Posted inଖେଳ

ସିଙ୍ଗାପୁର ଓପନ ଜିତି ଇତିହାସ ରଚିଲେ ପିଭି ସିନ୍ଧୁ

ନୂଆଦିଲ୍ଲୀ,୧୭।୭: ଇତିହାସ ରଚିଲେ ବ୍ୟାଡମିଣ୍ଟନ ଷ୍ଟାର୍‌ ପିଭି ସିନ୍ଧୁ। ପ୍ରଥମଥର ପାଇଁ ସିଙ୍ଗାପୁର ଓପନ ଜିତିଛନ୍ତି ସେ। ଫାଇନାଲରେ ଚାଇନାର ତାରକା ଖେଳାଳି ୱାଙ୍ଗ ଝି ୟିଙ୍କୁ ସେ ପରାଜିତ କରିଛନ୍ତି।୨୧-୯, ୧୧-୨୧, ୨୧-୧୫ରେ ତାଙ୍କୁ ସେ ହରାଇଛନ୍ତି।

ତିନି ସେଟ ଧରି ଚାଲିଥିବା ମ୍ୟାଚରେ ସିନ୍ଧୁ ପ୍ରଥମେ ବିଜୟରୁ ଆରମ୍ଭ କରିଥିଲେ। ୱାଙ୍ଗ ତା’ପରେ ପ୍ରତ୍ୟାବର୍ତ୍ତନ କରି ଦ୍ୱିତୀୟ ସେଟ୍‌କୁ ୨୧-୧୧ରେ ଜିତି ମ୍ୟାଚ୍‌କୁ ବରାବର ସ୍ଥିତିକୁ ଆଣିଥିଲେ। ଏହାପରେ ତୃତୀୟ ସେଟ ବେଶ ରୋମାଞ୍ଚକର ଥିଲା। ପ୍ରାରମ୍ଭିକ ୮-୧୦ ପଏଣ୍ଟ ପର୍ଯ୍ୟନ୍ତ, ଦୁଇ ଖେଳାଳିଙ୍କ ମଧ୍ୟରେ ସମାନ ଲଢ଼େଇ ହୋଇଥିଲା। କିନ୍ତୁ ସିନ୍ଧୁ ଧୀରେ ଧୀରେ ମ୍ୟାଚ୍‌ରେ ଆଗକୁ ବଢ଼ିଥିଲେ ଏବଂ ତୃତୀୟ ସେଟକୁ ୨୧-୧୫ ବ୍ୟବଧାନରେ ଜିତି ଟାଇଟଲ ହାତେଇ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଡ଼ ହଲଚଲ: ବାଦ୍‌ ପଡ଼ିଲେ ଭାରତୀୟ ଅଧିନାୟକ ଶୁଭମନ ଗିଲ!

ନୂଆଦିଲ୍ଲୀ,୧୧।୧୦: ନ୍ୟୁଜିଲାଣ୍ଡ ଗସ୍ତ ପୂର୍ବରୁ ନିଜ ବ୍ୟାଟିଂ ଫର୍ମ ପରଖିବା ସହ ମ୍ୟାଚ ଅଭ୍ୟାସ ହାସଲ କରିବା ପାଇଁ ଭାରତୀୟ ଟେଷ୍ଟ ଓ ଦିନିକିଆ ଦଳର ଅଧିନାୟକ…

ଆଇପିଏଲ ୨୦୨୭ ପୂର୍ବରୁ ବଡ଼ ହଲଚଲ! ବିଦା ହୋଇପାରନ୍ତି ୧୦ ବଡ଼ ବ୍ୟାଟର୍‌, ତାଲିକାରେ ସୂର୍ଯ୍ୟଙ୍କ ସମେତ…

ନୂଆଦିଲ୍ଲୀ,୧୧।୧୦: ଆଇପିଏଲ ୨୦୨୭କୁ ନେଇ ଏବେଠାରୁ ଆରମ୍ଭ ହୋଇଗଲାଣି ଚର୍ଚ୍ଚା। ଆଗାମୀ ସିଜନ ପାଇଁ ସମସ୍ତ ୧୦ଟି ଫ୍ରାଞ୍ଚାଇଜି ନିଜ ନିଜ ଦଳକୁ ମଜଭୁତ କରିବାର ଯୋଜନା…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

IND vs WI, 3rd T20 Playing-11: ଶୋଚନୀୟ ପରାଜୟ ପରେ ଭାରତୀୟ ଦଳରେ ପରିବର୍ତ୍ତନ; ଏହି ଅଲରାଉଣ୍ଡରଙ୍କ ସ୍ଥାନ ନେବେ …

ନୂଆଦିଲ୍ଲୀ,୧୦।୧୦: ଦ୍ୱିତୀୟ ଟି-୨୦ ମ୍ୟାଚରେ ୱେଷ୍ଟ ଇଣ୍ଡିଜ ବ୍ୟାଟରମାନେ ଭାରତୀୟ ବୋଲରଙ୍କୁ ନିର୍ଦ୍ଦୟ ଭାବେ ପ୍ରହାର କରିଥିଲେ। ଭାରତ ୨୫୦ ରନର ସ୍କୋରକୁ ରକ୍ଷା କରିବାରେ ବିଫଳ…

ଚମତ୍କାର ରେକର୍ଡ କଲେ ତିଲକ ବର୍ମା: ଟି-୨୦ କ୍ରିକେଟ୍‌ରେ ପ୍ରଥମଥର କଲେ ଏମିତି କମାଲ

ନୂଆଦିଲ୍ଲୀ,୧୦।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଲକ ବର୍ମାଙ୍କ ବ୍ୟାଟ ପୁଣିଥରେ ଗର୍ଜିଛି। ୱେଷ୍ଟଇଣ୍ଡିଜ ବିପକ୍ଷରେ ରାଞ୍ଚିରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ସେ ମାତ୍ର ୧୮ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?