ଦେଶରେ ଅକ୍ସିଜେନ ଅଭାବରୁ ୧୫୦ ଲୋକଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧୩।୫: ଦେଶରେ କରୋନା ଭାଇରସ୍‌ ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। କରୋନାର ଏହି ନୂଆ ଷ୍ଟ୍ରେନ୍‌ ସାଂଘାତିକ ହୋଇଥିବା ବେଳେ ଇତିମଧ୍ୟରେ ଦେଶରେ ଅକ୍ସିଜେନର ଅଭାବ ଦେଖାଦେଇଛି। ଏଥିଯୋଗୁ ଏପର୍ଯ୍ୟନ୍ତ ଦେଶରେ ଶତାଧିକ ଲୋକଙ୍କ ଜୀବନ ଗଲାଣି। ତେବେ ରୋଗୀଙ୍କ ଜୀବନ ରକ୍ଷା ଲାଗି ଭାରତ ସରକାର ଅକ୍ସିଜେନ କାରଖାନା ସ୍ଥାପନ ସହ ବିଦେଶରୁ ଅକ୍ସିଜେନ ଆମଦାନୀ ପାଇଁ ସମସ୍ତ ସମ୍ଭାବ୍ୟ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହାପରେ ବି ଅକ୍ସିଜେନ ସମସ୍ୟା ଲାଗିରହିଛି। ଅପରପକ୍ଷେ ଅକ୍ସିଜେନ ଅଭାବରୁ ଦିଲ୍ଲୀ, ମହାରାଷ୍ଟ୍ର, ଗୋଆ, ଆନ୍ଧ୍ରପ୍ରଦେଶ, କର୍ନାଟକ ଓ ତେଲେଙ୍ଗାନା ସମେତ ଅନ୍ୟ କେତେକ ରାଜ୍ୟରେ ଏପର୍ଯ୍ୟନ୍ତ ୧୫୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

କ୍ରୀଡ଼ା ମହୋତ୍ସବକୁ ଉଦ୍‌ଘାଟିତ କଲେ ଆସିକା ଏମ୍‌ପି: ଯୋଗଦେଲେ ୭ ବିଧାନସଭା କ୍ଷେତ୍ରର କ୍ରୀଡ଼ାବିତ୍‌

ହିଞ୍ଜିଳିକାଟୁ,୨୧।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମ ପରିସରରେ ଜିଲାସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ରବିବାର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା...

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri