ଓୟୋ ବ୍ୟାଙ୍କରପ୍ସି ଫାଇଲିଂ କରିନାହିଁ: ରିତେଶ

ନୂଆଦିଲ୍ଲୀ:  ଓୟୋ ରୁମ୍ସ ଦେବାଳିଆ ହେବା ଫଳରେ ବ୍ୟାଙ୍କ୍ରପ୍ସି ଫାଇଲିଂ କରିଥିବା ଏକ ଖବର ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ଏହାକୁ ନେଇ କମ୍ପାନୀର ପ୍ରତିଷ୍ଠାତା ରିତେଶ ଅଗ୍ରଓ୍ବାଲ ଟୁଇଟ ଯୋଗେ ସ୍ପଷ୍ଟୀକରଣ ଦେଇଛନ୍ତି। ଟୁଇଟରେ ସେ କହିଛନ୍ତି, ଓୟୋ ବ୍ୟାଙ୍କ୍ରପ୍ସି ଫାଇଲିଂ କରିନାହିଁ। ଏଭଳି ଖବରର କୌଣସି ସତ୍ୟତା ନାହିଁ। ଓୟୋ ବ୍ୟାଙ୍କ୍ରପ୍ସି ଫାଇଲିଂ କରିଥିବା ଏକ ପିଡିଏଫ୍‌ ଏବଂ ମେସେଜ ପ୍ରସାରିତ ହେଉଥିବା ଦେଖିବାକୁ ମିଳିଛି, ଯାହା ସମ୍ପୂର୍ଣ୍ଣ ଭାବେ ସତ ନୁହେଁ। ଆମର ଏକ ସହଯୋଗୀ ସଂସ୍ଥା ପରିଚାଳନା ଗତ ଋଣ ପ୍ରଦାନକାରୀଙ୍କ କିଛି ପରିମାଣର ଅର୍ଥ ବର୍ତ୍ତମାନ ପଇଠ କରିବାକୁ ସମସ୍ୟା ଉପୁଜିଛି। ଫଳରେ ସେମାନେ ଏନ୍‌ସିଏଲ୍‌ଟିଙ୍କ ନିକଟରେ କର୍ପୋରେଟ ଇନ୍‌ସଲଭେନ୍ସି ଆବେଦନ କରିଛନ୍ତି। ଏହି ଆବେଦନକୁ ଏନ୍‌ସିଏଲ୍‌ଟି ଗ୍ରହଣ କରିଛନ୍ତି। ଏନ୍‌ସିଏଲ୍‌ଟି ଅର୍ଡରକୁ ବର୍ତ୍ତମାନ ନ୍ୟାଶନାଲ କମ୍ପାନୀ ଲ ଆପିଲେଟ ଟ୍ରିବ୍ୟୁନାଲ(ଏନ୍‌ସିଏଲ୍‌ଏଟି)ରେ ଆବେଦନ କରାଯାଇଥିବା ରିତେଶ କହିଛନ୍ତି। ବିବାଦୀୟ ରାଶିକୁ ବର୍ତ୍ତମାନ ପଇଠ କରାଯାଇଥିବା ରିତେଶ ସ୍ପଷ୍ଟ କରିଛନ୍ତି। ଉଲ୍ଲେଖଯୋଗ୍ୟ, ମାମଲା ବର୍ତ୍ତମାନ ବିଚାରାଧୀନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri