ଘୋଷଣା ହେଲା ପଦ୍ମ ପୁରସ୍କାର, ଓଡ଼ିଶାରୁ ୩ ଜଣଙ୍କୁ ମିଳିବ…

ଭୁବନେଶ୍ବର, ୨୫ା୧: ଭାରତ ସରକାର ପଦ୍ମ ପୁରସ୍କାର ଘୋଷଣା କରିଛନ୍ତି । ୪୫ଜଣଙ୍କୁ ପଦ୍ମ ବିଭୂଷଣ, ପଦ୍ମ ଭୂଷଣ ଏବଂ ପଦ୍ମଶ୍ରୀରେ ସମ୍ମାନିତ କରାଯାଇଛି । ଗଣତନ୍ତ୍ର ଦିବସର ଗୋଟିଏ ଦିନ ପୂର୍ବରୁ ଆଜି ଏହି ଘୋଷଣା କରାଯାଇଛି । ରାଷ୍ଟ୍ରପତି ନିଜେ ଏହି ସମସ୍ତ ବ୍ୟକ୍ତିବିଶେଷଙ୍କୁ ପୁରସ୍କାର ପ୍ରଦାନ କରିବେ। ସେମାନଙ୍କୁ ରାଷ୍ଟ୍ରପତି ଭବନରେ ସମ୍ମାନିତ କରିବେ। ଏହି ସମ୍ମାନ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ବ୍ୟକ୍ତିମାନଙ୍କୁ ଦିଆଯିବ। ତେବେ ଓଡ଼ିଶାରୁ ୩ ଜଣଙ୍କୁ ମିଳିବ ପଦ୍ମଶ୍ରୀ ପୁରସ୍କାର ।

ସୂଚନା ଅନୁସାରେ, ରଣ ହେମ୍ବ୍ରମ, ସୀମାଞ୍ଚଳ ପାତ୍ର ଏବଂ ମହେନ୍ଦ୍ର କୁମାର ମିଶ୍ରଙ୍କୁ ପଦ୍ମଶ୍ରୀ ପୁରସ୍କାର ମିଳିବ । ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ଚରଣ ହେମ୍ବ୍ରମଙ୍କୁ ମିଳିବ ପଦ୍ମଶ୍ରୀ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri