Advertisement

ଓୟୋର ପରାମର୍ଶଦାତା ପଦରେ ଏସ୍‌ବିଆଇର ପୂର୍ବତନ ଚେୟାରମ୍ୟାନ

ମୁମ୍ବାଇ,୩।୧୨: ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ)ର ପୂର୍ବତନ ଚେୟାରମ୍ୟାନ ରଜନିଶ କୁମାରଙ୍କୁ ଗୁରୁବାର ଷ୍ଟ୍ରାଟେଜିକ୍‌ ଗ୍ରୁପ ଆଡଭାଇଜର ଭାବେ ନିଯୁକ୍ତ କରିଛି ଟ୍ରାଭେଲ ଟେକନୋଲୋଜି ପ୍ଲାଟଫର୍ମ ଓୟୋ। ଫାଇନାନସିଆଲ କ୍ଷେତ୍ରରେ ତାଙ୍କର ୪୦ ବର୍ଷର ଅଭିଜ୍ଞତା ରହିଛି। ସେ ଓୟୋର ମ୍ୟାନେଜମେଣ୍ଟକୁ ଷ୍ଟ୍ରାଟେଜି, ରେଗୁଲେଟରି ଉପରେ ପରାମର୍ଶ ଦେବେ। ଏଥିସହିତ ବିଶ୍ୱ ସ୍ତରରେ କମ୍ପାନୀର ବ୍ରାଣ୍ଡକୁ ପ୍ରମୋଟ କରିବେ ବୋଲି ଓୟୋ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ରାଷ୍ଟ୍ରପତି ଦୌଡରେ ନାହିଁ’

ନୂଆଦିଲ୍ଲୀ,୧୪।୬: ଦେଶରେ ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ବିଜ୍ଞପ୍ତି ଜାରି କରାଯାଇଛି। ଏବେ ସମସ୍ତ ରାଜନୈତିକ ଦଳ ପ୍ରାର୍ଥୀ ଉପରେ ବିଚାର କରୁଛନ୍ତି। ରାଷ୍ଟ୍ରପତି ପ୍ରାର୍ଥୀ କାହାକୁ...

‘ମନ୍ଦିର ଭାଙ୍ଗି ହିନ୍ଦୁଙ୍କୁ ଅପମାନିତ କରିବାକୁ ପ୍ରୟାସ’

ନୂଆଦିଲ୍ଲୀ,୧।୫: ମନ୍ଦିର ଭାଙ୍ଗି ହିନ୍ଦୁମାନଙ୍କୁ ଅପମାନିତ କରିବାର ପ୍ରୟାସ କରାଯାଉଛି ବୋଲି ବିଶ୍ୱ ହିନ୍ଦୁ ପରିଷଦର ସଭାପତି ପ୍ରବୀଣ ତୋଗାଡିଆ ରବିବାର କହିଛନ୍ତି।  ତୋଗାଡିଆ କହିଛନ୍ତି,...

ଦିଲ୍ଲୀ ହିଂସା: ସଂସଦର ଉଭୟ ଗୃହରେ ଅଚଳାବସ୍ଥା; ଶାହାଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ,୨।୩: ଦିଲ୍ଲୀ ହିଂସା ନେଇ ସଂସଦର ବଜେଟ ଅଧିବେଶନରେ ଉଭୟ ଗୃହରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ବିରୋଧୀ ଦଳଗୁଡ଼ିକ ପକ୍ଷରୁ ଏଥିପାଇଁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ...

ରୋଗ ନିରୁପଣ ପାଇଁ ବ୍ୟବହାର କରାଯାଉଛି ଜ୍ୟୋତିଷଶାସ୍ତ୍ର

ଜୟପୁର,୨୮।୫: ରାଜସ୍ଥାନ ଜୟପୁରରେ ଥିବା ‘ୟୁନିକ ସଙ୍ଗିତା ମେମୋରିଆଲ୍‌ ହସ୍ପିଟାଲ’ରେ ଏବେ ରୋଗର ନିରୁପଣ ପାଇଁ ଚିକିତ୍ସା ବିଜ୍ଞାନ ଓ ଜ୍ୟୋତିଷଶାସ୍ତ୍ରର ସାହାଯ୍ୟ ନିଆଯାଉଥିବା ଜଣାପଡିଛି।...

ଦେଶରେ ଚାଲିଛି ମୋଦି-ପୋଲିସଙ୍କ ରାଜୁତି…

ନୂଆଦିଲ୍ଲୀ, ୨୬।୭ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ସରକାରଙ୍କ ବିଭିନ୍ନ ନିୀତିର ବିରୋଧ କରି ଏକ ପ୍ରତିବାଦ ଆନ୍ଦୋଳନର ନେତୃତ୍ୱ ନେଇ ରାସ୍ତାରେ...

୭୬୨ କି.ମି. ଆସିବାକୁ ଟ୍ରେନ୍‌କୁ ଲାଗିଲା ବର୍ଷେ

ରାଞ୍ଚି,୨୮।୫: ଛତିଶଗଡ଼ରୁ ଏକ ମାଲ୍‌ବାହୀ ଟ୍ରେନ୍‌ ଚାଉଳ ଧରି ଝାଡ଼ଖଣ୍ଡର ନୂଆ ଗିରିଡିହ ଷ୍ଟେଶନରେ ପହଞ୍ଚିବାକୁ ବର୍ଷେ ଲାଗିଛି। ଏହାକୁ ନେଇ ରେଲଓ୍ବେ ଅଧିକାରୀମାନେ ବିସ୍ମିତ...

୧୫ ରାଜ୍ୟର ୨୫୧ ଜିଲାରେ ଲମ୍ପି ଭାଇରସ ଆତଙ୍କ…

ନୂଆଦିଲ୍ଲୀ, ୨୬।୯ : ଦେଶରେ ଲମ୍ପି ଭାଇରସଏକ ଭୟଙ୍କର ରୂପ ନେଇଛି। ଏହି ଭୂତାଣୁ ୧୫ ଟି ରାଜ୍ୟର ୨୫୧ ଟି ଜିଲ୍ଲାକୁ ବ୍ୟାପିଛି ।...

ବିନା ପ୍ରମାଣରେ ଜୀବନ ପ୍ରତି ବିପଦ ଦର୍ଶାଇ ବିଚାରାଧୀନ ମାମଲାର ସ୍ଥାନାନ୍ତରଣ କରାଯାଇ ପାରିବ ନାହିଁ…

ନୂଆଦିଲ୍ଲୀ,୨।୧୧: କୌଣସି ପ୍ରର୍ଯ୍ୟାପ୍ତ ପ୍ରମାଣ ବିନା ବିଚାରାଧୀନ ମାମଲାକୁ ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ଅନ୍ୟ କୋର୍ଟକୁ ସ୍ଥାନାନ୍ତରଣ କରାଯାଇ ପାରିବ ନାହିଁ ବୋଲି...

Advertisement
Archives

Model This Week