ଗିରଫ ହେଲେ ଚିଟଫଣ୍ଡ ସଂସ୍ଥାର ମାଲିକ

ବ୍ରହ୍ମପୁର ଅଫିସ,୧୧ା୨: ଟାଉନ ଥାନା ପୋଲିସ ୱାରେଣ୍ଟ ବଳରେ ଏକ ଚିଟଫଣ୍ଡ ସଂସ୍ଥାର ମାଲିକଙ୍କୁ ଗିରଫ କରିଛି। ସେ ହେଲେ ଗ୍ରୀନ୍‌ ଇଣ୍ଡିଆ ଚିଟଫଣ୍ଡ ସଂସ୍ଥାର ଅନ୍ୟତମ ମାଲିକ ତଥା ବଡବଜାର ଥାନା ଅଧୀନ ଗଣେଶ ନଗରର ଜିତେନ୍ଦ୍ର କୁମାର ମିଶ୍ର ଓରଫ ଜିତୁ (୪୬)।

ତାଙ୍କ ବିରୋଧରେ ୯୦୮/୧୪, ୨/୧୬, ୪/୧୬ ଓ ୬/୧୬ ଏପରି ୪ ୱାରେଣ୍ଟ ରହିଥିଲା। ପୋଲିସ ଉକ୍ତ ୱାରେଣ୍ଟ ବଳରେ ଜିତେନ୍ଦ୍ରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ବୋଲି ଥାନା ଏସ୍‌ଆଇ ସୂର୍ଯ୍ୟଚନ୍ଦ୍ର ପାଢ଼ୀ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ବ୍ରହ୍ମପୁରରେ ଥିବା ଗ୍ରୀନ ଇଣ୍ଡିଆ ସଂସ୍ଥା ଜିଲାରେ ଜମାକାରୀଙ୍କୁ ଅଧିକ ସୁଧଦେବାକୁ ପ୍ରତିଶ୍ରୁତି ଦେଇ ବହୁ କୋଟି ଠକି ନେଇଥିଲା। ଏ ନେଇ କ୍ଷତିଗ୍ରସ୍ତ ଜମାକାରୀ ବିଭିନ୍ନ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପୋଲିସ ପୂର୍ବରୁ ଚିଟ୍‌ଫଣ୍ଡ ସଂସ୍ଥାର କେତେଜଣ କର୍ମଚାରୀଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା’ତାରାତାରିଣୀଙ୍କ ପୀଠରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ଅଫିସ,୧୮।୫: ମା’ତାରାତାରିଣୀଙ୍କ ପୀଠରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭବ୍ୟ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅବସରରେ ବୁଧବାର ଯୋଗ ଦେବାକୁ ପହଞ୍ଚିଛନ୍ତି। ପରେ...

ଗୁରୁତର ଅବସ୍ଥାରେ ପଡ଼ିରହିଛି ହାତୀ: ପହଞ୍ଚି ନାହାନ୍ତି ଡାକ୍ତରୀ ଟିମ୍‌

ଚୌଦ୍ୱାର,୨୭ା୯(ଡି.ଏନ୍‌.ଏ): କଟକ ବନଖଣ୍ଡ ଡାଳିଯୋଡା ରେଞ୍ଜ ମଙ୍ଗରାଜପୁର ଡମଡମଣୀ ଜଙ୍ଗଲରେ ଏକ ମାଈ ହାତୀ ଗୁରୁତର ଅବସ୍ଥାରେ ପଡିରହିଛି । ଡମଡମଣୀ ଜଙ୍ଗଲ ନିକଟରେ ଥିବା...

୬୮ କି.ମି. ଜଙ୍ଗଲ ଜମିକୁ ଅନୁମୋଦନ

ଭୁବନେଶ୍ବର(ବ୍ୟୁରୋ)/ନୟାଗଡ଼ ଅଫିସ୍‌, ୧୩ା୨: ଦଶପଲ୍ଲା ଏବଂ ପୁରୁଣାକଟକ ମଧ୍ୟରେ ଥିବା ଖୋର୍ଦ୍ଧା ରୋଡ୍‌-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ୧୧୨ କିଲୋମିଟରରୁ ୧୮୦ କିଲୋମିଟର ମଧ୍ୟରେ ୬୮...

ଯୁବକଙ୍କୁ ଗୁଳିମାଡ଼

ଢେଙ୍କାନାଳ ଅଫିସ,୧୪ା୧୧: ଢେଙ୍କାନାଳ ଜିଲା କଣ୍ଟାବଣିଆ ଥାନା ଅନ୍ତର୍ଗତ ଟାଟାଷ୍ଟିଲ ମେରାମଣ୍ଡଳୀ ନିକଟସ୍ଥ ତାଳବାହାଳୀ ରାସ୍ତାକଡ଼ରେ ଯୁବକଙ୍କ ଉପରକୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ରେ  ରବି କୁମାର...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିରୋଧରେ ମାମଲା ଦାଏର

ପୁରୀ ଅଫିସ,୨୧।୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ବେଆଇନ ଖନନ ଓ ନିର୍ମାଣ ବିରୋଧରେ ବୁଧବାର ପୁରୀ ଓକିଲ ସଂଘ ତରଫରୁ ସିଭିଲ ଜଜ୍‌ ସିନିୟର...

ବେଳାଭୂମିରେ କରୋନା ବିଜୟୀଙ୍କ ଯୋଗ

ପୁରୀ ଅଫିସ,୧୮ା୧୦: ପୁରୀ ବେଳାଭୂମିରେ ଜିଲା ପ୍ରଶାସନ ପକ୍ଷରୁ ଏକ ନିଆରା କାର୍ଯ୍ୟକ୍ରମ ମୋ ବିଚ୍‌ ଯୋଗ ଅନୁଷ୍ଠିତ ହୋଇଛି। ତାହା ପୁଣି କରୋନା ବିଜୟୀଙ୍କୁ...

ଶ୍ୱାସନଳୀରେ ଅଟକି ଗଲା ବଟିକା, ଆଉ ତା ପରେ…

କେନ୍ଦୁଝର, ୧୦।୩ (ଡି.ଏନ.ଏ.)- ଫାଇଲେରିଆ ବଟିକା ଖାଇ କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ମାଲଦା ଗାଁ ଅନ୍ଧାରିଖମନ ସାହିର ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି।...

ଓଡ଼ିଶା ସମେତ ୫ ରାଜ୍ୟର ୮ ଖଣି ନିଲାମ ହେଲା

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ଓଡ଼ିଶାର ୨ଟି ଖଣି ସମେତ ଦେଶର ୫ ରାଜ୍ୟରେ ଥିବା ୮ଟି କୋଇଲା ଖଣି ନିଲାମ ହୋଇଛି। କୋଇଲା ମନ୍ତ୍ରଣାଳୟ ଦ୍ୱାରା ମଙ୍ଗଳବାର ଏସବୁ...

Advertisement
Archives

Model This Week