତ୍ରପୁର ‘ଦି ନ୍ୟୁ ଏଜ୍ ୟୁରୋ ସ୍କୁଲ’ ଛାତ୍ରୀଛାତ୍ରଙ୍କ ଦଶମ ଶ୍ରେଣୀ ପରୀକ୍ଷାରେ ଫଳାଫଳରେ ସଫଳତା ହାସଲ କରିଛନ୍ତି ।…

ଫୁଲବାଣୀ ଜେଲରେ ବିଚାରଧିନ କଏଦୀଙ୍କ ମୃତ୍ୟୁ, ଆଦର୍ଶ ଥାନା ପୋଲିସକୁ ଦାୟୀ କଲେ ପରିବାର

ଫୁଲବାଣୀ,୧୫।୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫୁଲବାଣୀ ସର୍କଲ ଜେଲରେ ଥିବା ଜଣେ ବିଚାରଧିନ କଏଦୀଙ୍କ ମୃତ୍ୟୁକୁ ନେଇ ବୁଧବାର ଉତ୍ତେଜନା ପ୍ରକାଶ ପାଇଛି । ତେବେ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ସଜେଇ ହେଉଛି ମଦନ ମୋହନ ପୀଠ, ନୌବିହାର ପାଇଁ…

ଗଞ୍ଜାମ,୧୫।୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀ ଶ୍ରୀ ମଦନ ମୋହନ ଗୋପାଳ ସ୍ବାମୀଙ୍କ ପୀଠରେ ଚଳିତ ମାସ ୨୦ରୁ ଐତିହାସିକ ଚନ୍ଦନ…

ଗଛରୁ ଡ଼ାଳ ହାଣୁଥିଲେ, ଅସାବଧାନତା ଯୋଗୁ ଖସି ପଡ଼ି ଚାଲିଗଲା…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତ ବନମାଳୀ ଗ୍ରାମରେ ବୁଧବାର ସକାଳେ ଗଛରୁ ଖସି ଜଣେ ବୃଦ୍ଧ ମୃତ୍ୟୁବରଣ କରିଛନ୍ତି।ମୃତକ…

ସିବିଏସଇ ଦଶମ ପରୀକ୍ଷାଫଳ: ଭଞ୍ଜନଗର କେଭିର ପାସ୍ ହାର ୧୦୦ ପ୍ରତିଶତ; ବ୍ୟୋମକେଶ ୯୭%, ଶ୍ରେୟା ୯୫%…

ଭଞ୍ଜନଗର,୧୫।୫(ବାବୁଲା ପ୍ରଧାନ)-ବୁଧବାର ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ପୁର୍ବ ବର୍ଷ ଅପେକ୍ଷା ଚଳିତ…

ଦଣ୍ଡନାଚ ଦେଖିବା ବେଳେ ଠେଲାପେଲାକୁ ନେଇ ମାରପିଟ; ୫ ଆହାତ, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ଭାଲିଆଝୋଳା ଗ୍ରାମରେ ଦଣ୍ଡନାଚ ଚାଲିଥିବା ବେଳେ ଠେଲାପେଲା । ମଙ୍ଗଳବାର ବିଳମ୍ବିତ ରାତି ପ୍ରାୟ…

ଚା’ ପିଇବାକୁ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ବାଇକ୍, ତାପରେ…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପଞ୍ଚାୟତ ଗୁଣସାଗର ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାହା ପିଇବାକୁ ଘର ନିକଟ ଦୋକାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri