ହୋମ୍‌ ଆଇସୋଲେଶନ୍‌ ଆକ୍ରାନ୍ତଙ୍କୁ ଯୋଗାଇ ଦିଆଯିବ ଅକ୍ସିଜେନ୍‌…

ନୂଆଦିଲ୍ଲୀ,୬।୫: ଦେଶରେ କରୋନାର ତାଣ୍ଡବ ଜାରି ରହିଛି। ଏପରିସ୍ଥଳେ ନୂଆଦିଲ୍ଲୀର ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଅକ୍ସିଜେନ୍‌ ଅଭାବ ନେଇ ଦିଲ୍ଲୀର ବିଭିନ୍ନ ହସ୍ପିଟାଲରେ ଦେଖାଦେଇଥିବା ସଙ୍କଟରେ ସୁଧାର ହେବାରେ ଲାଗିଛି। ଏପରିସ୍ଥଳେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଘୋଷଣା କରିଛନ୍ତି ଯେ, ହୋମ୍‌ ଆଇସୋଲେଶନ୍‌ରେ ଥିବା ଆକ୍ରାନ୍ତଙ୍କୁ ଅକ୍ସିଜେନ୍‌ ଯୋଗାଇ ଦିଆଯିବ। ଏଥିପାଇଁ ଦିଲ୍ଲୀ ସରକାରଙ୍ପକ ପୋର୍ଟାଲରେ ଆବେଦନ କରିବାକୁ ପଡ଼ିବ। ଏଥିରେ ଆକ୍ରାନ୍ତଙ୍କ ଫଟୋ, ଆଧାରକାର୍ଡ ଏବଂ କରୋନା ପଜିଟିଭ୍‌ ରିପୋର୍ଟ ଆଦିର କପି ଅନ୍‌ଲାଇନ୍‌ରେ ଅପଲୋଡ୍‌ କରିବାକୁ ହେବ ବୋଲି ଦିଲ୍ଲୀ ସରକାର କହିଛନ୍ତି। ସିଟି ସ୍କାନ୍‌ ରିପୋର୍ଟ ମଧ୍ୟ ଆବେଦନ ପତ୍ର ସହିତ ସଂଯୁକ୍ତ କରାଗଲେ ଭଲ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନାରେ ବ୍ରେକ୍‌, ଦୈନିକ ସଂକ୍ରମଣ ୨ ହଜାର ତଳେ…

ନୂଆଦିଲ୍ଲୀ, ୪।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି...

ଏସ୍‌ଏସ୍‌ଏଫ୍‌: ବିନା ଓ୍ବାରେଣ୍ଟ୍‌ରେ କରିବ ତଲାସୀ

ଲକ୍ଷ୍ନୌ, ୧୪।୯: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ଲାଗି ସ୍ପେଶାଲ ସିକ୍ୟୁରିଟି ଫୋର୍ସ(ଏସ୍‌ଏସ୍‌ଏଫ୍‌) ଗଠନ କରିଛନ୍ତି।  ବିନା ଓ୍ବାରେଣ୍ଟରେ...

ସିଜେଆଇଙ୍କ ବିରୋଧରେ ଷଡ଼ଯନ୍ତ୍ର ଅଭିଯୋଗ: ତଦନ୍ତ ଶେଷ, ସେପ୍ଟେମ୍ବରରେ ରିପୋର୍ଟ

ନୂଆଦିଲ୍ଲୀ,୨୨ା୮: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କ ବିରୋଧରେ ବଡ଼ ଷଡ଼ଯନ୍ତ୍ର ଅଭିଯୋଗର ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଜଣିକିଆ କମିଟି ଏହାର...

ଖବରଦାତାଙ୍କୁ ମାଡ଼ମାରି ଜିଆର୍‌ପି କର୍ମଚାରୀ ନିଲମ୍ବିତ: ଭିଡ଼ିଓ ଭାଇରାଲ

ଲକ୍ଷ୍ନୌ,୧୨।୬: ଉତ୍ତରପ୍ରଦେଶରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ସ୍ଥାନୀୟ ଶାମଲୀ ଅଞ୍ଚଳରେ ଥିବା ରେଳଷ୍ଟେଶନ୍‌ରେ ଜଣେ ଖବରଦାତାଙ୍କୁ ଜିଆରପି ପୋଲିସ ମାଡ଼ ମାରିବା ସହିତ...

ଷ୍ଟିଲ ମ୍ୟାନ ଜାମସେଦ ଜି ଇରାନୀଙ୍କ ପରଲୋକ

ନୂଆଦିଲ୍ଲୀ,୧ ।୧୧: ଦେଶର ଷ୍ଟିଲ ମ୍ୟାନ ଭାବେ ପରିଚିତ ଜାମସେଦ ଜି ଇରାନୀଙ୍କର ପରଲୋକ ହୋଇଛି । ସୋମବାର ୩୧ ଅକ୍ଟୋବରରେ ସେ ଜାମସେଦପୁରରେ ଶେଷ...

୧୪ ଦିନିଆ ନ୍ୟାୟିକ ହେପାଜତରେ ସ୍ବାସ୍ଥ୍ୟ ମନ୍ତ୍ରୀ

ନୂଆଦିଲ୍ଲୀ,୧୩।୫: ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ଗଲେ ବେଆଇନ ଅର୍ଥ କାରବାରରେ ଗିରଫ ହୋଇଥିବା ଦିଲ୍ଲୀ ସ୍ବାସ୍ଥ୍ୟ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ । ସୋମବାର...

ସିଏଏ ହିଂସା: ଦିଲ୍ଲୀ, ପଶ୍ଚିମବଙ୍ଗ ପରେ ଏବେ ଲକ୍ଷ୍ନୌକୁ ବ୍ୟାପିଲା

ଲକ୍ଷ୍ନୌ,୧୬।୧୨: ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ନେଇ ହିଂସା ଏବେ ଦେଶର ଗୋଟିଏ ଅଞ୍ଚଳରୁ ଅନ୍ୟ ଅଞ୍ଚଳକୁ ବ୍ୟାପିବାରେ ଲାଗିଛି। ଦିଲ୍ଲୀ ଏବଂ ପଶ୍ଚିମବଙ୍ଗରେ ଏନେଇ ବ୍ୟାପକ...

ଦ୍ୱିତୀୟଥର ପାଇଁ ତ୍ରିପୁରାର ମୁଖ୍ୟମନ୍ତ୍ରୀ ହେଲେ ମାଣିକ ଶାହା

ଅଗରତାଲା,୮।୩: ଭାଜପା ନେତା ମାଣିକ ଶାହା ବୁଧବାର ଦ୍ୱିତୀୟଥର ପାଇଁ ତ୍ରିପୁରାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ତାଙ୍କୁ ରାଜ୍ୟପାଳ ପଦ ଓ ଗୋପନୀୟତାର...

Advertisement
Archives

Model This Week