ପି.ସି. ଚନ୍ଦ୍ରା ଜୁଏଲର୍ସର ପଣା ସଂକ୍ରାନ୍ତି କଲେକ୍ସନ

ଭୁବନେଶ୍ୱର,୧୩।୪: ପି.ସି.ଚନ୍ଦ୍ରା ଜୁଏଲର୍ସର ବହୁ ପ୍ରତୀକ୍ଷିତ ତଥା ସୂକ୍ଷ୍ମ କାରୁକାର୍ଯ୍ୟରେ ନିର୍ମିତ ‘ପଣା ସଂକ୍ରାନ୍ତି’ କଲେକ୍ସନର ଅନାବରଣ (ଉନ୍ମୋଚନ) ନିକଟରେ ହୋଇଯାଇଛି। ବିଶେଷକରି ସମସାମୟିକ ମହିଳାଙ୍କ ପାଇଁ ସୂକ୍ଷ୍ମ ଡିଜାଇନ ଏବଂ ହସ୍ତତନ୍ତ ଅଳଙ୍କାର ସହ ସମକକ୍ଷ ପ୍ରକୃତିର ଉପାଦାନଗୁଡ଼ିକ ଦ୍ୱାରା ପ୍ରାୟତଃ ଅନୁପ୍ରାଣିତ ମୟୂର ମୋଟିଫ୍‌ ଏବଂ ପୁଷ୍ପ ଢାଞ୍ଚା ପରି ଡିଜାଇନଗୁଡ଼ିକ ଜଣେ ମହିଳାଙ୍କ ଭିତର ସୌନ୍ଦର୍ଯ୍ୟକୁ ଏହା ପ୍ରତିଫଳିତ କରିଥାଏ। ସେହିଭଳି ବ୍ରାଣ୍ଡ୍‌ର ନୂତନ କଲେକ୍ସନ ଉଭୟ ୨୨କ୍ୟାରେଟ ସୁନା ଏବଂ ହୀରା ବର୍ଗରେ ଡିଜାଇନ ଓ ଉନ୍ମୋଚିତ ହୋଇଛି। ଏହି ପରିପ୍ରେକ୍ଷୀରେ ଏକ ଆକର୍ଷଣୀୟ ଅଫର ମଧ୍ୟ ଘୋଷଣା କରାଯାଇଛି। ଉକ୍ତ ଅଫର ୨୦୨୪ ଏପ୍ରିଲ ୧୩ରୁ ୨୦ ପର୍ଯ୍ୟନ୍ତ ବ୍ରାଣ୍ଡ୍‌ର ସମସ୍ତ ଷ୍ଟୋରରେ ଉପଲବ୍ଧ। ଏହି ଅଫର ଅନ୍ତର୍ଗତ ସମସ୍ତ ଅଳଙ୍କାରର ଚାର୍ଜ ଉପରେ ୨୦% ଏବଂ ହୀରା ଓ ମୂଲ୍ୟବାନ୍‌ ପଥରର ମୂଲ୍ୟ ଉପରେ ୧୦% ଅଫର ପ୍ରଦାନ କରାଯାଉଛି। ଅପରପକ୍ଷରେ ଦେଶର ଅଗ୍ରଣୀ ଡିଜାଇନଗୁଡ଼ିକ ସହିତ ଏକ ନୂତନ ଫ୍ୟାଶନ ଶୋ ମଧ୍ୟ ଆୟୋଜିତ ହୋଇଯାଇଛି। ବିଶେଷକରି ହୋଟେଲ ଆଇଟିସି ସ୍ବାଗତ ପରିସରରେ ଅଭିନେତା ସଂୟମ୍‌ ସିଦ୍ଧ ଏବଂ ଗ୍ଲୋବାଲ ଡ୍ୟାନ୍ସ ଆଇକନ୍‌ ଶାଶ୍ୱତ ଜୋଷୀଙ୍କ ଜରିଆରେ ଆମର ନୂତନ ସଂଗ୍ରହ ସହ ଷୋ ଷ୍ଟପରର ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri