ଚାଇନାରୁ ଭୁବନେଶ୍ୱର ଆସିଲା ଅକ୍ସିଜେନ ସିଲିଣ୍ଡର, ଯାହାକି ଦେଶରେ ପ୍ରଥମ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ଚାଇନାରୁ ରବିବାର ଭୁବନେଶ୍ୱରରେ ଆସି ପହଞ୍ଚିଛି ଅକ୍ସିଜେନ ସିଲିଣ୍ଡର। ଏକ ସ୍ବତନ୍ତ୍ର ବିମାନ ଯୋଗେ ଏହି ଅକ୍ସିଜେନ ସିଲିଣ୍ଡର ସିଧାସଳଖ ଭୁବନେଶ୍ୱରରେ ଆସି ପହଞ୍ଚିଛି। ଯାହାକି ଦେଶରେ ପ୍ରଥମ। ଏନେଇ ଟୁଇଟ୍‌ କରି ସୂଚନା ଦେଇଛନ୍ତି, ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ। ଖୁବ୍‌ଶୀଘ୍ର ରାଜ୍ୟର ସମସ୍ତ ମେଡିକାଲକୁ ଏହି ସିଲିଣ୍ଡର ଯୋଗାଇ ଦିଆଯିବ। ଅକ୍ସିଜେନ ଅଭାବରୁ କାହାର ଯେମିତି ଅସୁବିଧା ନ ହେବ ଏନେଇ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଅସିତ୍‌ ତ୍ରିପାଠୀ କହିଛନ୍ତି, ଖୁବ୍‌ଶୀଘ୍ର ଚାଇନାରୁ ଦ୍ୱିତୀୟ ପର୍ଯ୍ୟାୟ ଅକ୍ସିଜେନ ସିଲିଣ୍ଡର ଓଡ଼ିଶାରେ ଆସି ପହଞ୍ଚିବ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ବ୍ରାଣ୍ଡ୍‌ର ଚାହିଦା ବଢ଼ୁଛି

ଜାତୀୟ ତଥା ଅନ୍ତର୍ଜାତୀୟ ବ୍ରାଣ୍ଡ୍‌ଗୁଡ଼ିକର ଆଦର ଆମ ରାଜ୍ୟରେ ବଢ଼ିଚାଲିଛି। ଗ୍ରାହକମାନେ ନିଜ ରୁଚିର ପୋଷାକ ବାଛିବାରେ ମନ ବଳାଉଛନ୍ତି। ଏହି ପରିପ୍ରେକ୍ଷୀରେ ବିଭିନ୍ନ ସହରରେ...

ଓଏସ୍‌ଏସ୍‌ସି ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତିକୁ ଲକ୍ଷ୍ୟରେ ରଖି ଓଡ଼ିିଶା ଷ୍ଟାଫ୍‌ ସିଲେକ୍ସନ କମିଶନ(ଓଏସ୍‌ଏସ୍‌ସି) ଦ୍ୱାରା ଆଗାମୀ ଦିନରେ ହେବାକୁ ଥିବା ପରୀକ୍ଷାକୁ ସ୍ଥଗିତ...

ଜାନୁୟାରୀରୁ କଡ଼ାକଡ଼ି ହେବ ଟ୍ରାଫିକ୍‌ ନିୟମ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଆସନ୍ତା ଜାନୁୟାରୀ ପହିଲାରୁ ଟ୍ରାଫିକ୍‌ ନିୟମ କଡ଼ାକଡ଼ି କରାଯିବ। ୩ ମାସ ଅବଧି ପରେ ଏହି ନିୟମକୁ ଆହୁରି କଠୋର ଭାବେ ଲାଗୁ କରାଯିବ।...

୩ ମାସ ପରେ ହତ୍ୟା ଅଭିଯୋଗ ଆଣିଲେ ପ୍ରେମିକା

ଖୁଣ୍ଟୁଣୀ,୨୦ା୧୨(ଡି.ଏନ୍‌.ଏ.): ଗୁରୁଡ଼ିଝାଟିଆ ଥାନା ଅଞ୍ଚଳରୁ ସେପ୍ଟେମ୍ବର ୩ରେ ଜଣେ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଥିଲା। ତେବେ ଘଟଣାର ୩ ମାସ ପରେ ମୃତ ଯୁବକଙ୍କ...

ପୁରୀ-କୋଣାର୍କ ରେଳପଥକୁ ଉପେକ୍ଷା, ସାଧାରଣରେ ଅସନ୍ତୋଷ

ପୁରୀ ଅଫିସ,୩।୨: ଚଳିତବର୍ଷର ରେଳ ବଜେଟ୍‌ରେ ପୁରୀ-କୋଣାର୍କ ରେଳପଥ ପାଇଁ ଅର୍ଥ ମଞ୍ଜୁର ହୋଇ ନାହିଁ। ତେଣୁ ପୁରୀ ଜିଲାରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।...

୫-ଟି ସଚିବଙ୍କ ଓୟୁଏଟି ଗସ୍ତ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ରେ ସୋମବାର ସକାଳୁ ୫-ଟି ସଚିବ ଭି. କେ. ପାଣ୍ଡିଆନ୍‌ ପହଞ୍ଚିଥିଲେ। ପାଣ୍ଡିଆନ୍‌ଙ୍କ ଅଚାନକ ଗସ୍ତ ସମ୍ପର୍କରେ...

ଟିକା ବଣ୍ଟନ ପାଇଁ ଗଠନ ହେବ ତ୍ରିସ୍ତରୀୟ କମିଟି

ଭୁବନେଶ୍ୱର,୨।୧୧(ବ୍ୟୁରୋ): କରୋନା ମହାମାରୀକୁ ରୋକିବା ପାଇଁ ଟିକା ପ୍ରସ୍ତୁତି ଜୋର୍‌ସୋର୍‌ରେ ଚାଲିଛି। ତେବେ ଟିକା ପ୍ରସ୍ତୁତ ହେବାପରେ କେଉଁମାନଙ୍କୁ ପ୍ରଥମେ ଦିଆଯିବ ତାକୁ ନେଇ ମଧ୍ୟ...

ନିର୍ବାଚନୀ ପ୍ରଚାରରେ ଆସି କଂଗ୍ରେସକୁ କଟାକ୍ଷ କଲେ ଜୟନାରାୟଣ

ଝାରସୁଗଡ଼ା ଅଫିସ,୧୫।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରଚାର ଆରମ୍ଭ ହୋଇଯାଇଛି। ଏପରିକି ବିଭିନ୍ନ ଦଳର ରାଜନେତା ପ୍ରଚାର ଲାଗି ବ୍ରଜରାଜନଗରରେ ପହଞ୍ଚତ୍ବା ଆରମ୍ଭ କଲେଣି। ଭୋଟରଙ୍କୁ...

Advertisement
Archives

Model This Week