ଚାଇନାରୁ ଭୁବନେଶ୍ୱର ଆସିଲା ଅକ୍ସିଜେନ ସିଲିଣ୍ଡର, ଯାହାକି ଦେଶରେ ପ୍ରଥମ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ଚାଇନାରୁ ରବିବାର ଭୁବନେଶ୍ୱରରେ ଆସି ପହଞ୍ଚିଛି ଅକ୍ସିଜେନ ସିଲିଣ୍ଡର। ଏକ ସ୍ବତନ୍ତ୍ର ବିମାନ ଯୋଗେ ଏହି ଅକ୍ସିଜେନ ସିଲିଣ୍ଡର ସିଧାସଳଖ ଭୁବନେଶ୍ୱରରେ ଆସି ପହଞ୍ଚିଛି। ଯାହାକି ଦେଶରେ ପ୍ରଥମ। ଏନେଇ ଟୁଇଟ୍‌ କରି ସୂଚନା ଦେଇଛନ୍ତି, ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ। ଖୁବ୍‌ଶୀଘ୍ର ରାଜ୍ୟର ସମସ୍ତ ମେଡିକାଲକୁ ଏହି ସିଲିଣ୍ଡର ଯୋଗାଇ ଦିଆଯିବ। ଅକ୍ସିଜେନ ଅଭାବରୁ କାହାର ଯେମିତି ଅସୁବିଧା ନ ହେବ ଏନେଇ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଅସିତ୍‌ ତ୍ରିପାଠୀ କହିଛନ୍ତି, ଖୁବ୍‌ଶୀଘ୍ର ଚାଇନାରୁ ଦ୍ୱିତୀୟ ପର୍ଯ୍ୟାୟ ଅକ୍ସିଜେନ ସିଲିଣ୍ଡର ଓଡ଼ିଶାରେ ଆସି ପହଞ୍ଚିବ।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri