ଧାନ ଏମ୍‌ଏସ୍‌ପି ୧୪୩ ଟଙ୍କା ବଢ଼ିଲା

ନୂଆଦିଲ୍ଲୀ,୮ା୬: କେନ୍ଦ୍ର ସରକାର ୨୦୨୩-୨୪ ଖରିଫ ବର୍ଷ ନିମନ୍ତେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) କୁଇଣ୍ଟାଲ ପିଛା ୭% ଅର୍ଥାତ୍‌ ୧୪୩ ଟଙ୍କା ବୃଦ୍ଧି କରିଛନ୍ତି। ଫଳରେ କୁଇଣ୍ଟାଲ ପିଛା ସାଧାରଣ ଧାନର ଏମ୍‌ଏସ୍‌ପି ୨,୦୪୦ ଟଙ୍କାରୁ ୨୧୮୩ ଟଙ୍କା ଏବଂ ‘ଏ’ ଗ୍ରେଡ୍‌ ଧାନର ଏମ୍‌ଏସ୍‌ପି ୨୦୬୦ ଟଙ୍କାରୁ ୨୨୦୨ ଟଙ୍କାକୁ ବୃଦ୍ଧି ପାଇଛି। ଗତ ୧୦ ବର୍ଷ ମଧ୍ୟରେ ଏହା ହେଉଛି ଦ୍ୱିତୀୟ ସର୍ବାଧିକ ବୃଦ୍ଧି। ୨୦୧୮-୧୯ରେ ଧାନ ଏମ୍‌ଏସ୍‌ପି କୁଇଣ୍ଟାଲ ପିଛା ୨୦୦ ଟଙ୍କା ବଢ଼ିଥିଲା।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସମ୍ପର୍କିତ କ୍ୟାବିନେଟ୍‌ କମିଟି ବୈଠକରେ ଧାନ ସମେତ ଅନ୍ୟ କେତେକ ଫସଲର ଏମ୍‌ଏସ୍‌ପି ବୃଦ୍ଧିକୁ ଅନୁମୋଦନ ଦିଆଯାଇଛି। ତଦନୁଯାୟୀ ଏହି ଫସଲଗୁଡ଼ିକର କୁଇଣ୍ଟାଲ ପିଛା ମୂଲ୍ୟ ୫.୩%ରୁ ୧୦.୩୫% ଅର୍ଥାତ୍‌ ୧୨୮ ଟଙ୍କାରୁ ୮୦୫ ଟଙ୍କା ଯାଏ ବଢ଼ିଛି। ଗଣମାଧ୍ୟମକୁ ସୂଚନା ଦେଇ ଉପଭୋକ୍ତା ବ୍ୟାପାର, ଖାଦ୍ୟ ଓ ସାଧରଣ ବଣ୍ଟନ ମନ୍ତ୍ରୀ ପୀୟୂଷ ଗୋୟଲ କହିଛନ୍ତି ଯେ, ପୂର୍ବବର୍ଷ ତୁଳନାରେ ଏଥର ଏମ୍‌ଏସ୍‌ପି ବୃଦ୍ଧି ଅଧିକ କରାଯାଇଛି। ଖୁଚୁରା ମୁଦ୍ରୀସ୍ଫୀତି କମୁଥିବାବେଳେ ଏହି ଏମ୍‌ଏସ୍‌ପି ବୃଦ୍ଧି ଚାଷୀମାନଙ୍କୁ ଲାଭ ଦେବ। ଏମ୍‌ଏସ୍‌ପି ବୃଦ୍ଧି ଚାଷୀଙ୍କୁ ସେମାନଙ୍କ ଉତ୍ପାଦନ ପାଇଁ ଲାଭଜନକ ମୂଲ୍ୟ ସୁନିଶ୍ଚିତ କରିବ ଏବଂ ବିଭିନ୍ନ ଫସଲ ଚାଷ କରିବାକୁ ଉତ୍ସାହିତ କରିବ ବୋଲି ଗୋୟଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ବିପଦରେ ୧୦୦ କୋଟିରୁ ଅଧିକ ଆଣ୍ଡ୍ରଏଡ୍ ଫୋନ୍; ହ୍ୟାକିଂ ଆଶଙ୍କାରେ ଗୁଗଲ୍ ଦେଲା ଚେତାବନୀ

ନୂଆଦିଲ୍ଲୀ,୮ା୨: ଯଦି ଆପଣ ଏକ ପୁରୁଣା ଆଣ୍ଡ୍ରଏଡ୍ ସ୍ମାର୍ଟଫୋନ୍ ବ୍ୟବହାର କରୁଛନ୍ତି, ତେବେ ସାବଧାନ ହୋଇଯାଆନ୍ତୁ। ଗୁଗଲ ରିପୋର୍ଟ ଅନୁଯାୟୀ, ବିଶ୍ୱର ପ୍ରାୟ ୧୦୦ କୋଟିରୁ ଅଧିକ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri