ଜଳିଗଲା ଧାନଗଦା: ଲକ୍ଷାଧିକ ଟଙ୍କାର ଧାନ ନଷ୍ଟ

ପଦ୍ମପୁର,୧୩ା୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ରାଜଘରପୋଖରୀ ପଞ୍ଚାୟତର ରାଉତ ସାହିସ୍ଥିତ ଧାନ ଗଦାରେ ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗି ୭ଟି ଗଦା ଧାନ ଜଳିଯାଇଛି।

ସୂଚନାନୁଯାୟୀ, ଗ୍ରାମର ଜଗବନ୍ଧୁ ବିଶ୍ୱାଳ,ଗୌରାଙ୍ଗ ବିଶ୍ୱାଳ,ବଳରାମ ବିଶ୍ୱାଳ, ସୂର୍ଯ୍ୟମଣି ବିଶ୍ୱାଳଙ୍କ ୭ ଏକର ଜମିରୁ ଧାନ ଅମଳ କରି ବାଡ଼ିରେ ରଖିଥିଲେ। କୌଣସି କାରଣରୁ ନିଆଁ ଲାଗି ସବୁ ଧାନ ଗଦା ଜଳିଯାଇଛି। ଗ୍ରାମବାସୀ ମିଶି ନିଆଁ ଲିଭାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ଜୟନ୍ତୀରେ ଶପଥପାଠ

ଜୟପୁର,୫।୩(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରଠାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୪ତମ ଜୟନ୍ତୀ ଅବସରରେ ନିର୍ବାଚନମଣ୍ଡଳୀ କର୍ମକର୍ତ୍ତା ଏବଂ କର୍ମୀମାନଙ୍କୁ ନେଇ ଏକ ସଭାର ଆୟୋଜନ...

ଟ୍ରକ୍‌କୁ ଧକ୍କା ଦେଇ ବାଇକ୍‌ ଆରୋହୀ ମୃତ

ମାଲକାନଗିରି,୨୧ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ତୁମୁକିମାଡକା ଗ୍ରାମ ନିକଟରେ ଜଣେ ବାଇକ୍‌ ଆରୋହୀ ଏକ ଟ୍ରକ୍‌ ପଛକୁ ଧକ୍କା ଦେଇ ଘଟଣା ସ୍ଥଳରେ...

ସୁନ୍ଦରଗଡ଼ରେ ଇସ୍ରୋର ସ୍ବତନ୍ତ୍ର ପ୍ରଦର୍ଶନ ଯାନ : ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଲେ ଛାତ୍ରୀଛାତ୍ର

ସୁନ୍ଦରଗଡ଼, ୨୬।୧୦ (ଡି.ଏନ୍‌.ଏ. )-ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ)ର ଭ୍ରାମ୍ୟମାଣ ପ୍ରଦର୍ଶନ ଯାନ ଶନିବାର ସୁନ୍ଦରଗଡ ଠାରେ ପହଞ୍ଚିଥିଲା। ସୁନ୍ଦରଗଡରେ ଥିବା ବିଭିନ୍ନ ବିଦ୍ୟାଳୟ,...

ନ୍ୟାୟ ପାଇଁ ପ୍ରେମିକଙ୍କ ଘରେ ଆଦିବାସୀ ପୀଡ଼ିତା

ମହାକାଳପଡ଼ା,୧୪ା୫ (ଡି.ଏନ.ଏ.): କନ୍ଧମାଳ ଜଲା ଦାରିଙ୍ଗବାଡ଼ି ଅଞ୍ଚଳର ଆଦିବାସୀ ଯୁବତୀ ଝିଲିମା ପ୍ରଧାନ (୨୪) ନ୍ୟାୟ ପାଇଁ ପ୍ରେମିକ ଘରେ ପହଞ୍ଚି ନ୍ୟାୟ ଦାବି କରି...

ସମସ୍ତଙ୍କ ସ୍ବାବ ପରୀକ୍ଷା, ଚିକିତ୍ସା ଦାବି

ଖଇରା,୨୮।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ସିପିଏମ ଆଞ୍ଚଳିକ କମିଟି ପକ୍ଷରୁ ୭ଦଫା ଦାବି ନେଇ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓ ଦେବେନ୍ଦ୍ର ବଳଙ୍କୁ ପ୍ରଦାନ...

ଦୋକାନ ଭଡ଼ା ବୃଦ୍ଧିକୁ ବିରୋଧ

ଅନୁଗୋଳ ଅଫିସ, ୨୬।୧୧ଅନୁଗୋଳ ପୌରପାଳିକାର ଦୋକାନ ଘର ବୃଦ୍ଧିକୁ ବିରୋଧ କରି ବ୍ୟବସାୟୀ ଓ ଅନୁଗୋଳ ଭାଜପା ପକ୍ଷରୁ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।...

ଆବାସ ଗୃହ ନିର୍ମାଣକୁ ସାହି ବାସିନ୍ଦାଙ୍କ ବିରୋଧ

ଗଞ୍ଜାମ,୭।୧(ଡି.ଏନ୍‌.ଏ.): ଗଞ୍ଜାମ ସହର ୱାର୍ଡ ନଂ ୫ ମେଡିକାଲ ଗଳି ସ୍ଥିତ ରାମେୟା ବନ୍ଧ ହିଡ଼ରେ ଦୀର୍ଘ ବର୍ଷ ହେବ କିଛି ଭୂମିହୀନ ଲୋକ ବାସ...

ବଦଳିଲା ଷ୍ଟ୍ରଙ୍ଗରୁମ୍‌

ପାରଳାଖେମୁଣ୍ଡି, ୧।୫(ସ୍ବ.ପ୍ର.): ବାତ୍ୟା ଫନୀକୁ ନଜରରେ ରଖି ପାରଳାଖେମୁଣ୍ଡି ସହରର ମହାରାଜାଙ୍କ ବାଳକ ଉଚ୍ଚ  ବିଦ୍ୟାଳୟରେ ଥିବା ଇଭିଏମ୍‌ଗୁଡିକୁ ସ୍ଥାନୀୟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରସ୍ଥ ନୂତନ...

Advertisement
Archives

Model This Week