କାଲିଠୁ ସ୍ବାଭାବିକ ହେବ ଧାନ ମଣ୍ଡିରୁ ଧାନ ଉଠାଣ, ଆନ୍ଦୋଳନରୁ ଓହରିଲା ମିଲର୍ସ ସଂଘ

ଭୁବନେଶ୍ବର, ୭ା୧: ସରକାରଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଓହରିଲା ମିଲର୍ସ ସଂଘ । ତେବେ କାଲିଠାରୁ ସ୍ବାଭାବିକ ହେବ ଧାନ ମଣ୍ଡିରୁ ଧାନ ଉଠାଣ । ଏନେଇ ସୂଚନା ଦେଲେ ମିଲର୍ସ ସଂଘ ସମ୍ପାଦକ ଲକ୍ଷ୍ମୀ ନାରାୟଣ ଦାସ । ସେ କହିଛନ୍ତି ଯେ, ୧୫ ଦିନ ଭିତରେ ସରକାର ଦାବି ପୂରଣ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି । ତେଣୁ ଆମେ ଆନ୍ଦୋଳରୁ ଓହିରିଗଲୁ ।

ଯଦି ୧୫ ଦିନ ଭିତରେ ଦାବି ପୂରଣ ନ ହେଲେ ବୈଠକ କରି ନିଷ୍ପତ୍ତି ନେବୁ । ଆମର ଆଶା ସରକାର ଦାବି ପୂରଣ କରିବେ । ୭ ଦିନ ଭିତରେ ବକେୟା ଟଙ୍କା ଦେବା ନେଇ ଚିଠି କରିଛନ୍ତି ବୋଲି ମିଲର୍ସ ସଂଘ ସମ୍ପାଦକ ସୂଚନା ଦେଇଛନ୍ତି ।

କହିରଖୁଛୁକି, ଆଜି ସକାଳେ ଧାନ ଉଠାଣ ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଥିଲେ । ମିଲର୍ସଙ୍କ କିଛି ଦାବିକୁ ମାନିଛନ୍ତି ସରକାର। ତେଣୁ ଧାନକିଣା ଆଜିଠାରୁ ସ୍ବାଭାବିକ ହୋଇଥିବା କଥା କହିଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର

୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର…

ପୂର୍ବତନ ମନ୍ତ୍ରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

ନବରଙ୍ଗପୁର,୩୦ା୮(ସଦାଶିବ ପ୍ରହରାଜ): ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ (୮୭)ଙ୍କ ରବିବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ…

ଧରିତ୍ରୀ ପ୍ରଭାବ: ଲକ୍ଷ୍ମୀପୁର ଗ୍ରାମରେ ଜଳିଲା ଷ୍ଟ୍ରିଟ୍ ଲାଇଟ୍

ଗଞ୍ଜାମ, ୩୦।୮ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମରେ ଦୀର୍ଘଦିନ ଧରି ଷ୍ଟ୍ରିଟ୍ ଲାଇଟ୍ ଜଳୁ ନ ଥିବା ନେଇ ଦୁଇଦିନ…

ଚୋରା ମଦ ବିକ୍ରିକୁ ବିରୋଧ କରି ତାତିଲେ ମହିଳା, ୨ ଘଣ୍ଟା ଧରି ପୋଲିସ ନାକେଦମ

ବନ୍ତ, ୩୦।୮ (ହରି ନାରାୟଣ ମହାନ୍ତି/ କିଶୋର କୁମାର ସେଠୀ): ଶନିବାର ରାତିରେ ଭଦ୍ରକ ଜିଲା ବନ୍ତ ଥାନା ନୀଳୋକ ପଞ୍ଚାୟତ ଅଧୀନ ବେଗନା (ବୁଡ଼ଗଢ଼ିଆ) ଗ୍ରାମରେ…

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ହାତୀପଲକୁ ଘଉଡ଼ାଇବା ପାଇଁ ଯାଇ ଆଉ ଫେରିଲେନି , ଚାଲିଗଲା ଜୀବନ

ପାଟଣା, ୩।୮ (ବୀର କିଶୋର ଦାଶ): ହାତୀ ଘଉଡ଼ାଇବାକୁ ଯାଇ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri