ମଣ୍ଡିରୁ ଉଠୁନି ଧାନ: ରାସ୍ତାକୁ ଓହ୍ଲାଇଲେ ଚାଷୀ

ବରପାଲି, ୨୧।୬(ଡି.ଏନ୍‌.ଏ.): ବରଗଡ଼ ଜିଲାରେ ରବି ଧାନ ବିକ୍ରି ସମସ୍ୟା ଅସମାହିତ ହୋଇ ରହି ଯାଇଛି । ମଣ୍ଡିକୁ ଚାଷୀମାନେ ଧାନ ବିକ୍ରି ପାଇଁ ଆଣୁଥିଲେ ସୁଦ୍ଧା ଟୋକନ ଅବଧି ଶେଷ, ଟୋକନରେ ତୃଟି, ଧାନରେ ଆର୍ଦ୍ରତା, ଟାର୍ଗେଟ ଅଭାବ ଆଦି ଆଳ ଦେଖାଇ ଧାନ କିଣାଯାଉ ନାହିଁ। ଏହାକୁ ନେଇ ଚାଷୀ ଅସନ୍ତୋଷ ବଢି ଚାଲିଛି। ଏହି କ୍ରମରେ ବରପାଲି କୃଷକ ମଞ୍ଚ ନେତୃତ୍ୱରେ ଗତ କିଛିଦିନ ହେଲା ଚାଷୀମାନେ ସ୍ଥାନୀୟ ତହସିଲ ଅଫିସରେ ଧାନ ଗଦା କରି ଧାରଣାରେ ବସିଥିବା ବେଳେ ସୋମବାର ତହସିଲ ଅଫିସ ସମ୍ମୁଖ ବରଗଡ଼ ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଫଳରେ ରାସ୍ତାର ଉଭୟ ପାଶର୍‌ବରେ ବହୁ ସଂଖ୍ୟାରେ ଯାନବାହାନ ଅଟକି ରହିଛି। ସ୍ଥାନୀୟ ତହସିଲଦାର ଅକ୍ଷୟ କୁମାର ବାଗ ଆନ୍ଦୋଳନରତ ଚାଷୀଙ୍କ ସହିତ ଆଲୋଚନା କରିଛନ୍ତି। ମାତ୍ର ଆଲୋଚନା ଫଳପ୍ରଦ ହୋଇ ନ ଥିବା ଯୋଗୁ ଆନ୍ଦୋଳନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

କଲ୍ୟାଣସିଂହପୁର ଜଗନ୍ନାଥ କଲୋନିରେ ଚାଲିଛି ଗଣେଶ ପୂଜା ପ୍ରସ୍ତୁତି, ସ୍ଥାପନ ହେ

​କଲ୍ୟାଣସିଂହପୁର,୩୦।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାସ୍ଥିତ ଜଗନ୍ନାଥ କଲୋନିଠାରେ ଆଗାମୀ ଗଣେଶ ପୂଜା ନିମନ୍ତେ ରବିବାର ବିଧିବଦ୍ଧ ଭାବେ ଭୂମି ପୂଜା…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri