ଗଞ୍ଜାମ ଜିଲା ଭାଜପା ଯୁବମୋର୍ଚ୍ଚାର ଉପସଭାପତି ଭାବେ ପି.ରାମବାବୁ ନିଯୁକ୍ତ, କହିଲେ ଦଳର…

ଛତ୍ରପୁର,୨୩ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନଆର୍ଯ୍ୟପଲ୍ଲୀ ଗ୍ରାମର ଯୁବ ସଂଗଠକ ପି. ରାମବାବୁଙ୍କୁ ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ଗଞ୍ଜାମ ଜିଲା ଉପସଭାପତି ଭାବେ ନିଯୁକ୍ତ କରାଯାଇଛି। ଏହି ଦାୟିତ୍ୱ ପାଇଁ ସେ ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କୃତଜ୍ଞତା ଜଣାଇଛନ୍ତି। ତା’ ପରେ ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଅଭିଲାଷ ପଣ୍ଡା, ରାଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ବ୍ରହ୍ମପୁର ଏପ୍‌ପି ଡା. ପ୍ରଦୀପ ପାଣିଗ୍ରାହୀ, ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଜିଲ୍ଲା ସଭାପତି ସରୋଜ ସାବତ, ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ରାଜ୍ୟ ଉପସଭାପତି ତୁତୁନ ପାତ୍ର ଓ ଯୁବମୋର୍ଚ୍ଚା ଗଞ୍ଜାମ ଜିଲା ସଭାପତି ସୋମନାଥ ପାତ୍ରଙ୍କ ସହ ଦଳର ସମସ୍ତ ନେତା ଜିଲାରେ ଯୁବମୋର୍ଚ୍ଚାର ସଂଗଠନକୁ ଆହୁରି ସୁଦୃଢ଼ କରିବା ସହ ଯୁବମାନଙ୍କୁ ଦଳ ସହିତ ଯୋଡ଼ିବା ପାଇଁ କାମ କରିବେ ବୋଲି ପି. ରାମବାବୁ ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଡାକ୍ତର ଅଛନ୍ତି ମାତ୍ର ୧୦…ଛତ୍ରପୁର ହସ୍ପିଟାଲରେ ICU ଓ ଟ୍ରମା କେୟାର ପାଇଁ ଉଠିଲା ଦାବି

ଛତ୍ରପୁର,୬ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ପର୍ଯ୍ୟାପ୍ତ ସଂଖ୍ୟକ…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ରାସ୍ତା ନିର୍ମାଣ କାର୍ଯ୍ୟରେ ଅନିୟମିତତା ଅଭିଯୋଗ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର

ଗଞ୍ଜାମ,୬।୯(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡ ୯ ବରପଲ୍ଲୀ ଗ୍ରାମକୁ ଉପଯୁକ୍ତ ରାସ୍ତା ଟିଏ ନଥିଲା । ଦୀର୍ଘ ବର୍ଷ ହେବ ମୋରମ ବିଛା…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri