ଆରଣ୍ୟକ ପରେ ନୂଆ ଓଟିଟି ଶୋ’ର ଶୋଭା ବଢାଇବେ ରବିନା

ମୁମ୍ବାଇ: ନିଜ ଷ୍ଟ୍ରିମିଂ ଶୋ’ ଆରଣ୍ୟକକୁ ମିଳିଥିବା ଜବରଦସ୍ତ ପ୍ରତିକ୍ରିୟା ପରେ ବଲିଉଡ ଅଭିନେତ୍ରୀ ରବିନା ଟଣ୍ଡନ ପୁଣିଥରେ ଆଉ ଏକ ଶୋ’ରେ ନଜର ଆସିବେ । ରବିନା ଯିଏ ୧୯୯୦ ଦଶକରେ ବଲିଉଡରେ ରାଜ କରୁଥିଲେ । ନିକଟରେ ତାଙ୍କୁ ମିଳିଛି ଦେଶର ଚତୁର୍ଥ ସର୍ବୋଚ୍ଚ ବେସାମରିକ ସମ୍ମାନ ପଦ୍ମଶ୍ରୀ । ଏବେ ମିଳିଥିବା ସୂଚନା ଅନୁଯାୟୀ, ରବିନା ଆଉ ଏକ ଓଟିଟି ଶୋ’ରେ ଅଭିନୟ କରିବାକୁ ପ୍ରସ୍ତୁତ ହୋଇଗଲେଣି । ନିର୍ମାତା ଶୋ’ର ଶୀର୍ଷକ ଓ କାହାଣୀକୁ ଏବେ ପର୍ଯ୍ୟନ୍ତ ଗୁପ୍ତ ରଖିଛନ୍ତି ।
ନିଜ ଉତ୍ସାହକୁ ଶେୟାର କରି ରବିନା କହିଛନ୍ତି, ମୁଁ ଏହି ଶୋ’ର ଏକ ଅଂଶ ହୋଇଥିବାରୁ ମୋତେ ବହୁତ ଖୁସି ଲାଗୁଛି ।ନିଜ ଉତ୍ସାହକୁ ଶେୟାର କରି ରବିନା କହିଛନ୍ତି, ମୁଁ ଏହି ଶୋ’ର ଏକ ଅଂଶ ହୋଇଥିବାରୁ ମୋତେ ବହୁତ ଖୁସି ଲାଗୁଛି । ଏହି ଶୋ’ ମୋ ପାଇଁ ବହୁତ ଖାସ ହେବାକୁ ଯାଉଛି । କାରଣ ମୋତେ ସବୁବେଳେ ନିଜ ଦ୍ୱାରା ଅଭିନୀତ ସମସ୍ତ ଚରିତ୍ର ସହ ନିଜକୁ ଚ୍ୟାଲେଞ୍ଜ କରିବାକୁ ଏବଂ ପୁନର୍ବାର ଭଲ ପାଇବାକୁ ମୁଁ ଭଲପାଏ, ଏହି ଶୋ’ ମୋତେ ତାହା ଦେଇଛି, ତେଣୁ ମୁଁ ଏତିକି କହିବି କିଛି ମଜା ପାଇଁ ଆମ ସହ ରୁହନ୍ତୁ ।
ଏବେ ପର୍ଯ୍ୟନ୍ତ ଟାଇଟଲ ହେବାକୁ ଥିବା ଶୋ’ ଓଟିଟି ପ୍ଲାଟଫର୍ମ ଡିଜନିପ୍ଲସ ହଟଷ୍ଟାରରେ ଷ୍ଟ୍ରିମ ହେବ, ଏହାର ଶୀର୍ଷକ ଓ ଷ୍ଟ୍ରିମିଂର ତାରିଖ ଖୁବଶୀଘ୍ର ଘୋଷଣା କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଥାନା ଭିତରେ ଜନ୍ମ ଦିନ, ବିବାହ ବାର୍ଷିକୀ କେକ୍‌ କଟା, ଫଟୋ ଭାଇରାଲ୍‌

ଗୋପ,୨୮।୭(ଭାରତୀ ଭୂଷଣ ଉପାଧ୍ୟାୟ): ଗୋପ ଥାନା ପରିସରରେ ଜନ୍ମ ଦିନ ଏବଂ ବିବାହ ବାର୍ଷିକୀ ଲାଗି କେକ କଟା ଘଟଣା ଏବେ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେବାରେ…

ଇସ୍ତଫା ଦେଲେ ସ୍ବିଗି ଇନଷ୍ଟାମାର୍ଟର ସିଇଓ ଅମିତେଶ ଝା; ଦାୟିତ୍ୱ ନେବେ ନନ୍ଦିତା ସିହ୍ନା

ନୂଆଦିଲ୍ଲୀ,୨୮।୭: ସ୍ବିଗି ଇନଷ୍ଟାମାର୍ଟରେ ଏକ ବଡ଼ ପରିବର୍ତ୍ତନ ଆସିଛି। କମ୍ପାନୀର ସିଇଓ ଅମିତେଶ କୁମାର ଝା ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫା ପରେ, ନନ୍ଦିତା…

ବିଷ ଦେଇ ଟ୍ରମ୍ପଙ୍କ ପରିବାରକୁ ହତ୍ୟା କରିବାକୁ ରଚାଯାଉଛି ଷଡ଼ଯନ୍ତ୍ର! ହେଲେ ଏହା ପଛରେ କାହାର ରହିଛି ହାତ? ଜାଣନ୍ତୁ…

ଓ୍ବାଶିଂଟନ,୨୮।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନର ଏକ ଅତ୍ୟନ୍ତ ଚିନ୍ତାଜନକ ଏବଂ ଚାଞ୍ଚଲ୍ୟକର ପ୍ରଚାର ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓଟି…

ପକେଟ ଉପରେ ବଢ଼ିବ ବୋଝ! ଅଗଷ୍ଟରୁ ମହଙ୍ଗା ହେବ କାର୍‌, ଟିଭି, ଫ୍ରିଜ୍‌ ସହ…ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟରୁ ପର୍ବପର୍ବାଣୀ ଋତୁ ଆରମ୍ଭ ହେବା ସହିତ ମହଙ୍ଗା ମଧ୍ୟ ଆପଣଙ୍କୁ ଅପେକ୍ଷା କରିଛି। ସକାଳର ଚା’ଠାରୁ ଆରମ୍ଭ କରି କାର୍‌ ପର୍ଯ୍ୟନ୍ତ ଅଗଷ୍ଟରେ…

ସାନଖେମୁଣ୍ଡି ଅଞ୍ଚଳରେ ଉପ ଜିଲାପାଳଙ୍କ ନେତୃତ୍ୱରେ ସଫେଇ ଅଭିଯାନ, ଅଞ୍ଚଳବାସୀଙ୍କ ପ୍ରଶଂସା

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଆମ ଗାଁ ସ୍ବଚ୍ଛ ଓ ପରିବେଶକୁ ସୁରକ୍ଷିତ ରଖି ଗଞ୍ଜାମ ଜିଲାକୁ ଏକ ସୁନ୍ଦର, ସ୍ବଚ୍ଛ ଓ ଆଦର୍ଶ ଜିଲାରେ ପରିଣତ କରିବା…

ଫସିଯିବେ କି ଗଡ଼କରୀ? କହିଲେ ‘E20 ପେଟ୍ରୋଲରେ ମୋର କୌଣସି ଭୂମିକା ନାହିଁ’

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ବମ୍ବେ ହାଇକୋର୍ଟରେ ଏକ ପ୍ରସ୍ତାବିତ ଦେୱାନୀ ମାମଲା ରୁଜୁ କରି ଦାବି କରିଛନ୍ତି ଯେ…

ଲଗାଣ ବର୍ଷା ପ୍ରଭାବରେ ବେହାଲ ବଣାଇଁ ଅଞ୍ଚଳ; ବାଗୁନ ନାଳରେ ଭାସିଗଲା ବାଇକ, ଅଫିସରେ ଆଣ୍ଠୁଏ ପାଣି

ବଣାଇଁ,୨୮।୭( ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡରେ ଦୁଇଦିନ ଧରି ଲଗାଣ ବର୍ଷା ଜାରି ରହିଛି । ଫଳରେ ଏକ ପ୍ରକାର ଜନଜୀବନ ପ୍ରଭାବିତ…

ୟୁପିରେ ଏସ୍‌ପି-କଂଗ୍ରେସ ପାଇଁ ଅଡ଼ୁଆ ହେଲା କି ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପ୍ରସଙ୍ଗ? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ, ୨୮।୭: ଭାରତୀୟ ଜନତା ପାର୍ଟିର ନେତା ତଥା ଓଡ଼ିଶାର ସମ୍ବଲପୁରରୁ ସାଂସଦ ଥିବା ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri