ସହାୟତା ଅପେକ୍ଷାରେ ପବିତ୍ରଙ୍କ ପରିବାର

ନିରାକାରପୁର,୨୦ା୧(ଡି.ଏନ୍‌.ଏ.): ଦିନ ଥିଲା ରାଜନେତାଙ୍କଠାରୁ ଆରମ୍ଭ କରି ବଣିକ ସଂଘ ପର୍ଯ୍ୟନ୍ତ ସମସ୍ତଙ୍କ ପ୍ରିୟ ଥିଲେ ନିରାକାରପୁର ପଞ୍ଚାୟତର ପବିତ୍ର ମୋହନ ସାହୁ ଓରଫ ପବି। ତେବେ ସେ ମୁଖ କର୍କଟ ରୋଗରେ ପୀଡ଼ିତ ହେବା ପରେ ଯେପରି ସମସ୍ତଙ୍କ ପାଇଁ ଅଲୋଡ଼ା ପାଲଟି ଯାଇଛନ୍ତି। ଅନ୍ୟପଟେ ଅର୍ଥ ଅଭାବରୁ ତାଙ୍କର ଠିକ୍‌ରେ ଚିକିତ୍ସା ହୋଇପାରୁ ନାହିଁ। ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବା ସହ ପୀଡିତଙ୍କ ଚିକିତ୍ସା ପାଇଁ ସହାୟତା କରିବାକୁ ପରିବାର ପକ୍ଷରୁ ନିବେଦନ କରାଯାଇଛି।ସୂଚନା ମୁତାବକ, ନିରାକାରପୁର ତଳବଜାରରେ ପବିତ୍ର ଘର ଆଗରେ ଦୋକାନ କରି ପରିବାର ଚଳାଉଥିଲେ। ଏଥିସହ ସେ ଭାଜପାର ଜଣେ ସକ୍ରିୟ କର୍ମୀଭାବେ ଅଞ୍ଚଳରେ ଜଣାଶୁଣା ଥିଲେ। ଅନେକ ବର୍ଷ ଧରି ସ୍ଥାନୀୟ ବଜାରର ବଣିକ ସଂଘ ଓ ଅନ୍ୟ କେତେକ ସଂସ୍ଥାରେ ସଭ୍ୟ ରହିଛନ୍ତି। ତେବେ ୬ ମାସ ପୂର୍ବେ ତାଙ୍କର ଡାହଣ ଗାଲ ବିନ୍ଧିବାରୁ ଚିକିତ୍ସା ହେଉଥିଲେ। ପରବର୍ତ୍ତୀ ସମୟରେ ପରୀକ୍ଷା କରିବା ପରେ ସେ କର୍କଟ ରୋଗରେ ପୀଡ଼ିତ ଥିବା ଜାଣିବାକୁ ପାଇଥିଲେ। ଆର୍ଥିକ ଅବସ୍ଥା ଭଲ ନ ଥିବାରୁଘରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

ପୁଣିଥରେ ଭାରତକୁ ଧୋକା ଦେବେ ଟ୍ରମ୍ପ, ଲାଗୁ କରିବେ ନୂଆ ଟାରିଫ୍‌

ଓ୍ବାଶିଂଟନ୍‌,୯।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚିତ କରିଛନ୍ତି ଯେ ତାଙ୍କ ପ୍ରଶାସନ ଭାରତୀୟ ଚାଉଳ ଏବଂ କାନାଡିଆନ ସାର ସମେତ ବିଦେଶୀ କୃଷି ଉତ୍ପାଦ...

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri