ଏଫ୍‌ପିଆଇ ମାଲିକାନା ୧୯.୫%କୁ ହ୍ରାସ

ନୂଆଦିଲ୍ଲୀ,୯ା୫: ଘରୋଇ ଶେୟାର ବଜାରରେ ବିଦେଶୀ ପୋର୍ଟଫୋଲିଓ ନିବେଶକ (ଏଫ୍‌ପିଆଇ)ର ମାଲିକାନା ଗତ ମାର୍ଚ୍ଚରେ ୧୯.୫%କୁ ହ୍ରାସ ପାଇ ୬୧୯ ବିଲିୟନ ଡଲାରରେ ପହଞ୍ଚିଛି। ନ୍ୟାଶନାଲ୍‌ ଷ୍ଟକ୍‌ ଏକ୍ସଚେଞ୍ଜ୍‌ (ଏନ୍‌ଏସ୍‌ଇ)-୫୦୦ କମ୍ପାନୀଗୁଡ଼ିକର ବିଶ୍ଲେଷଣ ପରେ ବ୍ରୋକରେଜ୍‌ ଫାର୍ମ ବ୍ୟାଙ୍କ୍‌ ଅଫ୍‌ ଆମେରିକା ସିକ୍ୟୁରିଟିଜ୍‌ ଇଣ୍ଡିଆ ପକ୍ଷରୁ ଏହି ତଥ୍ୟ ପ୍ରକାଶ କରାଯାଇଛି।

୨୦୧୯ ମାର୍ଚ୍ଚରେ ଏଫ୍‌ପିଆଇର ମାଲିକାନା ୧୯.୩% ରହିଥିଲା। ବାର୍ଷିକ ତଥ୍ୟ ଆଧାରରେ ୨୦୨୧ ମାର୍ଚ୍ଚରେ ଏହା ୨୧.୨% ସ୍ତରରେ ରହିଥିଲା। ୨୦୨୧ ଡିସେମ୍ବରରେ ଘରୋଇ ଶେୟାରର ୫ବର୍ଷର ସର୍ବାଧିକ ସ୍ତରରେ ୨୧.୪% ମାଲିକାନା ରହିଥିଲା। ସେହିପରି ୨୦୧୭ ଡିସେମ୍ବରରେ ୫ବର୍ଷର ସର୍ବନିମ୍ନ ସ୍ତର ୧୮.୬%ରେ ରହିଥିଲା। ତେବେ ଏଫ୍‌ପିଆରେ ହ୍ରାସ ଘଟିଥିଲେ ମଧ୍ୟ ମାର୍ଚ୍ଚ ଅବଧିରେ ଘରୋଇ ଫଣ୍ଡ୍‌(ଡିଏଫ୍‌) ପକ୍ଷରୁ ୬ ବିଲିୟନ ଡଲାରର ନିବେଶ କରାଯାଇ ନିଜ ମାଲିକାନାରେ ବୃଦ୍ଧି ଘଟିଛି। ତଥ୍ୟ ଅନୁସାରେ ୨୦୨୧-୨୨ ଆର୍ଥିକ ବର୍ଷରେ ଘରୋଇ ଫଣ୍ଡ୍‌ରେ ୧୪.୬ ବିଲିୟନ ଡଲାର ନିବେଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ବଜାରରେ ମହିନ୍ଦ୍ରା ବୋଲେରୋ ନିଓ ପ୍ଲସ୍‌

ଭୁବନେଶ୍ୱର,୨୦।୪: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡ୍‌ର ନୂତନ ମଡେଲ ‘ବୋଲେରୋ ନିଓ ପ୍ଲସ୍‌’ର ସର୍ବଭାରତୀୟ ଉନ୍ମୋଚନ ସହ ବଜାର ପ୍ରବେଶ ହୋଇଯାଇଛି। ଏପରିକି ୯ସିଟର ବିଶିଷ୍ଠ...

ଅଶୋଧିତ ତୈଳ ଦର ୯୦ ଡଲାର ପାର

ଭୁବନେଶ୍ୱର,୨୦।୪: କ୍ରମାଗତ ଭାବେ ଅନ୍ତଃରାଷ୍ଟ୍ରୀୟ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧି ପାଇ ଚାଲିଛି। ଏପରିକି ଶୁକ୍ରବାର ଅଶୋଧିତ ତୈଳ ଦର ପ୍ରାୟ ୪% ବଢ଼ି...

କାନାରା ବ୍ୟାଙ୍କର ନୂତନ ଉତ୍ପାଦ

ଭୁବନେଶ୍ୱର,୨୦।୪ (ଅଭୟ ଦାଶ): କାନାରା ବ୍ୟାଙ୍କର ନୂତନ ଉତ୍ପାଦ ‘କାନାରା-ଆଞ୍ଜେଲ, ହିଲ୍‌, ମାଇଁ ମନୀ, ରେଡି କ୍ୟାଶ୍‌ ଏବଂ ୟୁପିଆଇ୧୨୩ ପେ ଏଏସ୍‌ଆଇ’ର ଆନୁଷ୍ଠାନିକ ଉନ୍ମୋଚନ...

ଖାଦ୍ୟ ମୁଦ୍ରାସ୍ଫୀତି ବଡ଼ ବିପଦ

ଭୁବନେଶ୍ୱର,୨୦।୪(ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ମୁଦ୍ରା ନୀତି କମିଟି(ଏମ୍‌ପିସି)ର ସଦସ୍ୟମାନେ ଖାଦ୍ୟ ମୁଦ୍ରାସ୍ଫୀତିକୁ ଏକ ବଡ଼ ବିପଦ ବୋଲି କହିଛନ୍ତି। ୨୦୨୪ ଏପ୍ରିଲର...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri