ବୈଜ୍ଞାନିକଙ୍କ ଚେତାବନୀ ଭୟଙ୍କର ହେବ ଆଗାମୀ ମହାମାରୀ

ଲଣ୍ଡନ,୬।୧୨: ଭବିଷ୍ୟତରେ ଆସିବାକୁ ଥିବା ମହାମାରୀ କୋଭିଡ୍‌-୧୯ଠାରୁ ଅଧିକ ଭୟଙ୍କର ହୋଇପାରେ। କରୋନା ଅପେକ୍ଷା ଏହା ବେଶୀ ସଂକ୍ରାମକ ଓ ଘାତକ ହୋଇପାରେ। ଏଥିପାଇଁ ବିଶ୍ୱ ନିଜକୁ ପ୍ରସ୍ତୁତ କରିବା ଆବଶ୍ୟକ ବୋଲି ଅକ୍ସଫୋର୍ଡ-ଆଷ୍ଟ୍ରଜେନିକା ଭାକ୍ସିନ ପ୍ରସ୍ତୁତକର୍ତ୍ତାଙ୍କ ମଧ୍ୟରୁ ଅନ୍ୟତମ ବୈଜ୍ଞାନିକ ସାରା ଗିଲବର୍ଟ କହିଛନ୍ତି।

ଜୋନ୍ସ ହପ୍‌କିନ୍‌ସ ୟୁନିଭର୍ସିଟି ଅନୁସାରେ କରୋନାରେ ୫୨,୭୩,୩୧୦ ଲୋକଙ୍କ ମୃତ୍ୟୁ ଘଟିଛି। ବିଶ୍ୱକୁ ଟ୍ରିଲିୟନ ଟ୍ରିଲିୟନ ଡଲାର କ୍ଷତି ସହିବାକୁ ପଡ଼ିଛି। କୋଟି କୋଟି ଲୋକଙ୍କ ଜୀବନ ପ୍ରଭାବିତ ହୋଇଛି। କିନ୍ତୁ ଆମ ଜୀବନ ଓ ଜୀବିକାକୁ ପ୍ରଭାବିତ କରିବାରେ ଏହା ଶେଷ ଭୂତାଣୁ ନୁହେଁ। ଆଗକୁ ଆହୁରି କଠିନ ସମୟ ଦେଇ ଗତି କରିବାକୁ ପଡ଼ିବ। ତେଣୁ ଏବେଠାରୁ ହିଁ ଭବିଷ୍ୟତର ମହାମାରୀ ସହ ଲଢ଼ିବା ପାଇଁ ସଭିଏଁ ପ୍ରସ୍ତୁତ ବୋଲି ବିଶ୍ୱ ସୁନିଶ୍ଚିତ କରିବା ଜରୁରୀ ହୋଇପଡ଼ିଥିବା ଗିଲବର୍ଟ କହିଛନ୍ତି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ଏକ ସ୍ବାସ୍ଥ୍ୟ ବିଶେଷଜ୍ଞ କମିଟି ମହାମାରୀର ମୁକାବିଲା ନିମନ୍ତେ ଏକ ସ୍ଥାୟୀ ଫଣ୍ଡିଂ ବ୍ୟବସ୍ଥା କରାଯିବା ଆବଶ୍ୟକ ବୋଲି କହିଛି। ଏହି ପ୍ରସ୍ତୁତି ପାଇଁ ବର୍ଷକୁ ଅତିକମ୍‌ରେ ୧୦ ବିଲିୟନ ଡଲାର ଅର୍ଥ ମହଜୁଦ ରଖିବାକୁ ପଡ଼ିବ ବୋଲି କମିଟି ପ୍ରସ୍ତାବ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କୁ ଦେଖାକରିବାକୁ ଆସିଥିଲେ, ହଠାତ୍‌ ମା’ ଆସିଯିବାରୁ…

ଭୁବନେଶ୍ୱର,୧୩।୭: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଜଳବାୟୁ ଟାୱାର ତଳୁ ଛାତ୍ରଙ୍କ ମୃତଦେହ ମିଳିବା ଘଟଣାରେ ଏକ ବଡ଼ ଖୁଲାସା ହୋଇଛି। ପ୍ରେମିକାକୁ ଦେଖା କରିବାକୁ ଆସିଥିଲା ବେଳେ ୧୦ମ…

ରଥଯାତ୍ରା ପାଇଁ ପ୍ରଶାସନ ସଜାଗ, ଏହି ସବୁ ଦିଗରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଲେ ତହସିଲଦାର

ପୁରୁଷୋତ୍ତମପୁର,୧୩।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପ୍ରଶାସନ ପକ୍ଷରୁ ରଥଯାତ୍ରାର ସୁପରିଚାଳନାକୁ ନେଇ ଏକ ପ୍ରସ୍ତୁତି ବୈଠକ ସୋମବାର ତହସିଲଦାର ବିନୋଦ କୁମାର ବେହେରାଙ୍କ ତତ୍ତ୍ୱାବଧାନରେ…

ଆପାର୍ଟମେଣ୍ଟ ତଳୁ ମିଳିଲା ମୃତଦେହ

ଭୁବନେଶ୍ୱର,୧୩।୭: ଭୁବନେଶ୍ବର ନୀଳାଦ୍ରି ବିହାର ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟ ତଳୁ ଜଣେ ବ୍ୟକ୍ତିଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ଜଣାପଡି ନାହିଁ।…

ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ବଡ଼ ପରିବର୍ତ୍ତନ! ମାତ୍ର ୬୭୩ ଟଙ୍କାରେ ମିଳିବ ଗ୍ୟାସ, ଜାଣନ୍ତୁ କେମିତି କରିବେ ବୁକିଂ

ନୂଆଦିଲ୍ଲୀ, ୧୩।୭: ଯଦି ଆପଣ ଛାତ୍ରୀଛାତ୍ର, ଭଡ଼ା ଘରେ ରହୁଛନ୍ତି କିମ୍ବା ଆପଣଙ୍କର କୌଣସି ଛୋଟ କ୍ୟାଫେ ବା ଷ୍ଟଲ ରହିଛି, ତେବେ ଆପଣଙ୍କ ପାଇଁ ଏକ…

ଛେଳି ଚରାଇବାକୁ ଯାଇଥିଲେ ଫଗନୁ: ପଛପଟୁ ଆକ୍ରମଣ କଲା ଭାଲୁ: ଆଉ ତା’ପରେ ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଝରିଗାଁ, ୧୩।୭(କିଶୋର ଚନ୍ଦ୍ର ମଣ୍ଡଳ): ଜଙ୍ଗଲ ନଷ୍ଟ, ହିଂସ୍ରଜନ୍ତୁ ଏବେ ଗାଁ ମୁହାଁ। ଖାଦ୍ୟ ଅନ୍ବେଷଣରେ ଥିବା ମାଇ ଭାଲୁ ଏବେ ରକ୍ତମୁଖା l ଏହା ଦେଖିବାକୁ…

ଲୋକଙ୍କ ସମସ୍ୟା ପଚାରି ବୁଝିଲେ ଏମ୍‌ପି: ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ସୋମବାର ପରିଦର୍ଶନ କରିଥିଲେ। ଏହି ବ୍ଲକର ବୋରିଆ ଓ ଉତ୍କେଳା, ଆଦି ଗ୍ରାମ…

କଳାହାଣ୍ଡିରେ ପୁଣି କୁମ୍ଭୀର ଆତଙ୍କ ଭାଲୁ ବୁଟୁରା ନାଳରେ କୁମ୍ଭୀର

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ହାତୀନଦୀର ପିଲାସ ଗାଁ ଘାଟ ନିକଟରେ ଗତ କିଛି ଦିନ ତଳେ ଏକ କୁମ୍ଭୀର ଦେଖିବାକୁ ମିଳିଥିବାବେଳେ…

ICC ପ୍ଲେୟାର ଅଫ ଦ ମନ୍ଥ ପାଇଁ ମନୋନୀତ ହେଲେ ୨ ଭାରତୀୟ ଖେଳାଳି, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ, ୧୩।୭: ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ICC) ପକ୍ଷରୁ ଜୁନ ମାସ ପାଇଁ ‘ପ୍ଲେୟାର ଅଫ ଦ ମନ୍ଥ’ (Player of the Month) ମନୋନୟନ ତାଲିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri