ହାଇଟେକ୍‌ ହସ୍ପିଟାଲରେ ବିସ୍ଫୋରଣ, ଏକାଧିକ ଆହତ

ଭୁବନେଶ୍ୱର,୨୯ା୧୨: ପାଣ୍ଡରା ସ୍ଥିତ ହାଇଟେକ୍‌ ହସ୍ପିଟାଲରେ ବିସ୍ଫୋରଣ ହୋଇଛି। ହସ୍ପିଟାଲ ପରିସରରେ ଏମରଜେନ୍ସି ୱାର୍ଡ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏହି ବିସ୍ଫୋରଣରେ ୩ରୁ ୪ ଜଣ ଆହତ ହୋଇଥିବା କୁହାଯାଉଛି। ଆହତମାନେ ବର୍ତ୍ତମାନ ମେଡିକାଲରେ ଚିକିତ୍ସାଧୀନ ଥିବା ଜଣାପଡିଛି।

ତେବେ ସୂଚନା ମୁତାବକ ମେଡିକାଲ ପରିସରରେ ନିର୍ମାଣ କାର୍ଯ୍ୟ ଚାଲୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। କୌଣସି ଅକ୍ସିଜେନ ସିଲିଣ୍ଡରରେ ବିସ୍ଫୋରଣ ହୋଇନଥିବା ମେଡିକାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ହେଲା ସାଂଘାତିକ ଖୁଲାସା: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ୧,୭୪୧ ତ୍ରୁଟି, ଖର୍ଚ୍ଚ ହୋଇଛି ଏତେ କୋଟି, ଜାଣିଲେ…

ଭୁବନେଶ୍ୱର, ୨୭।୯: ଓଡ଼ିଶାର ସରକାରୀ ସ୍କୁଲରେ ପଢ଼ୁଥିବା ପିଲାଙ୍କ ପାଠ୍ୟପୁସ୍ତକକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ…

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ…

ରବିବାର ଖୋଲିଲା ବ୍ୟାଙ୍କ, କଳା ପୋଷାକ ପିନ୍ଧି କାର୍ଯ୍ୟରେ ଯୋଗଦେଲେ କର୍ମଚାରୀ

ଛତ୍ରପୁର,୨୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଧର୍ମଘଟ ଯୋଗୁ ଲଗାତର ଛୁଟିରେ ବ୍ୟାଙ୍କିଂ ସେବା ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଗ୍ରାହକଙ୍କ ସୁବିଧା ପାଇଁ ଆଜି ରବିବାର ଛୁଟିଦିନ ହୋଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?