ଓଲଟିଲା ତରଭୁଜ ଟ୍ରକ୍‌: ଲୋକେ ବୋହିନେଲେ

କେନ୍ଦୁଝର,୧୭।୩ (ଡି.ଏନ୍‌.ଏ.): କେନ୍ଦୁଝର ଟାଉନ ଥାନା ୪୯ ନଂ. ଜାତୀୟ ରାଜପଥ ଜୁଡିଆଘାଟି ନିକଟରେ ଏକ ତରବୁଜ ବୋଝେଇ ଟ୍ରକ୍‌ ଶୁକ୍ରବାର ଅପରାହ୍ନରେ ଓଲଟି ପଡ଼ିଛି। ଡ୍ରାଇଭର ସାମାନ୍ୟ ଆହତ ହୋଇଥିବା ବେଳେ ରାସ୍ତାସାରା ତରଭୁଜ ବିଛିନ୍ନ ହୋଇ ପଡ଼ିଛି। ଅଧେ ତରଭୁଜ ଲୋକମାନେ ବୋହି ନେଇଥିବା ବେଳେ ଅଧିକାଂଶ ଫାଟି ନଷ୍ଟ ହେଇଯାଇଥିବା ଦେଖିବାକୁ ମିଳିଛି । ଖବରପାଇ ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରଛନ୍ତି। ଡବ୍ଲ୍ୟୁବି ୨୩ ଇ ୪୯୫୭ ନମ୍ବର ବିଶିଷ୍ଟ ଗାଡ଼ିଟି ଡ୍ରାଇଭର ଆନ୍ଦୋଳନ ଯୋଗୁ ଦେବଗଡ଼ ଜିଲା ବାରକୋଟଠାରେ ଛିଡ଼ା ହେଇଥିଲା। ଶୁକ୍ରବାର କୋଲକାତା ଅଭିମୁଖେ ଯାଉଥିବା ବେଳେ ଜୁଡିଆଘାଟି ନିକଟରେ ଦୁର୍ଘଟଣା ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ସାହିଯାତରେ ପ୍ରଚାରକଲେ ନେତା

ପୁରୀ,୨୮ା୪(ଅଜିତ୍‌ ମହାନ୍ତି)ଶ୍ରୀକ୍ଷେତ୍ରରେ ସାହିଯାତକୁ ନେଇ ପୁରୀ ସହର ଏବେ ଉତ୍ସବମୁଖର। ସାହି ଯାତରେ ଶ୍ରୀକ୍ଷେତ୍ରର ପାରମ୍ପରିକ ସମରକଳା ନୃତ୍ୟ ଦେଖିବାକୁ ମଳୁଛି। ଶୁକ୍ରବାର ବାଲିସାହି ପକ୍ଷରୁ...

ସମସ୍ୟା ଘେରରେ ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର

ଟାଙ୍ଗୀ,୨୮ା୪(ରଘୁନାଥ ସାହୁ)ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଟାଙ୍ଗୀ ବ୍ଲକ ଅନ୍ତର୍ଗତ ୨୬ ପଞ୍ଚାୟତ, ଚିଲିକା ବ୍ଲକ ଅନ୍ତର୍ଗତ ୫ ପଞ୍ଚାୟତ ଓ ରଣପୁର ବ୍ଲକ ଅନ୍ତର୍ଗତ...

କାଦବରାଙ୍ଗରେ ରାଜନୈତିକ ହିଂସା

ଆଗରପଡ଼ା,୨୮ା୪(ସୁଶାନ୍ତ ଦାଶ)ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଶୁକ୍ରବାର ରାତିରେ ଆଗରପଡ଼ା ଥାନା ଅଧୀନ କାଦବରାଙ୍ଗ ବଜାରରେ ରାଜନୈତିକ ହିଂସା ଘଟିଛି। ଏହି ବିବାଦରୁ ଦୋକାନ...

ନିର୍ବାଚନ ମଇଦାନରେ ନବୀନ ଷଷ୍ଠ, ବିକ୍ରମ ଆରୁଖ ସପ୍ତମ

ବ୍ରହ୍ମପୁର,୨୮ା୪(ନରସିଂହ ସାହୁ):ଗଞ୍ଜାମ ଜିଲାରୁ ରାଜନୀତି ଆରମ୍ଭ କରିଥିବା ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ପାରମ୍ପରିକ ବିଧାନସଭା କ୍ଷେତ୍ର ହିଞ୍ଜିଳିରୁ ଏଥର ଷଷ୍ଠଥର...

ନିର୍ବାଚନ ଥିବାରୁ ମୁହଁ ଦେଖାଇଲେ ନେତା

ଅନୁଗୋଳ,୨୮।୪ (ଅମିତ କୁମାର ସାମଲ)ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଦୀର୍ଘବର୍ଷ ହେଲା କାର୍ଯ୍ୟ ଚାଲିଥିଲେ ମଧ୍ୟ ଶେଷ...

୨୦ ଦିନ ହେଲା କଳାକୃତି ଗ୍ରାମରେ ବିଦ୍ୟୁତ୍‌ ଠପ୍‌

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ସଦର ବ୍ଲକର ସବୁଜିମାମୟ ସପ୍ତଶଯ୍ୟା ରାଜ୍ୟ ଏବଂ ଜିଲାର ଏକ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ। ସପ୍ତଶଯ୍ୟା ପଞ୍ଚାୟତର ନବଜୀବନପୁର ସଦେଇବେରେଣୀ ଗ୍ରାମ...

ଉଚ୍ଛେଦକୁ ୬ ବର୍ଷ ବିତିଲା, ନିର୍ମାଣ ହେଉନି

ବଇଣ୍ଡା,୨୮।୪(ପରିକ୍ଷିତ ସାହୁ)ରାଜପଥ ନିର୍ମାଣ ପାଇଁ କରାଯାଇଥିଲା ଉଚ୍ଛେଦ। ଭଙ୍ଗା ଯାଇଥିଲା ରାସ୍ତା ପାର୍ଶ୍ୱରେ ଥିବା ଅନେକ ଯାତ୍ରୀ ବିଶ୍ରାମାଗାର। ସରକାରୀ କାର୍ଯ୍ୟାଳୟଗୁଡ଼ିକୁ ମଧ୍ୟ ମାଟିରେ ମିଶାଇ...

ଯାଜପୁର ରୋଡ୍‌ ଜିଆର୍‌ଓପି ହେବ ଜିଆର୍‌ପିଏସ୍‌

ଯାଜପୁର,୨୮ା୪(ହର୍ଷବର୍ଦ୍ଧନ ବେହେରା)ଯାଜପୁର-କେନ୍ଦୁଝର ରୋଡ୍‌ ରେଳଷ୍ଟେଶନ (ଜେଜେକେଆର) ‘ଏ’ ବର୍ଗ ସତ୍ତ୍ବେ ଏଠାରେ ଦୀର୍ଘଦିନ ଧରି ଗର୍ଭମେଣ୍ଟ ରେଲଓ୍ବେ ଆଉଟପୋଷ୍ଟ (ଜିଆର୍‌ଓପି) ରହିଛି। ମାତ୍ର ୨ ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri