Posted inଜାତୀୟ

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୨୦ରୁ ଶସ୍ତା ହେବ ଏସବୁ ଉପକରଣ

ନୂଆଦିଲ୍ଲୀ, ୧୪।୭: ଦେଶର ଔଷଧ ମୂଲ୍ୟ ନିୟନ୍ତ୍ରଣକାରୀ ସଂସ୍ଥା କୋଭିଡ୍‌-୧୯ ପରିଚାଳନାରେ ବହୁଳ ବ୍ୟବହୃତ ହେଉଥିବା ପଲ୍ସ ଅକ୍ସିମିଟର, ରକ୍ତଚାପ ମାପିବା ମେଶିନ, ନେବୁଲାଇଜର, ଡିଜିଟାଲ ଥର୍ମୋମିଟର ଏବଂ ଗ୍ଲୁକୋମିଟରର ବ୍ୟବସାୟିକ ମାର୍ଜିନ ୭୦ ପ୍ରତିଶତରେ ସୀମିତ କରିଛନ୍ତି। ଫଳରେ ଏହି ଉପକରଣଗୁଡ଼ିକ ଯଥେଷ୍ଟ ଶସ୍ତା ହେବାକୁ ଯାଉଛି। ହୋମ୍‌ ଆଇସୋଲେଶନରେ ଥିବା କିମ୍ବା ଚିକିତ୍ସିତ ହେଉଥିବା କୋଭିଡ୍‌ ରୋଗୀ ନିୟମିତ ରକ୍ତଚାପ, ରକ୍ତ ଶର୍କରା, ଅକ୍ସିଜେନ ସ୍ତର ଏବଂ ଶରୀରର ତାପମାତ୍ରା ମାପୁଥିତ୍ବାରୁ ଉପରୋକ୍ତ ଉପକରଣଗୁଡ଼ିକର ଚାହିଦା ବହୁତ ବଢ଼ିଯାଇଛି। ନ୍ୟାଶନାଲ ଫାର୍ମାସ୍ୟୁଟିକାଲ ପ୍ରାଇସିଂ ଅଥରିଟି (ଏନ୍‌ପିପିଏ) ତଥ୍ୟ ଅନୁଯାୟୀ ଡିଷ୍ଟ୍ରିବ୍ୟୁଟରଙ୍କୁ ଦିଆଯାଉଥିବା ମୂଲ୍ୟଠାରୁ ଖୁଚୁରା ମୂଲ୍ୟ ୭୦୯% ପର୍ଯ୍ୟନ୍ତ ଅଧିକ ରହୁଛି। ସଂଶୋଧିତ ମୂଲ୍ୟ ଜୁଲାଇ ୨୦ରୁ ୨୦୨୨ ଜାନୁୟାରୀ ୩୧ କିମ୍ବା ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଲାଗୁ ହେବ ବୋଲି ନିୟାମକ ପକ୍ଷରୁ କୁହାଯାଇଛି। ସେହି ଅନୁଯାୟୀ ମେଡିକାଲ ଉପକରଣଗୁଡ଼ିକର ଉତ୍ପାଦନକାରୀ କମ୍ପାନୀ ସେଗୁଡ଼ିକର ଏମ୍‌ଆର୍‌ପି ସଂଶୋଧନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବ୍ୟାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି…

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri