Advertisement

ଦେଶରେ ଅକ୍ସିଜେନ ଅଭାବରୁ ୧୫୦ ଲୋକଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧୩।୫: ଦେଶରେ କରୋନା ଭାଇରସ୍‌ ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। କରୋନାର ଏହି ନୂଆ ଷ୍ଟ୍ରେନ୍‌ ସାଂଘାତିକ ହୋଇଥିବା ବେଳେ ଇତିମଧ୍ୟରେ ଦେଶରେ ଅକ୍ସିଜେନର ଅଭାବ ଦେଖାଦେଇଛି। ଏଥିଯୋଗୁ ଏପର୍ଯ୍ୟନ୍ତ ଦେଶରେ ଶତାଧିକ ଲୋକଙ୍କ ଜୀବନ ଗଲାଣି। ତେବେ ରୋଗୀଙ୍କ ଜୀବନ ରକ୍ଷା ଲାଗି ଭାରତ ସରକାର ଅକ୍ସିଜେନ କାରଖାନା ସ୍ଥାପନ ସହ ବିଦେଶରୁ ଅକ୍ସିଜେନ ଆମଦାନୀ ପାଇଁ ସମସ୍ତ ସମ୍ଭାବ୍ୟ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହାପରେ ବି ଅକ୍ସିଜେନ ସମସ୍ୟା ଲାଗିରହିଛି। ଅପରପକ୍ଷେ ଅକ୍ସିଜେନ ଅଭାବରୁ ଦିଲ୍ଲୀ, ମହାରାଷ୍ଟ୍ର, ଗୋଆ, ଆନ୍ଧ୍ରପ୍ରଦେଶ, କର୍ନାଟକ ଓ ତେଲେଙ୍ଗାନା ସମେତ ଅନ୍ୟ କେତେକ ରାଜ୍ୟରେ ଏପର୍ଯ୍ୟନ୍ତ ୧୫୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶରେ ଓଲଟା ଖେଳ

ଭୋପାଳ,୨୬।୭:ଭାଜପା କର୍ନାଟକରେ ଶାସକ ମେଣ୍ଟର ବିଦ୍ରୋହୀ ବିଧାୟକଙ୍କୁ ଧରି କଂଗ୍ରେସ-ଜେଡିଏସ୍‌ ମେଣ୍ଟ ସରକାରର ପତନ ଘଟାଇବାରେ ସଫଳ ହୋଇଥିବାବେଳେ ମଧ୍ୟପ୍ରଦେଶରେ ଏହାର ଓଲଟା ଖେଳ ଦେଖିବାକୁ...

ପଞ୍ଜାବରେ ଭୁଶୁଡି ପଡିଲା ୩ ମହଲା କୋଠା

ମୋହାଲି,୮।୨: ପଞ୍ଜାବର ମୋହାଲିରେ ଏକ ୩ ମହଲା କୋଠା ଭୁଶୁଡି ପଡିଥିବା ସୂଚନା ମିଳିଛି। ଏହା ତଳେ କେତେକ ଲୋକ ଦବି ହୋଇ ରହିଯାଇଥିବା ଅନୁମାନ...

କରୋନା ନେଲାଣି ୪୫ ପୋଲିସଙ୍କ ଜୀବନ

ମୁମ୍ବାଇ,୧୮।୬: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ବଢି ଚାଲିଥିବା ବେଳେ ମହାରାଷ୍ଟ୍ରର ସ୍ଥିତି ଏବେବି ଉଦ୍‌ବେଗଜନକ ରହିଛି। ମହାରାଷ୍ଟ୍ରରେ ଏବେ ସୁଦ୍ଧା ୪୫ ଜଣ...

ମିଶନ ୨୦୨୨: ଭାଜପାକର୍ମୀଙ୍କୁ ୧୦୦ ଦିନର ହୋମ୍‌ ଓ୍ବାର୍କ…

ଲକ୍ଷ୍ନୌ,୨୮।୯:ଆସନ୍ତା ୨୦୨୨ ବର୍ଷରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏନେଇ ପଶ୍ଚିମ ଉତ୍ତରପ୍ରଦେଶରେ ଭାଜପା କର୍ମୀଙ୍କୁ ୧୦୦ ଦିନର ହୋମ୍‌ ଓ୍ବାର୍କ ଦିଆଯାଇଛି। ଭାଜପା...

ରାହୁଲଙ୍କ ନାଁରେ ଅଭିଯୋଗ ଆଣିଲେ ଆଇନଜୀବି

ମୁମ୍ବାଇ,୨୪।୬: ଅଡୁଆରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ। ମୁମ୍ବାଇର ଆଇନଜୀବି ଅଟଳ ବିହାରି ଦୁବେ ରାହୁଲଙ୍କ ନାଁରେ ଏକ ଅଭିଯୋଗ କରିଛନ୍ତି। ଅନ୍ତର୍ଜାତୀୟ ଯୋଗ ଦିବସରେ...

କଙ୍ଗନାଙ୍କୁ ସମାଲୋଚନା କଲେ ଭାଜପା ପ୍ରବକ୍ତା

ମୁମ୍ବାଇ,୧୭।୧୧: ଇନ୍‌ଷ୍ଟାଗ୍ରାମ ପୋଷ୍ଟ ଜରିଆରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ତାଚ୍ଛଲ୍ୟ କରିଥିବା ବିବାଦୀୟ ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାନାଓ୍ବତଙ୍କୁ ସମାଲୋଚନା କରିଛନ୍ତି ଭାଜପା ପ୍ରବକ୍ତା।...

ଇ-ଟିକେଟ ରାକେଟ୍‌ର ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୨୨।୧: ଅନ୍ତର୍ଜାତୀୟ ଇ-ଟିକେଟ୍‌ ରାକେଟ୍‌ର ପର୍ଦ୍ଦାଫାଶ୍‌ ହୋଇଛି। ଏହାର ଚେର ପାକିସ୍ତାନ, ବାଂଲାଦେଶ, ଦୁବାଇ ପ୍ରମୁଖ ଦେଶକୁ ଲମ୍ବିଛି। ଆର୍‌ପିଏଫ୍‌ ପକ୍ଷରୁ ଝାଡ଼ଖଣ୍ଡର ଗୁଲାମ ମୁସ୍ତାଫା...

ଉତ୍ତରପ୍ରଦେଶ-ଉତ୍ତରାଖଣ୍ଡରେ ଭାଜପା ଆଗୁଆ..

ଲକ୍ଷ୍ନୌ/ଡେରାଡୁନ୍‌,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ପ୍ରାଥମିକ ପର୍ଯ୍ୟାୟରେ ଉତ୍ତରପ୍ରଦେଶ ଏବଂ ଉତ୍ତରାଖଣ୍ଡରେ ଭାଜପା ଆଗୁଆ ରହିଛି।...

Advertisement
Archives

Model This Week