Posted inଜାତୀୟ

ଦିଲ୍ଲୀରେ ଶେଷ ହେଲା ଅକ୍ସିଜେନ ସମସ୍ୟା

ନୂଆଦିଲ୍ଲୀ, ୭ା୫ : ଦିଲ୍ଲୀରେ ଅକ୍ସିଜେନ ଅଭାବ ଶେଷ ହୋଇଥିବା ଶୁକ୍ରବାର ସ୍ପଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ପୂରା ସହରକୁ ୩ ମାସ ମଧ୍ୟରେ ଟିକାକରଣ କରିବାକୁ ଯୋଜନା କରାଯାଇଛି। କ୍ୟାବିନେଟ୍‌ ମନ୍ତ୍ରୀଙ୍କ ସହ ଆଲୋଚନା ପରେ ଏହି ଘୋଷଣା କରିଛନ୍ତି କେଜରିଓ୍ବାଲ।

ଏବେ ଦିଲ୍ଲୀରେ ଅକ୍ସିଜେନ ଅଭାବ ନାହିଁ। ଏଣୁ ଆମକୁ ଯଥେଷ୍ଟ ଅକ୍ସିଜେନ ବେଡ୍‌ ପ୍ରସ୍ତୁତ ରଖିବା ଦରକାର। ଯଦ୍ଦ୍ବାରା କାହାରି ମୃତ୍ୟୁ ହେବ ନାହିଁ ବୋଲି ବୈଠକରେ କହିଛନ୍ତି। ଏଥିରେ ଉପ ମୁଖ୍ୟମନ୍ତ୍ରୀ, ସ୍ବାସ୍ଥ୍ୟ ମନ୍ତ୍ରୀ, ସ୍ବାସ୍ଥ୍ୟ ସଚିବ ଓ ଡିଷ୍ଟ୍ରିକ୍ଟ ମାଜିଷ୍ଟ୍ରେଟମାନେ ଉପସ୍ଥିତ ଥିଲେ। ଆଗାମୀ ୩ ମାସ ମଧ୍ୟରେ ପୂରା ସହରରେ ଟିକାକରଣ ପ୍ରକ୍ରିୟା ଶେଷ କରିବାକୁ ଦେଇଛନ୍ତି ନିର୍ଦ୍ଦେଶ। ସମ୍ଭବତଃ ୩ୟ ଲହରରୁ ରାଜଧାନୀବାସୀଙ୍କୁ ସୁରକ୍ଷିତ ରଖିବା ପାଇଁ ଏଭଳି ପଦକ୍ଷେପ ନେଇଛନ୍ତି ମୁଖ୍ୟମନ୍ତ୍ରୀ। ଡିଷ୍ଟ୍ରିକ୍ଟ ମାଜିଷ୍ଟ୍ରେଟଙ୍କୁ ପ୍ରତ୍ୟେକ ଦିନ ୨ରୁ ୪ ଟିକାକରଣ କେନ୍ଦ୍ର ଭ୍ରମଣ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନୁଚ୍ଛେଦ ୩୭୦ର ସାହାରାରେ ଭୋଟ ମାଗୁଛି ଭାଜପା: ମେହେବୁବା

ଶ୍ରୀନଗର,୨୩ ।୧୦: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହେବୁବା ମୁଫତି ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି । ମେହେବୁବା କହିଛନ୍ତି ବିହାରରେ ଭୋଟ ମାଗିବାକୁ...

ବନ୍ଧୁତ୍ୱ ଦିବସରେ ମୋଦିଙ୍କ ପାଇଁ ଏମିତି ପୋଷ୍ଟ କଲେ ରାହୁଲ

ନୂଆଦିଲ୍ଲୀ,୧।୮: ବନ୍ଧୁତ୍ୱ ଦିବସ ଅବସରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ଅପ୍‌ଲୋଡ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଭିଡିଓରେ...

ଅଗଷ୍ଟ ୩୧ ପୂର୍ବରୁ ବିଚାର ଶେଷ ନିର୍ଦ୍ଦେଶ

ନୂଆଦିଲ୍ଲୀ,୯ା୫(ପି.ଟି.): ବାବ୍ରୀ ମସ୍‌ଜିଦ ଭଙ୍ଗା ମାମଲାରେ ବରିଷ୍ଠ ଭାଜପା ନେତା ଲାଲ୍‌କୃଷ୍ଣ ଆଡଭାନୀ, ମୁରଲୀ ମନୋହର ଜୋଷୀ, ଉମା ଭାରତୀ ଓ ଅନ୍ୟମାନଙ୍କ ବିରୋଧରେ ବିଚାର...

ମୋରବିରେ ପହଞ୍ଚିଲେ ମୋଦି

ଅହମ୍ମଦାବାଦ,୧।୧୧: ଝୁଲାପୋଲ ଭୁଶୁଡିବା ଘଟଣା ପରେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟ ମୋରବି ଜିଲାରେ ପହଞ୍ଚିଛନ୍ତି। ଆକାଶମାର୍ଗରୁ ଘଟଣାସ୍ଥଳ ଅନୁଧ୍ୟାନ କରିବା ପରେ ଦୁର୍ଘଟଣାରେ...

ଦୈନିକ ସଂକ୍ରମଣ ୪ ହଜାର ତଳେ, ସକ୍ରିୟ ମାମଲା ୪୩ ହଜାରରୁ କମ…

ନୂଆଦିଲ୍ଲୀ, ୨୭।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି...

ସରକାରୀ ନିଯୁକ୍ତିରେ ମହିଳାଙ୍କୁ ୫୦ ପ୍ରତିଶତ ସଂରକ୍ଷଣ

ଗୁଆହାଟି,୬।୩: ଆସାମରେ ଆଗକୁ ବିଧାନସଭା ନିର୍ବାଚନ। ଭୋଟରଙ୍କୁ ହାତେଇବା ପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ବିଭିନ୍ନ ପ୍ରତିଶ୍ରୁତି ଦିଆଯିବା ଆରମ୍ଭ ହୋଇଛି। ଏହି ମର୍ମରେ...

ଗୁଜରାଟ କଂଗ୍ରେସକୁ ଝଟ୍‌କା: ଇସ୍ତଫା ଦେଲେ ୧୧ଥର ବିଧାୟକ ରହିଥିବା ମୋହନ ସିଂ ରାଠଓ୍ବା

ଅହମଦାବାଦ,୮।୧୧: ଚଳିତ ବର୍ଷ ଗୁଜୁରାଟ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଛୋଟ ଉଦୟପୁରରୁ ୧୧ ଥର ବିଧାୟକ ରହିଥିବା...

ଶରଜିଲ୍‌ଙ୍କ ପରିବାରକୁ ମିଳୁଛି ଧମକ

ପାଟନା,୨୭।୧: ଦିଲ୍ଲୀର ସାହିନ ବାଗରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ଏନ୍‌ଆର୍‌ସିକୁ ନେଇ ବିରୋଧ ପ୍ରଦର୍ଶନର ସୂତ୍ରଧର କୁହାଯାଉଥିବା ତଥା ଆପତ୍ତିଜନକ ବୟାନ ଦେଉଥିବା ଶରଜିଲ୍‌...

Advertisement
Archives

Model This Week