ଅକ୍ସିଜେନ ପ୍ଲାଣ୍ଟ ଉଦ୍‌ଘାଟିତ: ଉପକୃତ ହେବେ ରୋଗୀ

ବଲାଙ୍ଗୀର ଅଫିସ, ୧୫।୧୦- ଭୀମ ଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଶନିବାର ଅକ୍ସିଜେନ ପ୍ଳାଣ୍ଟ ଉଦ୍‌ଘାଟିତ ହୋଇଯାଇଛି। ଶିକ୍ଷାମନ୍ତ୍ରୀ ରୋହିତ ପୂଜାରୀ ଏହାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ, ଜିଲାପାଳ ଚଞ୍ଚଳ ରାଣା, ଭୀମ ଭୋଇ ମେଡିକାଲ କଲେଜ ଡିନ୍‌ ଡା. ସବିତା ମହାପାତ୍ର, ସୁପରିଣ୍ଟେଣ୍ତେଣ୍ଟ ମହେନ୍ଦ୍ର ନାୟକ, ଜିଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ପୌର ପରିଷଦ ଅଧ୍ୟକ୍ଷା ଲିକା ସାହୁ, ସଦର ବ୍ଳକ ଅଧ୍ୟକ୍ଷା ସରିତା ବାଗ୍‌ଙ୍କ ସହ ଅନ୍ୟମାନେ ଉପସ୍ଥିତ ଥିଲେ। ଏହି ଅବସରରେ ଉପସ୍ଥିତ ଅତିଥି ଅକ୍ସିଜେନ ପ୍ଳାଣ୍ଟ ସ୍ଥାପନ ଦ୍ୱାରା ରୋଗୀ ଉପକୃତ ହୋଇପାରିବେ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟୟନରେ ବଡ଼ ଖୁଲାସା, ବାୟୁ ପ୍ରଦୂଷଣ ବଢ଼ାଉଛି ଆତ୍ମହତ୍ୟା ମନୋଭାବ

ନୂଆଦିଲ୍ଲୀ,୧୬।୯: ବାୟୁ ପ୍ରଦୂଷଣ କେବଳ ଫୁସ୍‌ଫୁସ୍‌, ହାର୍ଟ କିମ୍ବା ଶ୍ୱାସଜନିତ ସମସ୍ୟା ପାଇଁ ବିପଦ ନୁହେଁ, ଏହା ମାନସିକ ସ୍ୱାସ୍ଥ୍ୟ ଉପରେ ମଧ୍ୟ ପ୍ରଭାବ ପକାଇପାରେ ।…

UPI ଚାର୍ଜ ନିଷ୍ପତ୍ତିକୁ ପ୍ରତ୍ୟାହାର କରିବେ କି ସରକାର? ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୬।୯: ୨,୦୦୦ ଟଙ୍କାରୁ ଅଧିକ UPI କାରବାର ଉପରେ ୦.୪ ପ୍ରତିଶତ ମର୍ଚ୍ଚାଣ୍ଟ ଡିସ୍‌କାଉଣ୍ଟ ରେଟ୍‌ (MDR) ଲାଗୁ ହେବା ନେଇ ଘୋଷଣା କରାଯାଇଛି । ତେବେ…

ଗଣେଶ ବିସର୍ଜନ ବେଳେ ଅଘଟଣ! ଜେନେରେଟରରେ ତେଲ ଢାଳୁ ଢାଳୁ ଲାଗିଲା ନିଆଁ, ଯୁବକ…

ଝରିଗାଁ, ୧୬।୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମେରା ଗ୍ରାମରେ ଗଣେଶ ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ଏକ ଅଭାବନୀୟ ଘଟଣା…

ସେନ୍ସର ବୋର୍ଡର ନୂଆ ଟିମ୍ ଘୋଷଣା: CBFCରେ ପ୍ରୀତି ଜିଣ୍ଟା, ସୁନୀଲ ଶେଟ୍ଟୀ ଓ ପଙ୍କଜ ତ୍ରିପାଠୀଙ୍କ ସହ ସାମିଲ ହେଲେ ଓଡ଼ିଆ ପୁଅ ନୀଳମାଧବ

ନୂଆଦିଲ୍ଲୀ,୧୬।୯: କେନ୍ଦ୍ରର ନରେନ୍ଦ୍ର ମୋଦୀ ସରକାର ସେଣ୍ଟ୍ରାଲ ବୋର୍ଡ ଅଫ୍ ଫିଲ୍ମ ସର୍ଟିଫିକେସନ୍ (CBFC) ବା ସେନ୍ସର ବୋର୍ଡର ନୂଆ ଟିମ୍ ଗଠନ କରିଛନ୍ତି। ସୂଚନା ଓ…

ୱେଷ୍ଟଇଣ୍ଡିଜ୍ ବିପକ୍ଷ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା; ଏହି ୨ ନୂଆ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୧୬।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଆଗାମୀ ଦିନିକିଆ ଓ ଟି-୨୦ ସିରିଜ୍ ପାଇଁ ଟିମ୍ ଇଣ୍ଡିଆର ଦଳ ଘୋଷଣା ହୋଇଛି । ଏହି ଚୟନକୁ ନେଇ କ୍ରିକେଟ୍‌ପ୍ରେମୀଙ୍କ ମଧ୍ୟରେ…

ଅଲଟୋ କାର୍ ଭିତରେ ଗଞ୍ଜେଇର ପାହାଡ଼! ଧରାପଡ଼ିଲେ ଗୌରୀଶଙ୍କର, ସହଯୋଗୀ ଫେରାର

ପୁରୁଷୋତ୍ତମପୁର,୧୬।୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ମିଳିଛି ବଡ଼ ସଫଳତା। ଗଞ୍ଜେଇ ଚାଲାଣ ବେଳେ ପୋଲିସ ଚଢ଼ଉ କରି ୯୫ କେଜି ଗଞ୍ଜେଇ ସହ ଏକ…

ବୀରମିତ୍ରପୁର ଅଞ୍ଚଳରେ ଲଜ୍ଜା; ଜଙ୍ଗଲରେ ୨ନାବାଳିକାଙ୍କୁ ଗଣ ବଳାତ୍କାର, ୫ ଜଣ…

କୁଆଁରମୁଣ୍ଡା,୧୬।୯(ମହେନ୍ଦ୍ର କୁମାର ସାହୁ) : ବୀରମିତ୍ରପୁର ଥାନା ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ୨ ଜଣ ନାବାଳିକାଙ୍କୁ ଏକ ଜଙ୍ଗଲରେ ୫ ଜଣ…

ବଡ଼ ଖବର! ଏହି ରାଜ୍ୟରେ ଅକ୍ଟୋବର ୧ରୁ ମିଳିବନି ପେଟ୍ରୋଲ୍-ଡିଜେଲ୍

ଚଣ୍ଡିଗଡ଼,୧୬।୯: ହରିୟାଣାରେ ୧ ଅକ୍ଟୋବର ୨୦୨୬ରୁ ଯାନବାହନ ଚଳାଚଳକୁ ନେଇ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ବାୟୁ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ଏନ୍‌ସିଆର ଅଞ୍ଚଳରେ ପୁରୁଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?