Posted inଜାତୀୟ

ଓଓ୍ବାଇସିଙ୍କ ଯୋଜନା: ପଶ୍ଚିମବଙ୍ଗ-ଉତ୍ତରପ୍ରଦେଶରେ ଲଢ଼ିବେ ନିର୍ବାଚନ

ନୂଆଦିଲ୍ଲୀ,୧୧।୧୧: ବିହାର ବିଧାନସଭା ନିର୍ବାଚନରେ ଏଆଇଏମ୍‌ଆଇଏମ୍‌ ଭଲ ପ୍ରଦର୍ଶନ କରିଛି। ୨୦ଟି ଆସନରେ ପ୍ରାର୍ଥୀ ଦେଇଥିବା ଓଓ୍ବାଇସିଙ୍କ ଦଳ ୫ଟି ଆସନରେ ବିଜୟୀ ହୋଇଛି। ବିହାରରେ ମିଳିଥିବା ସଫଳତା ପରେ ଏବେ ଦଳ ପଶ୍ଚିମବଙ୍ଗ ଏବଂ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ଲଢ଼ିବା ଲାଗି ପ୍ରସ୍ତୁତ ହେଉଥିବା ଦଳର ଅଧ୍ୟକ୍ଷ ଅସାଦୁଦ୍ଦିନ୍‌ ଓଓ୍ବାଇସି କହିଛନ୍ତିି। ବିହାରରେ ଏଆଇଏମ୍‌ଆଇଏମ୍‌ ସଫଳତା ନେଇ ସେ ବେଶ୍‌ ଖୁସି ବୋଲି କହିଛନ୍ତି। ଉତ୍ତରପ୍ରଦେଶରେ ୨୦୨୨ରେ ବିଧାନସଭା ନିର୍ବାଚନ ହେବ। ଏହାକୁ ଦୃଷ୍ଟିରେ ରଖି ଏଆଇଏମ୍‌ଆଇଏମ୍‌ ଖୁବ୍‌ ଶୀଘ୍ର ପ୍ରସ୍ତୁତି ଆରମ୍ଭ ହେବ। ସେହିପରି ୨୦୨୧ରେ ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନରେ ଏଆଇଏମ୍‌ଆଇଏମ୍‌ ପ୍ରାର୍ଥୀ ଦେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

Nimesulide Ban: ପେନ୍ କିଲର ଖାଉଥିଲେ ସାବଧାନ! ଏହି ଔଷଧକୁ ବ୍ୟାନ କଲେ ସରକାର

ନୂଆଦିଲ୍ଲୀ,୩୧।୧୨:  କେନ୍ଦ୍ର ସରକାର ଯନ୍ତ୍ରଣା ନିବାରକ ଔଷଧ ନିମେସୁଲାଇଡ୍ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଗ୍ରାରୁ ଅଧିକ ଧାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri