ଚାଇନାରେ କରୋନା ବିସ୍ଫୋରଣକୁ ଦେଖି ଡରିଗଲାଣି ଆମେରିକା

ୱାଶିଂଟନ,୨୩ ।୧୨: ଚାଇନାରେ କରୋନା ସଂକ୍ରମଣ ବେଳକୁ ବେଳ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଦେଖି ଆମେରିକା ବୈଦେଶିକ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କନ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ସରକାରଙ୍କୁ କୋଭିଡ ସମ୍ପର୍କିତ ସମସ୍ତ ଡାଟା ଶେୟାର କରିବାକୁ ଅନୁରୋଧ କରିଛନ୍ତି । ଆଣ୍ଟନି ବ୍ଲିଙ୍କନ କହିଛନ୍ତି ଚାଇନାରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣ ଏବେ ସାରା ବିଶ୍ୱର ଚିନ୍ତାକୁ ବଢାଇ ଦେଇଛି । ଏହାସହ ଆମେରିକା ବୈଦେଶିକ ମନ୍ତ୍ରୀ ଚାଇନାକୁ ଆମେରିକା ଭ୍ୟାକ୍ସିନ ଦେବାକୁ କହିଛନ୍ତି ।
ଆଣ୍ଟନି ବ୍ଲିଙ୍କନ ଏକ ପ୍ରେସ କନଫରେନ୍ସରେ କହିଛନ୍ତି, ଚାଇନା ସମେତ ବିଶ୍ୱର ସମସ୍ତ ଦେଶ ଟିକାକରଣ ଉପରେ ଗୁରୁତ୍ୱଦେବା ଉଚିତ । ଅଧିକରୁ ଅଧିକ ଟେଷ୍ଟିଂ କରନ୍ତୁ ଓ ଚିକିତ୍ସା ସୁବିଧା ହାସଲ କରନ୍ତୁ । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି କରୋନା ସଂକ୍ରମିତମାନେ ସେମାନଙ୍କ ଅନୁଭବ ସାରାବିଶ୍ୱାସୀଙ୍କ ସହ ଶେୟାର କରନ୍ତୁ । କେବଳ ଚାଇନା ନୁହେଁ ସମଗ୍ର ବିଶ୍ୱବାସୀ ଏହାକୁ କଲେ ଭଲ ।
ଆଣ୍ଟୋନି କହିଛନ୍ତି ଚାଇନା କେବଳ ଆମେରିକା ବିରୋଧ ନାମରେ ସହାୟତା ମାଗି ନାହିଁ । ବେଜିଂ ତା’ର ସ୍ୱଦେଶୀ ଭ୍ୟାକ୍ସିନକୁ ନେଇ ଆଗକୁ ବଢିଥିଲା ହେଲେ ଅନ୍ତରାଷ୍ଟ୍ରୀୟ ହେଲ୍‌ଥ ଏକ୍ସପର୍ଟ କହିଥିଲେ ଏହା ଆମେରିକା ଭ୍ୟାକ୍ସିନଠାରୁ କମ ପ୍ରଭାବି । ଯଦି କେହି ମାନୁଛି ଯେ ଏହା ଉପଯୋଗୀ ତେବେ ଆମେ କାହାକୁ ବି ସାହାଯ୍ୟ କରିବାକୁ ପ୍ରସ୍ତୁତ ଅଛୁ ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri