ମଣ୍ଠିରୁ ଉଠୁନି ଧାନ: ସାଲେଭଟା-ଆଗଲପୁର ରାସ୍ତା ଅବରୋଧ କଲେ ଚାଷୀ

ଲୋଇସିଂହା,୭।୧: ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଡୁଡୁକା ପ୍ୟାକ୍ସରେ ଧାନକିଣାରେ ମନ୍ଥରତା ଦେଖାଦେଇଛି।ମିଲର୍ସମାନେ ନ ଆସିବାରୁ ଧାନ ଉଠି ପାରୁନାହିଁ। ଏବେ ପ୍ୟାକ୍ସରେ ୨୩ଶହ ପ୍ୟାକେଟ ଧାନ ପଡି ରହିଛି। ଏହାର ପ୍ରତିବାଦ କରି ଗୁରୁବାର ପ୍ୟାକ୍ସ ଅଧୀନ ଚାଷୀମାନେ ଡୁଡୁକାଠାରେ ସାଲେଭଟା-ଆଗଲପୁର ରାସ୍ତା ଅବରୋଧ କରିଥିଲେ। ଫଳରେ ସମ୍ପୃକ୍ତ ରାସ୍ତାରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଖବର ପାଇ ବିଡିଓ ଭୁବନ ଶତପଥୀ, ବ୍ୟାଙ୍କ ପରିଚାଳକ ସୁରୁମଣୀ ସାହୁ, ତହସିଲଦାର ସନ୍ତୋଷ ଦାଶ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନରତ ଚାଷୀଙ୍କ ସହ ଆଲୋଚନା କରିଥିଲେ ା ଅସହଯୋଗ କରୁଥିବା ମିଲର୍ସଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଓ ଧାନକିଣାରେ ସୁଧାର ଆଣିବା ସକାଶେ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ପ୍ରତିଶ୍ରୁତି ଦେବା ପରେ ଅପରାହ୍ନରେ ଚାଷୀମାନେ ଧାରଣାରୁ ଓହରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତର୍ଜାତିକ ମହିଳା ଦିବସ ଆଜି: ସୁପର ମଡେଲ ଆଶାରେ ସ୍ବୀକୃତି

ଖଇରା, ୮।୩(ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ୱର ଜିଲା ଖଇରା ଅଞ୍ଚଳର ଗଁ। ମାଟିର ଝିଅ ସ୍ବୀକୃତି ମଡେଲିଂ ଦୁନିଆର ଆକର୍ଷଣରେ ଏବେ ବାନ୍ଧି ହୋଇପଡିଛନ୍ତି। ର଼୍ୟାମ୍ପ ଓ୍ବାକ ଓ...

ନୂଆପଡ଼ାକୁ ମିଳିଲା ‘ରାଜସ୍ବ ଗ୍ରାମ୍ୟ ମାନ୍ୟତା’

କୋକସରା,୧୨।୧୨(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ତହସିଲ ଅଧୀନରେ ଥିବା ଟେମରା ପଞ୍ଚାୟତର ନୂଆପଡା ଗ୍ରାମକୁ ଦୀର୍ଘ ବର୍ଷ ପରେ ରାଜସ୍ବ ଗ୍ରାମ୍ୟର ମାନ୍ୟତା ମିଳିିଛି। ଗ୍ରାମବାସୀ...

ଟୋକିମରା, ଧାଙ୍ଗଡି ଦୋଳା ପରବ ଉଦ୍‌ଯାପିତ: ନାଚ, ଗୀତରେ ଝୁମିଲେ ଆଦିବାସୀ

କୋକସରା,୨ା୧(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଗମ୍ଭାରୀଗୁଡା ପଞ୍ଚାୟତ ଓଲମା ଗ୍ରାମରେ ଦୀର୍ଘ ୧୨ ବର୍ଷ ପରେ ପୁଣି ଥରେ ଦୁଇଦିନିଆ ଟୋକିମରା ଓ ଧାଙ୍ଗଡି...

ତେଲଙ୍ଗାନାରେ ଫସିଥିବା ୩୩ ଶ୍ରମିକ ଘରକୁ ଫେରିଲେ

ବରଗଡ଼ ଅଫିସ, ୨୯।୨: ତେଲଙ୍ଗାନା ରାଜ୍ୟର ଏକ ଇଟାଭାଟିରେ ଦୀର୍ଘଦିନ ଧରି ବନ୍ଧା ପଡ଼ିଥିବା ଶ୍ରମିକମାନେ ଶନିବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ବରଗଡ଼ ଜିଲା ପାଇକମାଳ...

ଛାତ୍ରୀଙ୍କୁ ଅପହରଣ ସହ ବଳାତ୍କାର ମାମଲା: ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧୩ା୪: ସ୍ବତନ୍ତ୍ର ପୋକ୍ସୋ ଜଜ୍‌ ପ୍ରଭାତ କୁମାର ରାଜଗୁରୁ ଜନୈକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ପ୍ରମାଣ...

ମିଶନ ଶକ୍ତି ଗୃହ ନିର୍ମାଣରେ ବିଳମ୍ବ

ବାଲିଆ, ୧୭।୧:ବିରିଡି ବ୍ଲକ ଅଞ୍ଚଳରେ ୨୩୪ଟି ପ୍ରକଳ୍ପ ନିର୍ମାଣ ପାଇଁ ଆମ ଗାଁ ଆମ ବିକାଶ ଯୋଜନାରେ ୪ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟବରାଦ...

ବିଜେପୁରରେ ବିଜେଡିର ବାଜିମାତ୍‌

ବରଗଡ଼ ଅଫିସ,୨୬।୩: ବରଗଡ଼ ଜିଲା ବିଜେପୁରରେ ବିଜେଡି ବାଜିମାତ କରିଛି। ଦଳୀୟ ଅଧ୍ୟକ୍ଷା ପ୍ରାର୍ଥିନୀ ସୀତା ବାରିକ ବିଜୟୀ ହୋଇଛନ୍ତି। ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର...

ପୁରୀ ଆକାଶରେ ସୂର୍ଯ୍ୟକିରଣ ଶୋ’

ପୁରୀ ଅଫିସ, ୧୮।୯: ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ଲୋକଙ୍କ ମନରେ ଦେଶପ୍ରେମ ଜାଗ୍ରତ କରିବା ଉଦ୍ଦେଶ୍ୟରେ ଶନିବାର ପୁରୀ ବେଳାଭୂମିରେ ବାୟୁସେନା...

Advertisement
Archives

Model This Week