ପି. ସି. ଚନ୍ଦ୍ରାର ୨ ଦିନିଆ ଅଳଙ୍କାର ପ୍ରଦର୍ଶନୀ

ଭୁବନେଶ୍ୱର,୩।୯ (ଅଭୟ ଦାଶ): ପି ସି ଚନ୍ଦ୍ରା ଜୁଏଲର୍ସର ୨ଦିନିଆ ଅଳଙ୍କାର ପ୍ରଦର୍ଶନୀ ସୋମବାର ଭୁବନେଶ୍ୱରର ଖାରବେଳନଗରସ୍ଥିତ ଶୋ’ରୁମ୍‌ ପରିସରରେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ରାଣ୍ଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତି ସୂକ୍ଷ୍ମ କାରୁକାର୍ଯ୍ୟରେ ନିର୍ମିତ ଇଟର୍ନା କଲେକ୍ସନର ଅନାବରଣ (ଉନ୍ମୋଚନ) ମଧ୍ୟ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ପ୍ରତିବର୍ଷ ଭଳି ଚଳିତବର୍ଷର ପାର୍ବଣଋତୁ ପୂର୍ବରୁ ପି ସି ଚନ୍ଦ୍ରା ଜୁଏଲର୍ସ ପକ୍ଷରୁ ଏକ ୨ଦିନିଆ ଅଳଙ୍କାର ପ୍ରଦଶର୍ନୀର ଆୟୋଜନ କରାଯାଇଛି। ଏହି ପ୍ରଦର୍ଶନୀ ୨୦୨୪ ସେପ୍ଟେମ୍ବର ୨ ଓ ୩ ତାରିଖ ସକାଳ ୧୦ରୁ ସନ୍ଧ୍ୟା ୯ ଘଟିକା ପର୍ଯ୍ୟନ୍ତ ଭୁବନେଶ୍ୱରର ଖାରବେଳନଗରସ୍ଥିତ ଶୋ’ରୁମ୍‌ ପରିସରରେ ଉପଲବ୍ଧ ରହିଛି। ସେହିଭଳି ଏହି ଅବସରରେ ବ୍ରାଣ୍ଡର ବିଭିନ୍ନ ଅଳଙ୍କାର ଓ ନୂତନ କଲେକ୍ସନ ଉନ୍ମୋଚନ ସାଙ୍ଗକୁ ପି ସି ଚନ୍ଦ୍ରାର ୧୦,୦୦୦ରୁ ଅଧିକ ହୀର ଓ ସୁନାର ଡିଜାଇନ ଉଭୟ ବିକ୍ରୟ ଓ ପ୍ରଦର୍ଶନୀ ପାଇଁ ଉନୁ୍ମକ୍ତ ରହିଛି। ଏପରିକି ଏହି ପରିପ୍ରେକ୍ଷୀରେ କ୍ରୟ କରୁଥିବା ଗ୍ରାହକ ଓ ଅଗ୍ରିମ ବୁକିଂ କରୁଥିବା ଉପଭୋକ୍ତାଙ୍କୁ ଆକର୍ଷଣୀୟ ଅଫର ଓ ରିହାତି ସାଙ୍ଗକୁ ଉପହାର ମଧ୍ୟ ଯୋଗାଇ ଦିଆଯାଉଛି। ସେହିପରି ପୁରୁଣା ସୁନା ଉପରେ ଶତପ୍ରତିଶତ ବଦଳ ଦର ଓ ମୂଲ୍ୟ ପ୍ରଦାନ କରାଯାଉଛି। ଏପରିକି ୦%ର ଇଏମ୍‌ଆଇ ସୁବିଧା ଓ ଗହଣା ବୀମା ଭଳି ସୁବିଧା ମଧ୍ୟ ଏହି ଅବସରରେ ପ୍ରଦାନ କରାଯାଉଛି।
ଏ ସମ୍ପର୍କରେ ପି ସି ଚନ୍ଦ୍ରା ଜୁଏଲର୍ସର ଭୁବନେଶ୍ୱରସ୍ଥିତ ଖାରବେଳନଗର ଆଉଟ୍‌ଲେଟର ମୁଖ୍ୟ ନାରୁଗୋପାଳ ସିଂହ କହିଥିଲେ, ଆମେ ଆମର ବହୁ ପ୍ରତୀକ୍ଷିତ ପାର୍ବଣ ପୂର୍ବ ପ୍ରଦର୍ଶନୀର ଶୁଭାରମ୍ଭ କରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଏହି ଅବସରରେ ବ୍ରାଣ୍ଡର ଇଟର୍ନା କଲେକ୍ସନ୍ସ ଉନ୍ମୋଚନ କରି ଆନନ୍ଦିତ ଥିଲାବେଳେ ଗ୍ରାହକଙ୍କ ଚାହିଦା ଓ ବଜାର ଆବଶ୍ୟକତାକୁ ପୂରଣ କରିବା ପାଇଁ ଏହି ୨ ଦିନିଆ ପ୍ରଦର୍ଶନୀର ଅୟମାରମ୍ଭ କରାଯାଇଛି। ଏହା ଜରିଆରେ ଆମେ ଆମର ବହୁମୂଲ୍ୟ ଗ୍ରାହକଙ୍କ ନିକଟତର ହେବା ସହିତ ସେମାନଙ୍କ ଆବଶ୍ୟକତାକୁ ମଧ୍ୟ ଉପହାର ଓ ରିହାତି ଜରିଆରେ ପୂରଣ କରିପାରିବୁ ବୋଲି ଆଶା ରଖିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?