Posted inଜାତୀୟ

୧୧୯ଙ୍କୁ ପଦ୍ମ ସମ୍ମାନ…

ନୂଆଦିଲ୍ଲୀ,୮।୧୧: ଚଳିତ ବର୍ଷ ୧୧୯ ପ୍ରସିଦ୍ଧ ବ୍ୟକ୍ତି ବିଶେଷଙ୍କୁ ପଦ୍ମ ପୁରସ୍କାରରେ ସମ୍ମାନୀତ କରାଯାଇଛି। ସେମାନଙ୍କ ମଧ୍ୟରେ ୭ ଜଣଙ୍କୁ ପଦ୍ମ ବିଭୂଷଣ, ୧୦ଙ୍କୁ ପଦ୍ମ ଭୂଷଣ ଏବଂ ୧୦୨ ଜଣଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରାଯାଇଛି। ପଦ୍ମ ସମ୍ମାନରେ ସମ୍ମାନୀତ ହୋଇଥିବା ପ୍ରସିଦ୍ଧ ବ୍ୟକ୍ତି ବିଶେଷଙ୍କ ମଧ୍ୟରେ ୨୯ ଜଣ ମହିଳା ରହିଛନ୍ତି। ସେହିପରି ୧୬ ଜଣଙ୍କୁ ମରଣୋତ୍ତର ସମ୍ମାନରେ ସମ୍ମାନୀତ କରାଯାଇଛି। ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ସମସ୍ତଙ୍କୁ ପଦ୍ମ ସମ୍ମାନରେ ସମ୍ମାନୀତ କରିଛନ୍ତି। ଚଳିତ ବର୍ଷ ଦୁଇ ବର୍ଷ ପାଇଁ ପଦ୍ମ ସମ୍ମାନ ବିଭିନ୍ନ କ୍ଷେତ୍ରରେ ଉତ୍କୃଷ୍ଟ କାର୍ଯ୍ୟ କରୁଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବା ଲାଗି ପ୍ରଦାନ କରାଯାଇଛି।

ପଦ୍ମ ସମ୍ମାନରେ ସମ୍ମାନୀତ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ, ଗାୟକ ଏସପି ବାଲାସୁବ୍ରମଣ୍ୟମ (ମରଣୋତ୍ତର), ବାଲୁକା କଳାକାର ସୁଦର୍ଶନ ସାହୁ, ପ୍ରତ୍ନତତ୍ତ୍ୱବିତ୍‌ ବି.ବି ଲାଲଙ୍କୁ ପଦ୍ମ ବିଭୂଷଣରେ ସମ୍ମାନିତ କରାଯାଇଛି। ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇଙ୍କୁ ପଦ୍ମ ଭୂଷଣଙ୍କୁ ଦେହାନ୍ତ କରାଯିବ। ପୂର୍ବତନ ଲୋକସଭା ବାଚସ୍ପତି ସୁମିତ୍ରା ମହାଜନ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୂର୍ବତନ ମୁଖ୍ୟ ସଚିବ ନୃପେନ୍ଦ୍ର ମିଶ୍ର, ପୂର୍ବତନ କେନ୍ଦ୍ର ମନ୍ତ୍ରୀ ରାମ ଭିଲାସ ପାସୱାନ (ମରଣୋତ୍ତର)ଙ୍କ ସମେତ ୧୦ ଜଣଙ୍କୁ ପଦ୍ମ ଭୂଷଣରେ ସମ୍ମାନୀତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri