Posted inଜାତୀୟ

ପି-୨୦ ସମ୍ମିଳନୀକୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୩।୧୦: ‘ପାର୍ଲାମେଣ୍ଟ-୨୦’ ଶିଖର ସମ୍ମିଳନୀ ଅର୍ଥାତ୍‌ ପି-୨୦ ଭାରତରେ ଆୟୋଜିତ ହେଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି  ପି -୨୦କୁ ଉଦ୍‌ଘାଟନ କରି ଦେଶର ନେତାମାନଙ୍କୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଏହି ଶିଖର ସମ୍ମିଳନୀ ହେଉଛି ଏକ ମହାକୁମ୍ଭ। ଆପଣ ସମସ୍ତେ ଏଠାକୁ ଆସିବା ଶୁଭ ଅଟେ। ଆଜିକାଲି ଭାରତରେ ଉତ୍ସବର ଋତୁ ଚାଲିଛି। ୧୩-୧୪ ଅକ୍ଟୋବରରେ ପି-୨୦ ଶିଖର ସମ୍ମିଳନୀ ଆୟୋଜିତ ହେଉଛି। ଏଥିରେ ଜି -୨୦ ଦେଶର ସଂସଦ ଅଧ୍ୟକ୍ଷ ଏବଂ ସଭାପତିମାନେ ଭାଗ ନେଇଛନ୍ତି।

ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଆସନ୍ତା ବର୍ଷ ଭାରତରେ ପୁଣିଥରେ ସାଧାରଣ ନିର୍ବାଚନ ହେବାକୁ ଯାଉଛି। ଆସନ୍ତା ବର୍ଷ ଅନୁଷ୍ଠିତ ହେବାକୁ ଥିବା ସାଧାରଣ ନିର୍ବାଚନ ଦେଖିବା ପାଇଁ ମୁଁ ପି-୨୦ ସମ୍ମିଳନୀରେ ଆପଣ ସମସ୍ତ ପ୍ରତିନିଧୀଙ୍କୁ ଏକ ଅଗ୍ରୀମ ନିମନ୍ତ୍ରଣ ପ୍ରଦାନ କରୁଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

ଟାଇଟଲ୍‌ ଲକ୍ଷ୍ୟରେ ଭାରତ: ଇଂଲଣ୍ଡ ଆଗରେ ୪୧୨ ରନ୍‌ର ବିଶାଳ ଟାର୍ଗେଟ୍‌

ହରାରେ,୬।୨: ହରାରେ ସ୍ପୋଟର୍‌ସ କ୍ଲବଠାରେ ଶୁକ୍ରବାର ୧୯ ବର୍ଷରୁ କମ୍‌ ପୁରୁଷ ବିଶ୍ବକପ୍‌ ଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri