ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି ତେଜି ଉଠୁଛି। ସୋମବାର ବରଗଡ଼ ଜିଲା ଗୋଡ଼ଭଗା କ୍ୟାମ୍ପ ଛକରେ କୋଶଲ ସେନା ଆନ୍ଦୋଳନକୁ ଓହ୍ଲାଇଛି। ୫୩ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରାଯାଇଛି। ଫଳରେ ରାସ୍ତାର ଉଭୟ ପାଶର୍‌ବରେ ବହୁ ସଂଖ୍ୟାରେ ଯାନବାହନ ଅଟକି ରହିଛି। ଚାଷୀଙ୍କ ସମସ୍ତ ଅମଳ ଧାନକୁ ଉଠାଇବା ସହିତ ସ୍ବତନ୍ତ୍ର କୋଶଲ ପ୍ରଦେଶ ଗଠନ ଦାବିରେ ସେମାନେ ଆନ୍ଦୋଳନ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜ ନଇଁଲେ ମାଫିଆ ସକ୍ରିୟ

ଅନୁଗୋଳ ଅଫିସ, ୧୦।୧: ପ୍ରାୟ ବର୍ଷେ ହେଲାଣି କରୋନା ମୁକାବିଲାରେ ପ୍ରଶାସନ ବ୍ୟସ୍ତ ରହିଛି। ଏହାର ସୁଯୋଗ ନେଇ ଅନୁଗୋଳ ଜିଲାରେ ସକ୍ରିୟ ହୋଇପଡ଼ିଛନ୍ତି ଲଘୁ ଖଣିଜ...

ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରସ୍ତୁତି ବୈଠକ :ଡିଜେ ସାଉଣ୍ଡ ଉପରେ କଟକଣା

ପାଲଲହଡା,୧୬।୯(ଡି.ଏନ.ଏ.)-ପାଲଲହଡାର ପ୍ରସିଦ୍ଧ ଗଣପର୍ବ ଗଜଲକ୍ଷ୍ମୀ ପୂଜା ଆସନ୍ତା ୧୩ରେ ଅନୁଷ୍ଠିତ ହେବ। ଏ ନେଇ ସୋମବାର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ ପଞ୍ଚାୟତ ସମିତି ସଭାଗୃହଠାରେ...

ଚକୋଲେଟ୍‌ ପ୍ରଲୋଭନ ଦେଖାଇ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର

ସଜନାଗଡ଼, ୩୦।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଚକୋଲେଟ୍‌ ପ୍ରଲୋଭନ ଦେଖାଇ ଏକ ୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଛି।...

ମହାପ୍ରଭୁଙ୍କ ଦର୍ଶନ କଲେ ଡିଜି ସତ୍ୟଜିତ

ପୁରୀ ଅଫିସ, ୩୦।୧୧: ଓଡ଼ିଶା ପୋଲିସ ଡିଜି ସତ୍ୟଜିତ ମହାନ୍ତି ଶନିବାର ଶ୍ରୀକ୍ଷେତ୍ର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପୂର୍ବରୁ ଅନେକ ଥର ଶ୍ରୀମନ୍ଦିରକୁ ଆସି...

ମାଛ ଧରୁଥିବା ବେଳେ ଯୁବକଙ୍କୁ ଟାଣିନେଲା କୁମ୍ଭୀର, ମିଳୁନି ପତ୍ତା

ବରୀ,୩ା୧୧(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ଅଞ୍ଚଳର ତନ୍ତୀ ଘାଇ ଶାଖା ଚିଙ୍ଗୁଡ଼ିଆ ନାଳରେ ଏକ କୁମ୍ଭୀର ଜଣେ ଯୁବକଙ୍କୁ ବୁଧବାର ଟାଣି ନେଇଛି। ସେ ହେଲେ...

ଆତ୍ମସମର୍ପଣ କରିଥିବା ମାଓବାଦୀ କମାଣ୍ଡରଙ୍କ ଅଭିନବ ପ୍ରୟାସ : ସାଥୀ ମାଓବାଦୀଙ୍କୁ ଆତ୍ମସମର୍ପଣ ପାଇଁ ଗୀତ ମାଧ୍ୟମରେ ଦେଲେ ଆହ୍ବାନ

ମାଲକାନଗିରି,୨୫।୮(ସ୍ବ.ପ୍ର.): ଜିଲାର ସୀମାନ୍ତ ଛତିଶଗଡ଼ ସୁକମା ପୋଲିସ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ଆତ୍ମସମର୍ପଣ କରିଥିବା ମାଓବାଦୀ କମାଣ୍ଡର ଅର୍ଜୁନ ସାଥୀ ମାଓବାଦୀଙ୍କୁ ହିଂସା ଛାଡ଼ି...

ବଡ଼ଗାଁ ରାମଲୀଳା ଯାତ୍ରା: ପିତୃସତ୍ୟ ପାଳନ କରି ବନବାସ ଗଲେ ଶ୍ରୀରାମଚନ୍ଦ୍ର

ବଡ଼ଗାଁ, ୨୧।୪ (ଡି.ଏନ.ଏ)-ବଡ଼ଗାଁର ରାମଲୀଳା ଯାତ୍ରାର ସପ୍ତମ ରଜନୀରେ ରାମଚନ୍ଦ୍ରଙ୍କ ବନବାସ ମଞ୍ଚସ୍ଥ ହୋଇଛି। ଦାସୀ ମନ୍ଥରାଙ୍କ କୁମନ୍ତ୍ରଣାରେ ପଡି ରାଜା ଦଶରଥଙ୍କ ମଧ୍ୟମା ରାଣୀ...

ମୁନିଗାଡ଼ି, ଗହଙ୍ଗୁ ଗ୍ରାମ କଣ୍ଟେନମେଣ୍ଟ ଜୋନ୍

ଆସିକା,୨୪ା୮(ଡି.ଏନ୍‌.ଏ.)-କରୋନା ଆକ୍ରାନ୍ତ ଚିହ୍ନଟ ପରେ ଆସିକା ବ୍ଲକ ମୁନିଗାଡ଼ି ପଞ୍ଚାୟତର ମୁନିଗାଡ଼ି ଓ ଗହଙ୍ଗୁ ପଞ୍ଚାୟତର ଗହଙ୍ଗୁ ଗ୍ରାମକୁ କଣ୍ଟେନ୍‌ମେଣ୍ଟ ଜୋନ ଘୋଷଣା କରାଯାଇଛି। ସେହିପରି...

Advertisement


Archives

Model This Week